ଶାହାରୁଖ କି ଅମୀର ନୁହନ୍ତି, ଏହି ଖାନ୍‌ଙ୍କୁ ଅଧିକ ପସନ୍ଦ କରନ୍ତି କରୀନା

ବଲିଉଡ୍‌ ଅଭିନେତ୍ରୀ କରୀନା କପୁର ଖାନ୍‌ ପ୍ରାୟ ସମସ୍ତ ବଡ଼ ଆକ୍ଟରଙ୍କ ସହିତ କାମ କରିଛନ୍ତି। କିନ୍ତୁ ଜଣେ ଖାନ୍‌ଙ୍କୁ ସେ ବହୁତ ପସନ୍ଦ କରନ୍ତି। ଏକଥା ଖୋଦ୍‌ କରୀନା କହିଛନ୍ତି। ଏକ ରିପୋର୍ଟ ଅନୁଯାୟୀ, ଇରଫାନ୍‌ ଖାନ୍‌ଙ୍କ ଅପକମିଙ୍ଗ ଫିଲ୍ମ ‘ଇଂରାଜୀ ମିଡିୟମ’ରେ ସାଇନ କରିଛନ୍ତି କରୀନା। ଏହି ଫିଲ୍ମରେ ଏକ ପୋଲିସ ଭୂମିକାରେ ସେ ନଜର ଆସିବେ।

କରୀନା ଏକ ସାକ୍ଷାତକାରରେ କହିଛନ୍ତି, ଇରଫାନ୍‌ ସବୁ ଖାନ୍‌ଙ୍କଠାରୁ ବହୁତ ଭଲ। ଆଉ ତାଙ୍କ ଫିଲ୍ମରେ କାମ କରି ସେ ନିଜକୁ ଗର୍ବିତ ଅନୁଭବ କରୁଛନ୍ତି। ଏହି ଫିଲ୍ମକୁ ନେଇ ବହୁତ ଉତ୍ସାହିତ। ସେ କହିଛନ୍ତି, ମୁଁ ପ୍ରାୟ ସବୁ ଖାନ୍‌ଙ୍କ ସହିତ କାମ କରିିଛି। ଏପରିକି ଶାହାରୁଖ, ଅମୀର, ସଲମାନ୍‌ ଏବଂ ସୈଫ ଅଲ୍ଲୀ ଖାନ୍‌ଙ୍କ ସହିତ। କିନ୍ତୁ ଇର୍‌ଫାନଙ୍କ ସହିତ କାମ କରିବା ମୋ ପାଇଁ ସମ୍ମାନ ଏବଂ ଗୌରବର କଥା।

ସେ ଆହୁରି ମଧ୍ୟ କହିଛନ୍ତି ଏହି ‘ଇଂରାଜୀ ମିଡିୟମ’ ଫିଲ୍ମରେ ତାଙ୍କର ଭୂୂମିକା ଛୋଟ ହୋଇଥିଲେ ମଧ୍ୟ ତାଙ୍କୁ କୌଣସି ଫରକ ପଡ଼ିବନି। କାରଣ ସେ ଇର୍‌ଫାନ୍‌ଙ୍କ ସହ କାମ କରିବା ପାଇଁ ଏକ୍ସାଇଟେଡ୍‌। ଖାଲି ଏତିକି ନୁହେଁ ସେ କହିଛନ୍ତି, ଇରଫାନ୍‌ଙ୍କ ସହ କାମ କରିବା ସମୟରେ କମ୍ଫର୍ଟ ଜୋନ୍‌ରୁ ବାହାରକୁ ବାହାରିବା ପାଇଁ ତାଙ୍କୁ ମୌକା ବି ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଯୁଦ୍ଧ ମଧ୍ୟରେ ବଡ଼ ନିଷ୍ପତ୍ତି ନେଲେ ଶାହରୁଖ ଖାନ୍‌: ସିନେ ଇଣ୍ଡଷ୍ଟ୍ରିରେ ପଡ଼ିଗଲା ଚହଳ

ମଧ୍ୟପ୍ରାଚରେ ଚାଲିଥିବା ଯୁଦ୍ଧ ସାରା ବିଶ୍ୱରେ ପ୍ରଭାବ ପକାଇଛି। କେବଳ ଘରୋଇ ବଜାରରେ ନୁହେଁ ବରଂ ସିନେ ଇଣ୍ଡଷ୍ଟ୍ରିରେ ମଧ୍ୟ ଏହାର ପ୍ରଭାବ ଦେଖିବାକୁ ମିଳିଛି। ବଲିଉଡ…

କପୁର ପରିବାରରେ ଖୁସିର ଲହରୀ, ଅଜା ହେଲେ ଅନିଲ କପୁର

ମୁମ୍ବାଇ: ଅଭିନେତ୍ରୀ ସୋନମ କପୁର ତାଙ୍କ ସ୍ବାମୀ ଆନନ୍ଦ ଆହୁଜାଙ୍କ ସହ ତାଙ୍କର ଦ୍ୱିତୀୟ ସନ୍ତାନ, ଏକ ଶିଶୁପୁତ୍ରକୁ ସ୍ବାଗତ କରିଛନ୍ତି। ଇନଷ୍ଟାଗ୍ରାମରେ ଏହି ଖୁସି ଖବର…

ଦୁଃଖ ବଖାଣିଲେ ବରୁଣ ଧାୱନ: ଝିଅ ଲାରାଙ୍କୁ ହୋଇଛି…

ଅଭିନେତା ବରୁଣ ଧାୱନ ଇଣ୍ଡଷ୍ଟ୍ରିର ସବୁଠାରୁ ନିର୍ଭରଯୋଗ୍ୟ ଅଭିନେତା ଭାବରେ ଉଭା ହୋଇଛନ୍ତି। ଆଜିକାଲି ସେ ତାଙ୍କର ବ୍ଲକବଷ୍ଟର ଓ୍ବାର୍‌ ଡ୍ରାମା ଫିଲ୍ମ ‘ବର୍ଡର ୨’ର ସଫଳତାରେ…

୧୪ ଦିନରେ ୪ କିଲୋ ଓଜନ ହ୍ରାସ, ହସ୍ପିଟାଲ୍‌ରେ ହ୍ରିତିକ୍‌ ରୋଶନଙ୍କ ଗର୍ଲଫ୍ରେଣ୍ଡ

ବଲିଉଡ ଅଭିନେତା ହ୍ରିତିକ ରୋଶନଙ୍କ ଗର୍ଲଫ୍ରେଣ୍ଡ ସବା ଆଜାଦ ଆଜିକାଲି କଷ୍ଟକର ପରିସ୍ଥିତି ଦେଇ ଗତି କରୁଛନ୍ତି। ସବା ସାଇକ୍ଲୋସ୍ପୋରା କାଏଟାନେନ୍ସିସ ନାମକ ଏକ ରୋଗର ଶିକାର…

ରାମ ନବମୀରେ ପ୍ରଶଂସକଙ୍କୁ ଚମତ୍କାର ଉପହାର ଦେଲେ ରାମ ଚରଣ

ସୁପରଷ୍ଟାର ରାମ ଚରଣ ପ୍ରଶଂସକଙ୍କୁ ଏକ ଚମତ୍କାର ଉପହାର ଦେଇଛନ୍ତି। ରାମ ନବମୀରେ ଫିଲ୍ମ ‘ପେଡ୍ଡି ପେହେଲୱାନ’ର ପ୍ରଥମ ଝଲକ ରିଲିଜ ହୋଇଛି। ଏହା ସୋସିଆଲ ମିଡିଆରେ…

ଦ୍ୱିତୀୟ ବିବାହ କଲେ ରାପର୍‌ Badshah, ଫଟୋ ସେୟାର କରି ଚମକାଇଲେ ଶାଶୁ

ମୁମ୍ୱାଇ: ପଞ୍ଜାବୀ ଗାୟକ ଏବଂ ରାପର୍‌ ବାଦଶାହଙ୍କ କିଏ ବା ଜାଣିନି? ସମଗ୍ର ଦେଶ ତାଙ୍କ ଗୀତରେ ଝୁମି ଉଠୁଛି। ତଥାପି, ତାଙ୍କ ବିଷୟରେ ଏକ ବଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri