ଶାହାରୁଖଙ୍କୁ ବଡ ଝଟ୍‌କା

ମୁମ୍ବାଇ,୯ ।୧୦: କ୍ରୁଜ ଶିପରେ ଡ୍ରଗ୍ସ ପାର୍ଟି କରିବା ଅଭିଯୋଗରେ ଆର୍ଯ୍ୟନ ଖାଁ ଗିରଫ ହୋଇଛନ୍ତି । ଏହାପରେ କିନ୍ତୁ ତାଙ୍କ ପିତାଙ୍କ ସମସ୍ୟା ବଢି ଯାଇଛି । ପିତା ଶାହାରୁଖଙ୍କୁ ଏଥର ବଡ ଝଟ୍‌କା ଲାଗିଛି । ଶାହାରୁଖ ଦେଶର ସବୁଠାରୁ ମୂଲ୍ୟବାନ ଶିକ୍ଷା-ପ୍ରାଦ୍ଦ୍ୟେଗିକି କମ୍ପାନୀ ବାୟଜୁସର ବ୍ରାଣ୍ଡ ଆମ୍ବାସଡର ଥିଲେ । ଏବେ ଆର୍ଯ୍ୟନ ଖାଁ ବିଚାର ବିଭାଗୀୟ ହାଜତକୁ ଯିବା ପରେ ବାୟଜୁସ ଶାହାରୁଖଙ୍କ ସମସ୍ତ ବିଜ୍ଞାପନ ଉପରେ ରୋକ ଲଗାଇ ଦେଇଛି । ଅଗ୍ରିମ ବୁକିଂ ପରେ ବି କମ୍ପାନୀ ଏଭଳି ପଦକ୍ଷେପ ନେଇଛି । ୨୦୧୭ରୁ ଶାହାରୁଖ ବାୟଜୁସର ବ୍ରାଣ୍ଡ ଆମ୍ବାସଡର ଥିବା ବେଳେ କମ୍ପାନୀ ତାଙ୍କୁ ବର୍ଷକୁ ପ୍ରାୟ ୩-୪ କୋଟି ଟଙ୍କା ଦେଇଥାଏ । ତେବେ ସୋସିଆଲ ମିଡିଆରେ ୟୁଜର୍ସ ଶାହାରୁଖଙ୍କ ଉପରେ ପ୍ରଶ୍ନ ଉଠାଇ ବାୟଜୁସକୁ ପଚାରିଥଇଲେ କି ଶାହାରୁଖ କ’ଣ ତାଙ୍କ ପୁଅକୁ ଏହି ଶିକ୍ଷା ଦେଇଥିଲେ । ଏମିତି ପ୍ରଶ୍ନବାଣର ଶିକାର ହେଉଥିବା ବାୟଜୁସ ଶେଷରେ ନିଜ ବିଜ୍ଞାପନରେ କିଙ୍ଗଖାନଙ୍କୁ ବାରଣ କରିଛି । ଏମିତି ହେଲେ ଶାହାରୁଖ କୋଟି କୋଟି ଟଙ୍କା ହରାଇବେ ବୋଲି କୁହାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ମଥୁରାନଗରୀରେ ଉପ ମୁଖ୍ୟମନ୍ତ୍ରୀ, କହିଲେ ‘ଧମକ୍‌କୁ ଡରେନି ଏହି ସରକାର…’

ମଥୁରାନଗରୀ,୨।୧(ପ୍ରେମାନନ୍ଦ ଖମାରୀ)- କିଛି ଲୋକ ଚାଷୀଙ୍କୁ ନେଇ ରାଜରାସ୍ତାକୁ ଓହ୍ଲାଇବାକୁ ଚେଷ୍ଟା କରୁଛନ୍ତି। ଚାଷୀମାନଙ୍କୁ ଭାରାକ୍ରାନ୍ତ କରିବାକୁ ପ୍ରୟାସ ଚଲାଇଛନ୍ତି। ମାତ୍ର ଏହି ସରକାର କୌଣସି...

ଡରିଗଲେ କି ଗୁଲୁଆ? ବଦଳିଲା ସ୍ବର, ବର୍ଷାଙ୍କ ସହ ରୋମାଣ୍ଟିକ୍‌ ଫଟୋ ଶେୟାର କରି କହିଲେ…

ଭୁବନେଶ୍ୱର,୨।୧: ଦିନ ଥିଲା ମୋତେ କେହି ଖରାପ କହିଲେ ତୁମେ ବାହାରୁଥିଲ। ତୁମକୁ କିଏ ଖରାପ କହିଲେ ମୁଁ ବାହାରୁଥିଲି। ହେଲେ ଆଜି ତୁମେ ମୋର...

ଇଲେକ୍ଟ୍ରୋନିକ୍ସ ହବ୍ ହେବ ଭାରତ: ଘରୋଇ ଉତ୍ପାଦନ ବୃଦ୍ଧି ପାଇଁ କେନ୍ଦ୍ର ସରକାରଙ୍କ ୪.୬ ବିଲିୟନ ଡଲାର ଅନୁଦାନ

ନୂଆଦିଲ୍ଲୀ,୨ା୧: ଭାରତ ସରକାର ଦେଶର ଇଲେକ୍ଟ୍ରୋନିକ୍ସ ଯୋଗାଣ ଶୃଙ୍ଖଳାକୁ ଅଧିକ ସୁଦୃଢ଼ କରିବା ପାଇଁ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ଶୁକ୍ରବାର ଆଇଟି (IT) ମନ୍ତ୍ରଣାଳୟ...

ମାର୍ଚ୍ଚ ମାସରୁ ଏଟିଏମରେ ମିଳିବନି ୫୦୦ ଟଙ୍କିଆ ନୋଟ୍‌? ସ୍ପଷ୍ଟ କଲେ ସରକାର

ନୂଆଦିଲ୍ଲୀ,୨।୧: ଆଜିକାଲି ସୋସିଆଲ ମିଡିଆରେ ୫୦୦ ଟଙ୍କିଆ ନୋଟ ଚର୍ଚ୍ଚାର ଏକ ମୁଖ୍ୟ ବିଷୟ ପାଲଟିଛି। ପୋଷ୍ଟଗୁଡ଼ିକରେ ଦାବି କରାଯାଉଛି ଯେ ମାର୍ଚ୍ଚ ୨୦୨୬ ରୁ...

ଗିଲେସ୍ପିଙ୍କ ବଡ଼ ବୟାନ: ପାକିସ୍ତାନ କ୍ରିକେଟ କୋଚ୍‌ ପଦବୀ ଛାଡ଼ିବାର କହିଲେ କାରଣ…

କରାଚୀ,୨ା୧: ଅଷ୍ଟ୍ରେଲିଆର ପୂର୍ବତନ କ୍ରିକେଟର ଜାସନ ଗିଲେପ୍ସିଙ୍କୁ କାହିଁକି ପାକିସ୍ତାନ କ୍ରିକେଟ ଦଳର କୋଚ୍‌ ପଦବୀ ଛାଡ଼ିବାକୁ ପଡ଼ିଥିଲା, ସେ ତାହାର କାରଣ ଦର୍ଶାଇଛନ୍ତି। ସୋସିଆଲ...

ବିଚ୍ଛିନ୍ନତାବାଦୀଙ୍କ ଶିବିର ଉପରେ ଏୟାରଷ୍ଟ୍ରାଇକ୍‌: ୭ ମୃତ ୨୦ରୁ ଊର୍ଦ୍ଧ୍ୱ ଆହତ

ଦୁବାଇ,୨ା୧: ପୂର୍ବ ୟେମେନ୍‌ରେ ଥିବା ବିଚ୍ଛିନ୍ନତାବାଦୀଙ୍କ କ୍ୟାମ୍ପ ଉପରେ ସାଉଦି ଆରବ ନେତୃତ୍ୱରେ ଶୁକ୍ରବାର ମିଳିତ ଏୟାରଷ୍ଟ୍ରାଇକ୍‌ କରାଯାଇଛି। ଏଥିରେ ୭ ଜଣଙ୍କ ମୃତ୍ୟୁ ଘଟିବା...

ନାବାଳିକା ନାତୁଣୀଙ୍କୁ ବଳାତ୍କାର କରି ମାରିଥିଲେ ଅଜାଙ୍କୁ: ଏବେ ଦୁଇଜଣ ଗଲେ ଜେଲ୍

ଦିଗପହଣ୍ଡି,୨|୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ  ସିନ୍ଧବା ଗ୍ରାମର ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ  ଗୁରୁବାର ସକାଳେ ଗାଁ ଦାଣ୍ଡରେ ବିଭତ୍ସ...

ବଡ଼ପଣ ଦେଖାଇଲେ ତହସିଲଦାର: ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କ ଦୁର୍ଘଟଣା ଜାଣି..

ଚନ୍ଦାହାଣ୍ଡି,୨।୧( ହିମାଂଶୁ ଦାସ): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ତହସିଲ କାର୍ଯ୍ୟାଳୟରେ କାର୍ଯ୍ୟରତ ଚତୁର୍ଥ ଶ୍ରେଣୀ କର୍ମଚାରୀ ଶତ୍ରୁଘ୍ନ ଦାସ ନିଜ ଗାଁ ମୋତିଗାଁରୁ ଚନ୍ଦାହାଣ୍ଡି ତହସିଲକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri