ଶାହାରୁଖ୍‌ଙ୍କଠାରୁ ଅଧିକ ରୋମାଣ୍ଟିକ ପୁଅ ଆର୍ୟନ୍‌

ଶାହାରୁଖଙ୍କ ପୁଅ ଆର୍ୟନଙ୍କ ଆଜି ଅର୍ଥାତ୍‌ ବୁଧବାର ୨୨ତମ ଜନ୍ମଦିବସ। ଆଜିର ଏହି ଖାସ୍‌ ଦିନରେ ତାଙ୍କ ବିଷୟରେ କିଛି କଥା ଜାଣିନେବା ଆସନ୍ତୁ। ଆର୍ୟନ୍‌ ବଲିଉଡ୍‌ରେ ବେଶ୍‌ ଲୋକପ୍ରିୟ ଷ୍ଟାର୍‌କିଡ୍‌। ବାପାଙ୍କ ପରି ସେ ମଧ୍ୟ ଖୁବ୍‌ ଖୁସି ମିଜାଜର। ଆର୍ୟନ ଦେଖିବାକୁ ଯେତିକି ସୁନ୍ଦର ସେତିକି ଷ୍ଟାଇଲିସ୍‌ ମଧ୍ୟ। ଆର୍ଯ୍ୟନଙ୍କ ଝିଅ ଫ୍ୟାନ୍‌ସଂଖ୍ୟା ଅଧିକ। କିଛିଦିନ ତଳେ ଅମିତାଭ ବଚ୍ଚନଙ୍କ ନାତୁଣୀ ନବ୍ୟା ନଭେଲିଙ୍କ ନାମକୁ ନେଇ ଚର୍ଚ୍ଚା ଧରିଥିଲା। କିନ୍ତୁ ଏହି ଚର୍ଚ୍ଚା ମିଛ ଥିଲା। ଆର୍ୟନ ବର୍ତ୍ତମାନ ନ୍ୟୁୟର୍କରେ।

ଏହା ପୂର୍ବରୁ ଲଣ୍ଡନରେ ପାଠ ପଢୁଥିବା ସମୟରେ ସେଠାରେ ଜଣେ ବ୍ଲଗରଙ୍କ ସହିତ ତାଙ୍କର ସମ୍ପର୍କ ଥିବା ଶୁଣିବାକୁ ମିଳିଥିଲା। ମାଆ ଗୌରୀଙ୍କୁ ସେ ଝିଅ ବହୁତ ପସନ୍ଦ ଆସିଥିଲା ବୋଲି ମଧ୍ୟ ଶୁଣିବାକୁ ମିଳିଥିଲା। ଆର୍ୟନଙ୍କ ଗ୍ରାଜୁଏସନ ପାର୍ଟି ସମୟରେ ଲଣ୍ଡନର ବେଷ୍ଟ ଗାର୍ଲ ସହିତ ନଜର ଆସିଥିଲେ।

ଏହି ଫଟୋରେ ସେହି ଝିଅ ସହିତ ବହୁତ କ୍ଲୋଜ ଜଣାପଡୁଥିଲେ। ପରେ ଏହି ଖବର ଚର୍ଚ୍ଚାକୁ ଆସିଥିଲା। ଆର୍ୟନଙ୍କ ନାଁ ସହିତ ଆଉ କିଛି ଝିଅଙ୍କ ନାଁ ମଧ୍ୟ ଚର୍ଚ୍ଚାକୁ ଆସିଛି। ସେ ଯାହା ବି ହେଉ ନା କାହିଁକି ବାପା ଶାହାରୁଖ୍‌ଙ୍କୁ ରୋମାଣ୍ଟିକରେ ପଛରେ ପକାଇଦେବେ ଆର୍ୟନ। ତାଙ୍କର ଫିଲ୍ମ କ୍ୟାରିୟର ବିଷୟରେ ଯଦି କହିବା ତେବେ ଫିଲ୍ମ ‘ଦ ଲାୟନ କିଙ୍ଗ୍‌’ ଜରିଆରେ ବଲିଉଡ୍‌ରେ ଡେବ୍ୟୁ କରିଥିଲେ। ଏଥିରେ ସେ ସିମ୍ବା ଭୂମିକାରେ ନଜର ଆସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri