ଶିକାରୀ ଗିରଫ, ଦେଶୀ ବନ୍ଧୁକ ଜବତ

ଛେଣ୍ଡିପଦା,୪।୬(ସ୍ବ.ପ୍ର)-ଅନୁଗୋଳ ବନଖଣ୍ଡ ଛେଣ୍ଡିପଦା ବନାଞ୍ଚଳର ପ୍ରସ୍ତାବିତ ସଂରକ୍ଷିତ ଜଙ୍ଗଲରୁ ମଙ୍ଗଳବାର ବନବିଭାଗ ଜଣେ ଶିକାରୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ ପାତ୍ରପଡା ଗ୍ରାମର ହାଡିବନ୍ଧୁ ମୁଖି। ଏଥିସହ ତାଙ୍କ ନିକଟରୁ ଏକ ବନ୍ଧୁକ ଜବତ କରାଯାଇଛି।

ବନବିଭାଗ କହିଛି, ପାତ୍ରପଡାର ପ୍ରସ୍ତାବିତ ସଂରକ୍ଷିତ ଜଙ୍ଗଲରେ ବନବିଭାଗ ପକ୍ଷରୁ ପେଟ୍ରୋଲିଂ ଚାଲିଥିଲା। ସେହିସମୟରେ ହାଡିବନ୍ଧୁ ବନ୍ଧୁକ ଧରି ଶିକାର ପାଇଁ ଯାଉଥିବାବେଳେ ବନବିଭାଗର କର୍ମଚାରୀମାନେ ଚଢାଉ କରି ମାଦେଳିଆ ନାଳ ନିକଟରୁ ତାଙ୍କୁ ଗିରଫ କରିଥିଲେ। ଏହି ଚଢାଉରେ ଛେଣ୍ଡିପଦା ଫରେଷ୍ଟର କଳାକର ପ୍ରଧାନ, ଫରେଷ୍ଟ ଗାର୍‌ ଦୀପକ ମହାନ୍ତିଙ୍କ ସମେତ ଅନ୍ୟ କର୍ମଚାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲଭ୍, ସେକ୍ସ ଓ ଧୋକା: ବନ୍ଧା ହେଲେ ଡାକ୍ତର

ଭୁବନେଶ୍ୱର, ୨୨।୬: ପ୍ରେମ ସମ୍ପର୍କର ଆଳରେ ଜଣେ ମହିଳାଙ୍କ ସହ ଶାରୀରିକ ସମ୍ପର୍କ ରଖିବା ସହ ପ୍ରାୟ ୩୦ ଲକ୍ଷ ଟଙ୍କା ମୂଲ୍ୟର ସୁନା ଗହଣା ଠକି…

ପିଲାଚୋର ସନ୍ଦେହରେ ବାହାର ରାଜ୍ୟର ଯୁବକଙ୍କୁ ନିର୍ଧୂମ ମାଡ଼, ଭିଡିଓ ଭାଇରାଲ ପରେ…

ସମ୍ବଲପୁର,୨୨ା୬(ପ୍ରମୋଦ ବହିଦାର): ସମ୍ବଲପୁର ସହରର କ୍ଷେତରାଜପୁର ଥାନା ଅନ୍ତର୍ଗତ ଧୋବାପଡ଼ା ଅଞ୍ଚଳରେ ରବିବାର ସକାଳେ ଜଣେ ବାହାର ରାଜ୍ୟର ଯୁବକଙ୍କୁ ପିଲା ଚୋର ଭାବି କିଛି ସ୍ଥାନୀୟ…

ଜୁଆଖେଳ ଚଢ଼ାଉବେଳେ ପୋଲିସକୁ ହତ୍ୟା ଉଦ୍ୟମ: ଫେରାର ଥିବା ୨ ଅଭିଯୁକ୍ତ ୫ ମାସ ପରେ ଗଲେ ଜେଲ୍‌

ଦିଗପହଣ୍ଡି,୨୧ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ରବିବାର କେ.ନୂଆଗାଁ ଥାନା ଦେଓଖାଳି ଗ୍ରାମର କୁନା ପ୍ରଧାନ ଏବଂ ରଜତ ପ୍ରଧାନଙ୍କୁ ଗିରଫ କରି ରବିବାର…

ଉଗ୍ରରୂପ ଧାରଣ କଲା ପାରିବାରିକ ବିବାଦ: ଖୁଡ଼ୀକୁ ମାରିଦେଲେ ପୁତୁରା, ପୁତୁରାବୋହୂ

ଜଗନ୍ନାଥପ୍ରସାଦ,୨୧ା୬(ବିଭୁପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଏକଘରିଆ ପଲ୍ଲୀ ଜରିପଙ୍କାଳ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜମିବାଡ଼ି ବିବାଦକୁ କେନ୍ଦ୍ର କରି…

ନିଶାଖୋର ପୁଅ ପାଇଁ ଆତ୍ମହତ୍ୟା କରିଦେଲେ ମା’-ବାପା! ଘର ଭିତରୁ ପୋଲିସ…

ପୁରୀ,୨୧ା୬(ଅଜିତ କୁମାର ମହାନ୍ତି): ପୁରୀ ତାଳବଣିଆ ଥାନା ଅନ୍ତର୍ଗତ ସେନାପତି ବଗିଚା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ରବିବାର ଦେଖିବାକୁ ମିଳିଛି। ଘର ଭିତରୁ ପୋଲିସ ଦମ୍ପତିଙ୍କ…

୪୯ ପ୍ଲଟ, କୋଟି କୋଟି ଟଙ୍କାର ସମ୍ପତ୍ତି ଠାବ: ଗିରଫ ହେଲେ ଯନ୍ତ୍ରୀ ସତ୍ୟନାରାୟଣ ସେଠୀ

କୋରାପୁଟ, ୨୦।୬ (ଅମିତାଭ ବେହେରା): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କୋରାପୁଟ ଜିଲ୍ଲା କୋଟପାଡ଼ ବ୍ଲକର ସହକାରୀ ନିର୍ବାହୀ ଯନ୍ତ୍ରୀ ସତ୍ୟନାରାୟଣ ସେଠୀଙ୍କୁ ଓଡ଼ିଶା ଭିଜିଲାନ୍ସ…

କବାଟ ଭାଙ୍ଗି ଲକ୍ଷାଧିକ ଟଙ୍କାର ସୁନାଗହଣା ସହ ନଗଦ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ଜଗନ୍ନାଥପ୍ରସାଦ,୨୦ା୬(ବିଭୁ ପ୍ରସାଦ ପଟ୍ଟନାୟକ): ଜଗନ୍ନାଥପ୍ରସାଦ ପୁଣି କାୟା ମେଲାଇଲେଣି ଚୋର ନିଦ ହଜାଇଲାଣି ଚୋରି ଖବର ବଡ଼ଦାଣ୍ଡ ସାହିରୁ କବାଟ ଭାଙ୍ଗି ଲକ୍ଷାଧିକ ଟଙ୍କାର ସୁନାଗହଣା ଓ…

କୋଟପାଡ଼ ଯନ୍ତ୍ରୀଙ୍କ ପୈତୃକ ଘର ଡେରାବିଶରେ ଚାଲିଛି ଚଢ଼ାଉ

ଡେରାବିଶ,୧୯ା୬(ବେବର୍ତ୍ତା ଅଜୟ ଦାସ): ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗର କୋରାପୁଟ ଜିଲା କୋଟପାଡ଼ ବ୍ଲକର ସହକାରୀ ନିର୍ବାହୀ ଯନ୍ତ୍ରୀ ସତ୍ୟନାରାୟଣ ସେଠୀ ଶୁକ୍ରବାର ଭିଜିଲାନ୍ସ ଜାଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri