ଶିଆଳ କାମୁଡାରେ ଦୁଇ ଆହତ

ହାଟଡିହି, ୧୫।୧୦:ହାଟଡିହି ବ୍ଲକ ସରଳ ଗାଁ’ରେ ଶିଆଳ କାମୁଡାରେ ୩ ବର୍ଷର ଶିଶୁ ଆହତ ହୋଇ ଆନନ୍ଦପୁର ମେଡକାଲରେ ଚିକିତ୍ସାଧୀନ ଅଛନ୍ତି। ବିନୋଦ ଜେନାଙ୍କ ୩ ବର୍ଷର ପୁଅ ଓମପ୍ରକାଶ ଘର ବାରିପଟେ ଖେଳୁଥିବାବେଳେ ଶିଆଳଟି ଅତର୍କିତ ଭାବେ ଆକ୍ରମଣ କରିଥିଲା। ସେହିପରି ଅନ୍ୟ ଏକ ଘଟଣାରେ ରମ୍ପାସ ଗାଁର ସାବିତ୍ରୀ ନାୟକ ରାତି ଗେଟ୍‌ ବନ୍ଦ କରିବା ସମୟରେ ଶିଆଳଟି ଆକ୍ରମଣ କରିଥିଲା। ମହିଳା ଜଣଙ୍କ ମଧ୍ୟ ଆନନ୍ଦପୁର ମେଡିକାଲରେ ଚିକିତ୍ସାଧୀନ ଅଛନ୍ତି। ତେବେ ମାସେ ତଳେ ଶିଆଳ କାମୁଡାରେ ହାଟଡିହି ବ୍ଲକ ର ଅନ୍ୟ କିଛି ଲୋକ ଆହତ ହୋଇଥିବାବେଳେ ଜଙ୍ଗଲ ବିଭାଗ ଏଥିପ୍ରତି ଧ୍ୟାନ ଦେବାକୁ ସାଧାରଣରେ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡିଲା ଟିଣ ଛପର, ଘର ଉପରେ ପଡ଼ିଲା ଗଛ

ମୋହନା,୧୨।୬: ଗଜପତି ଜିଲା ମୋହନା ଅଞ୍ଚଳରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି । ଏହାର ପ୍ରଭାବରେ ଗୋବିନ୍ଦପୁର ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ହୋଇଛି । ଗୋବିନ୍ଦପୁର ଓ…

ବିନା ଲାଇସେନ୍ସରେ ୯୦୦ରୁ ଅଧିକ ବିମାନ ଉଡ଼ାଣ କରିଛନ୍ତି ଏହି ପାଇଲଟ୍‌, ପୂରା ଘଟଣା ଜାଣିଲେ…

ଅଟାଓ୍ବା,୧୨ା୬: କାନାଡାର ପ୍ରମୁଖ ବିମାନ କମ୍ପାନୀ ଏୟାର କାନାଡା ସହିତ ଜଡ଼ିତ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ପୂର୍ବତନ ବିମାନ ପାଇଲଟ୍‌ ଜେଫ୍ରି ଓ୍ବାଲ ପ୍ରାୟ…

ଜିଲାରେ ବୁଲିଲା ଶିଶୁ ଶ୍ରମିକ ନିରାକରଣ ସଚେତନତା ରଥ: ପତାକା ଦେଖାଇ ଶୁଭାରମ୍ଭ କଲେ ଅତିରିକ୍ତ ଜିଲାପାଳ

ଛତ୍ରପୁର, ୧୨।୬ (ଦିଲ୍ଲୀପ ସାମଲ) : ଜିଲା ଶ୍ରମ ବିଭାଗ ପକ୍ଷରୁ ଶିଶୁ ଶ୍ରମିକ ନିରାକରଣ ନେଇ ଏକ ସଚେତନତା ରଥର ଶୁଭାରମ୍ଭ ହୋଇଯାଇଛି । ଏନେଇ…

ଏଲ ନିନୋର ପ୍ରଭାବରେ କମ୍‌ ବର୍ଷା! ଚିନ୍ତାରେ ପଡିଲେ ଚାଷୀ, ସମସ୍ୟାର ସମାଧାନ ପାଇଁ…

ଛତ୍ରପୁର, ୧୨।୬ (ଦିଲୀପ ସାମଲ): ଗଞ୍ଜାମ ଜିଲାର ଚାଷୀମାନଙ୍କ ମୁଖ୍ୟ ସମସ୍ୟାର ସମାଧାନ ନିମନ୍ତେ ଋଷିକୁଲ୍ୟା ରୟତ ମହାସଭାର ଆହ୍‌ବାନକ୍ରମେ ଏକ ସଭା ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ…

ପୁଣି ବଢ଼ିଲା ସୁନା ଦର:୨୨ କ୍ୟାରେଟ ସୁନା ଦର ଏବେ…

ଭୁବନେଶ୍ୱର,୧୨।୬: ଲଗାତାର ୨ ଦିନ ହ୍ରାସ ପାଇବା ପରେ ପୁଣି ବଢ଼ିଛି ସୁନା ଦର। ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପିଛା ୨ ହଜାର…

ଓଡ଼ିଶା ପାଇଁ ଗୌରବ ଆଣିଲେ ସୁଦର୍ଶନ ପଟ୍ଟନାୟକ: ପ୍ରଥମ ଭାରତୀୟ ଭାବେ ଜିତିଲେ…

ଭୁବନେଶ୍ୱର,୧୨।୬: ପ୍ରସିଦ୍ଧ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ଇତିହାସ ରଚିଛନ୍ତି। ସେ ରୁଷିଆନ ଗ୍ରାଣ୍ଡ ସ୍ୟାଣ୍ଡ ମାଷ୍ଟର କପ-୨୦୨୬ ବିଜେତା ହୋଇଛନ୍ତି। ପ୍ରଥମ ଭାରତୀୟ ବାଲୁକା…

ଏନଏସ୍‌ଏସ୍‌ ରାଜ୍ୟସ୍ତରୀୟ ପୁରସ୍କାର ପାଇଁ ମନୋନୀତ ହେଲେ ଅଭିଶେଖ, ବିଭିନ୍ନ ମହଲରୁ ଛୁଟୁଛି ଶୁଭେଚ୍ଛାର ସୁଅ

ଭବାନୀପାଟଣା,୧୨।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟର ଏନଏସଏସ ଛାତ୍ର ଅଭିଶେଖ ମହାପାତ୍ର ଶ୍ରେଷ୍ଠ ସ୍ବେଚ୍ଛାସେବୀ ଭାବେ ରାଜ୍ୟସ୍ତରୀୟ ପୁରସ୍କାର ପାଇଁ…

ପୁଣି ମହାପ୍ରଭଙ୍କୁ ଅସମ୍ମାନ, ଶାଢ଼ିରେ ଜଗନ୍ନାଥଙ୍କ ଚିତ୍ର ଦେଖି ତେଜିଲା ଅସନ୍ତୋଷ

ଭୁବନେଶ୍ୱର,୧୨ା୬: ପୁଣି ମହାପ୍ରଭୁ ଜଗନ୍ନାଥଙ୍କୁ ଅସମ୍ମାନ କରାଯାଇଛି। ଶାଢ଼ିରେ ମହାପ୍ରଭୁଙ୍କ ଚିତ୍ର ଥିବା ସୋସିଆଲ ମିଡିଆରେ ବିଜ୍ଞାପନ ଭାଇରାଲ ହେଉଛି। ଶାଢ଼ି କାନିରେ ତିନି ରଥ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri