ଶିକ୍ଷକ ଦାବିରେ ସ୍କୁଲରେ ତାଲା ପକାଇଲେ ଛାତ୍ରୀଛାତ୍ର ,ଅବିଭାବକ: ପ୍ରତିଶ୍ରୁତି ପରେ ହଟିଲା ଆନ୍ଦୋଳନ

ଭବାନୀପାଟଣା,୧୮।୯(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ ଅନ୍ତର୍ଗତ ଧନଶୁଲି ପଞ୍ଚାୟତ ଶାସ୍ତୁଗୁଡ଼ା ଉନ୍ନିତ ଉଚ୍ଚ ବିଦ୍ୟାଳୟରେ ଖାଲିଥିବା ଶିକ୍ଷକ ପଦବୀ ପୂରଣ ଦାବିରେ ମଙ୍ଗଳବାର ଛାତ୍ରଛାତ୍ରୀ ଏବଂ ଅଭିଭାବକ ବିଦ୍ୟାଳୟରେ ତାଲା ପକାଇ ଧାରଣା ଦେଇଥିଲେ।
ଖବରପାଇ ବିଭାଗୀୟ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ପଦବୀ ପୂରଣ ଦିଗରେ ପଦକ୍ଷେପ ନିଆଯିବ ବୋଲି ପ୍ରତଶ୍ରୁତି ଦେବା ପରେ ଆନ୍ଦୋଳନ ପ୍ରତ୍ୟାହୃତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ହସ୍ପିଟାଲରେ ରୋଗୀଙ୍କୁ ଲାତ ମୁଥ ମାରିଲେ ଡାକ୍ତର, ଭିଡିଓ ଭାଇରାଲ ପରେ ମୁଖ୍ୟମନ୍ତ୍ରୀ…..

ନୂଆଦିଲ୍ଲୀ,୨୩।୧୨: ହିମାଚଳ ପ୍ରଦେଶର ସବୁଠାରୁ ବଡ଼ ଡାକ୍ତରଖାନାରେ ଜଣେ ରୋଗୀ ଏବଂ ଜଣେ ଡାକ୍ତରଙ୍କ ମଧ୍ୟରେ ପ୍ରବଳ ଝଗଡ଼ା ହୋଇଥିଲା। ସିମଲାର ଇନ୍ଦିରା ଗାନ୍ଧୀ ମେଡିକାଲ...

ସାମ୍ନାକୁ ଆସିଲା ଆଶ୍ଚର୍ଯ୍ୟଜନକ ସତ, ବାଂଲାଦେଶରେ ଦୀପୁଙ୍କ ବନ୍ଧୁମାନେ ବିଶ୍ୱାସଘାତକତା କରି…

ବାଂଲାଦେଶର ମୈମନସିଂ ଜିଲାର ଏକ କପଡ଼ା କାରଖାନାରେ କାମ କରୁଥିବା ୨୭ ବର୍ଷୀୟ ହିନ୍ଦୁ ଯୁବକ ଦୀପୁ ଚନ୍ଦ୍ର ଦାସଙ୍କୁ ଗୁରୁବାର (ଡିସେମ୍ବର ୧୬) ଦିନ...

ପାକିସ୍ତାନଠାରୁ ହାରିବା ପରେ ଜବାବ ମାଗିଲା BCCI

ନୂଆଦିଲ୍ଲୀ,୨୩।୧୨: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ପାକିସ୍ତାନଠାରୁ ଭାରତର ୧୯ ବର୍ଷରୁ କମ ଫାଇନାଲ ପରାଜୟରେ ଅସନ୍ତୁଷ୍ଟ ଥିବା ଜଣାପଡ଼ିଛି। ଟୁର୍ଣ୍ଣାମେଣ୍ଟରେ ଉପବିଜେତା ପାଇଁ...

ପ୍ରବଳ କୁହୁଡି ଯୋଗୁ ଦେଖାଗଲାନି ରାସ୍ତା: ଗଛରେ ପିଟିହେଲା ପରିବା ବୋଝେଇ ମିନିଟ୍ରକ, ଘଟଣାସ୍ଥଳରେ…

ଦାରିଙ୍ଗବାଡି, ୨୩।୧୨ (ଅରୁଣ ସାହୁ): ଏକ ପନିପରିବା ବୋଝେଇ ମିନିଟ୍ରକ ଦୁର୍ଘଟଣା ଘଟି ଚାଳକଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ ହେଲପର ଆହତ ହୋଇଛନ୍ତି। ପ୍ରକାଶଯେ,...

ଠକ ସଂସ୍ଥାର ୩ ଅଧିକାରୀ ଅଟକ: ଚାକିରି, ଋଣ କରାଇଦେବେ କହି ନେଉଥିଲେ ଟଙ୍କା

ପାରଳାଖେମୁଣ୍ଡି,୨୩ା୧୨(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର ବେକାର ଯୁବତୀ ଯୁବକଙ୍କୁ ବିଭିନ୍ନ ଚାକିରି ଆଉ ସେମାନଙ୍କ ପାଇଁ ଋଣ କରାଇଦେବା ଏବଂ ଘରେ ବସି ଡିଜିଟାଲରେ ଟଙ୍କା...

ଶୀତଦିନେ ମୁହଁ ଘୋଡ଼ାଇ ଶୋଉଥିଲେ ସାବଧାନ! ଏହି ବ୍ୟକ୍ତିଙ୍କ ପାଇଁ ହୋଇପାରେ….

ନୂଆଦିଲ୍ଲୀ,୨୩।୧୨: ପ୍ରାୟତଃ, ଶୀତ ମାସରେ, ଆମେ ଶୋଇବା ସମୟରେ ଆମର ସମ୍ପୂର୍ଣ୍ଣ ମୁହଁକୁ କମ୍ବଳରେ ଘୋଡ଼ାଇ ରଖିଥାଉ କାରଣ ଏହା ଆମକୁ ଆରାମଦାୟକ ଏବଂ ଗରମ...

ଟାର୍ଗେଟରେ କ୍ରିକେଟରଙ୍କ ପରିବାର, ପତ୍ନୀ ପିଲାଙ୍କୁ ମିଳିଲା ହତ୍ୟା ଧମକ

ସିଡ଼ନୀ,୨୩।୧୨: ଡିସେମ୍ବର ୧୪ରେ ଅଷ୍ଟ୍ରେଲିଆର ସିଡନୀର ବଣ୍ଡି ବିଚରେ ଘଟିଥିବା ଭୟଙ୍କର ଗଣ ଗୁଳିକାଣ୍ଡ ସମଗ୍ର ଦେଶକୁ ଚକିତ କରିଦେଇଥିଲା। ପ୍ରାୟ ୩୦ ବର୍ଷ ମଧ୍ୟରେ...

ପ୍ରଥମ ପତ୍ନୀଙ୍କ ପରଲୋକର ୭ ବର୍ଷ ପରେ ବିବାହ କଲେ ଏହି କ୍ରିକେଟର, ଦ୍ୱିତୀୟ ପତ୍ନୀଙ୍କ ବୟସ ଜାଣିଲେ…

ଲଣ୍ଡନ,୨୩।୧୨: ଫୁସଫୁସ କର୍କଟ ରୋଗରେ ପ୍ରଥମ ପତ୍ନୀଙ୍କ ମୃତ୍ୟୁର ପ୍ରାୟ ସାତ ବର୍ଷ ପରେ, ପୂର୍ବତନ ଇଂଲଣ୍ଡ ଅଧିନାୟକ ଆଣ୍ଡ୍ରୁ ଷ୍ଟ୍ରସ ପୁନଃବିବାହ କରିଛନ୍ତି। ଷ୍ଟ୍ରସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri