ଶାହିଦ୍‌ଙ୍କ ‘କବିର ସିଂ’ର ରେକର୍ଡ: ପ୍ରଥମ ଦିନରେ ବ୍ୟବସାୟ ୨୦.୨୧ କୋଟି

ମୁମ୍ବାଇ: ବଲିଉଡ୍‌ ସୁପରଷ୍ଟାର ଶାହିଦ୍‌ କପୁର ଓ ଅଭିନେତ୍ରୀ କିଆରା ଆଡ୍‌ଭାନୀ ଅଭିନୀତ ‘କବିର ସିଂ’ ପରଦାରେ। ଶୁକ୍ରବାର ଫିଲ୍ମଟି ରିଲିଜ୍‌ ହୋଇଥିବା ବେଳେ ଦର୍ଶକଙ୍କ ଭଲପାଇବା ସାଉଁଟୁଛି। ଫଳରେ ଫିଲ୍ମଟି ପ୍ରଥମ ଦିନରେ ଭଲ ବ୍ୟବସାୟ କରି ରେକର୍ଡ କରିଛି। ୨୦.୨୧ କୋଟି ଟଙ୍କା ରୋଜଗାର କରି ଫିଲ୍ମଟି ଶାହିଦ୍‌ଙ୍କ ସବୁଠୁ ଭଲ ଓପନର ସାବ୍ୟସ୍ତ ହୋଇଛି। ଏହା ପୂର୍ବରୁ ଶାହିଦ୍‌ ଅଭିନୀତ ‘ପଦ୍ମାବତ୍‌’ ପ୍ରଥମ ଦିନରେ ୧୯ କୋଟି ବ୍ୟବସାୟ କରିଥିଲା।

ତେବେ ‘କବିର ସିଂ’ ୨୦୧୭ରେ ରିଲିଜ୍‌ ହୋଇଥିବା ‘ଅର୍ଜୁନ ରେଡ୍ଡୀ’ ଫିଲ୍ମର ହିନ୍ଦୀ ରିମେକ୍‌। ଫିଲ୍ମକୁ ଭାରତରେ ୩୧୨୩ ସ୍କ୍ରିନ୍‌ରେ ରିଲିଜ କରାଯାଇଛି। ଏହାର ନିର୍ଦ୍ଦେଶନା ଦେଇଛନ୍ତି ସନ୍ଦିପ ବଙ୍ଗା। ଆଗାମୀ ଦିନରେ ଫିଲ୍ମଟି ଭଲ ବ୍ୟବସାୟ କରିବ ବୋଲି ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଭାରତରେ ଦେହ ବ୍ୟବସାୟ ଆଇନଗତ ହେବା ଉଚିତ,’ ପୁନମ ପାଣ୍ଡେ କୁହନ୍ତି, ମୋର କାମୁକ ଭିଡିଓ ଗୁଡ଼ିକ ଦେଶ ତଥା ବିଶ୍ୱକୁ…

ମୁମ୍ବାଇ,୬।୯: ପ୍ରସିଦ୍ଧ ମଡେଲ ଏବଂ ଅଭିନେତ୍ରୀ ପୁନମ ପାଣ୍ଡେ ତାଙ୍କ ଡ୍ରେସିଂ ସେନ୍ସ ଏବଂ ବୟାନ ପାଇଁ ପ୍ରାୟତଃ ଶିରୋନାମାରେ ରହିଥାନ୍ତି। ସମ୍ପ୍ରତି, ବେଶ୍ୟାବୃତ୍ତି ବା ଦେହ…

ସୁନିତା-କୋମଲ ବିବାଦ ଉପରେ ନୀରବତା ଭାଙ୍ଗିଛନ୍ତି ଗୋବିନ୍ଦା, ଇସାରାରେ କହିଲେ ଖୁବ ବଡ଼ କଥା

ମୁମ୍ବାଇ,୬।୯: ପତ୍ନୀ ସୁନିତା ଆହୁଜାଙ୍କ ସହ ସମ୍ପର୍କରେ ମତଭେଦ ଏବଂ ଅଭିନେତ୍ରୀ କୋମଲ ରାଣୀଙ୍କ ସହ ତଥା କଥିତ ସମ୍ପର୍କର ଗୁଜବ ସମ୍ପର୍କରେ ଖବର ଆସିବା ପରେ…

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି।…

କାହିଁକି ସ୍ବୟଂବର କରିଥିଲେ ରାଖୀ ସାୱନ୍ତ? ଖୋଲିଦେଲେ ଅସଲ କାରଣ, କହିଲେ-ବିବାହ ପାଇଁ ନୁହେଁ ବରଂ…

ମୁମ୍ବାଇ: ବଲିଉଡର ‘ଡ୍ରାମା କ୍ୱିନ’ ଭାବେ ପରିଚିତ ରାଖୀ ସାୱନ୍ତ ପୁଣିଥରେ ଚର୍ଚ୍ଚାରେ। ୨୦୦୯ରେ ତାଙ୍କ ସ୍ବୟଂବର ରିଆଲିଟି ଶୋ’ ଟେଲିଭିଜନରେ ଖୁବ ଚର୍ଚ୍ଚିତ ହୋଇଥିଲା। ସେତେବେଳେ…

ତୁମ ପରି କେହି ନାହିଁ…ଇମୋଶନାଲ ହେଲେ ଅକ୍ଷୟ କୁମାର

ପ୍ରବୀଣ ହାସ୍ୟ ଅଭିନେତା ଏବଂ ଅଭିନେତା ଅସରାନି ଆଉ ନାହାନ୍ତି ସେ ତାଙ୍କ ଚଳଚ୍ଚିତ୍ର ଏବଂ ଚମତ୍କାର ଅଭିନୟ ମାଧ୍ୟମରେ ସର୍ବଦା ଦର୍ଶକଙ୍କ ହୃଦୟରେ ଜୀବିତ ରହିବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri