ଭବାନୀପାଟଣା,୧୮।୯(ଡି.ଏନ୍.ଏ.): କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ ଅନ୍ତର୍ଗତ ଧନଶୁଲି ପଞ୍ଚାୟତ ଶାସ୍ତୁଗୁଡ଼ା ଉନ୍ନିତ ଉଚ୍ଚ ବିଦ୍ୟାଳୟରେ ଖାଲିଥିବା ଶିକ୍ଷକ ପଦବୀ ପୂରଣ ଦାବିରେ ମଙ୍ଗଳବାର ଛାତ୍ରଛାତ୍ରୀ ଏବଂ ଅଭିଭାବକ ବିଦ୍ୟାଳୟରେ ତାଲା ପକାଇ ଧାରଣା ଦେଇଥିଲେ।
ଖବରପାଇ ବିଭାଗୀୟ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ପଦବୀ ପୂରଣ ଦିଗରେ ପଦକ୍ଷେପ ନିଆଯିବ ବୋଲି ପ୍ରତଶ୍ରୁତି ଦେବା ପରେ ଆନ୍ଦୋଳନ ପ୍ରତ୍ୟାହୃତ ହୋଇଥିଲା।
ଶିକ୍ଷକ ଦାବିରେ ସ୍କୁଲରେ ତାଲା ପକାଇଲେ ଛାତ୍ରୀଛାତ୍ର ,ଅବିଭାବକ: ପ୍ରତିଶ୍ରୁତି ପରେ ହଟିଲା ଆନ୍ଦୋଳନ
Posted inHome, ଆମ ଜିଲା ଖବର, କଳାହାଣ୍ଡି View All
ହାର୍ଦ୍ଦିକ ପାଣ୍ଡ୍ୟା ପୁଣି ଆହତ; ଆଫଗାନିସ୍ତାନ ଟି-୨୦ ସିରିଜ ପାଇଁ ଫେରିବେ ନାହିଁ!
ନୂଆଦିଲ୍ଲୀ,୧।୯: ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଅନ୍ତର୍ଜାତୀୟ କ୍ରିକେଟକୁ ଫେରିବା ପରେ ଆଉ ଏକ ଝଟକା ଲାଗିଛି। ସେପ୍ଟେମ୍ବର ୧୩ରୁ ଆରମ୍ଭ ହେଉଥିବା ଆଫଗାନିସ୍ତାନ ବିପକ୍ଷ ଟି-୨୦ ସିରିଜରେ ସେ…
ନେପାଳ ବନ୍ୟାର ଛାତିଥରା ଦୃଶ୍ୟ; ଗୋଟିଏ ଘରୁ ମିଳିଲା ୨୩ ମୃତଦେହ, ମା’ କୋଳକୁ ଜାବୁଡ଼ି ଧରିଥିଲା ଛୁଆ
କାଠମାଣ୍ଡୁ,୧।୯: ନେପାଳରେ ଭୟଙ୍କର ବନ୍ୟା ଓ ଭୂସ୍ଖଳନ ପରେ ଧ୍ୱଂସର ଚିତ୍ର ଦିନକୁ ଦିନ ସାମ୍ନାକୁ ଆସୁଛି । ବନ୍ୟାରେ ଏପର୍ଯ୍ୟନ୍ତ ୯୬୨ ଜଣଙ୍କ ମୃତ୍ୟୁ ହୋଇଥିବା…
ଗାଁରେ ପହଞ୍ଚିଲାନି ଆମ୍ବୁଲାନ୍ସ: ପୁଅକୁ କାନ୍ଧରେ ବୋହିଲେ ମା’, ପରେ ଖଟିଆରେ….
ପାଟଣା, ୧।୯ (ବୀର କିଶୋର ଦାଶ): ଲଗାଣ ବର୍ଷାରେ ନାଳ ଉପରେ ଥିବା ପୋଲ ଧୋଇଯିବାରୁ ଗାଁ ଭିତରକୁ ଯାଇପାରିଲା ନାହିଁ ଆମ୍ବୁଲାନ୍ସ। ଶେଷରେ ଗୁରୁତର ଅବସ୍ଥାରେ…
ବିବାହର ମାତ୍ର ୫ ମାସ ପରେ ଛାଡ଼ପତ୍ର ନେଲେ ବାଦ୍ଶାହା: ପୋଷ୍ଟ ଶେୟାର କରି କହିଲେ…
ରାପର୍ ବାଦଶାହା ଏବଂ ପଞ୍ଜାବୀ ଅଭିନେତ୍ରୀ ଈଶା ରିଖିଙ୍କ ମଧ୍ୟରେ ଛାଡ଼ପତ୍ର ହୋଇଛି। ବିବାହର ମାତ୍ର ପାଞ୍ଚ ମାସ ପରେ ଉଭୟ ଅଲଗା ହେବାକୁ ନିଷ୍ପତ୍ତି ନେଇଛନ୍ତି।…
ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖ ପାଲଟିଛି ବସଷ୍ଟାଣ୍ଡ୍: ବସ୍ ହର୍ନରେ ଅସ୍ତବ୍ୟସ୍ତ ରୋଗୀ
ଦାରିଙ୍ଗବାଡି,୧।୯(ଅରୁଣ ସାହୁ):କନ୍ଧମାଳ ଜିଲାର ବୃହତ ବ୍ଲକ ଭାବେ ଜଣାଶୁଣା ଦାରିଙ୍ଗବାଡିରେ ଏବେ ଜନସଂଖ୍ୟା ବୃଦ୍ଧିକୁ ଦୃଷ୍ଟିରେ ରଖି ଯାତ୍ରୀବାହୀ ବସର ସଂଖ୍ୟା ମଧ୍ୟ ବୃଦ୍ଧି ପାଇଛି। ତେବେ…
ଚାଇନା ଗଣମାଧ୍ୟମରେ ଦୃଶ୍ୟ ହେଉନି ନେପାଳ ବନ୍ୟା! ଜିନ ପିଙ୍ଗଙ୍କ ଏକଛତ୍ରବାଦୀ ଶାସନକୁ ନେଇ ହେଉଛି ଆଲୋଚନା, କ’ଣ ରହିଛି ଏହା ପଛର କାରଣ ଜାଣନ୍ତୁ
ବେଜିଂ,୧।୯: ୨୬ ଅଗଷ୍ଟ, ୨୦୨୬ରେ ନେପାଳ-ତିବ୍ଦତ ସୀମାରେ ଘଟିଥିବା ଭୟଙ୍କର ବନ୍ୟା ଏବଂ ମାଟି ଧସିବା କେବଳ ବ୍ୟାପକ କ୍ଷୟକ୍ଷତି ଘଟାଇ ନଥିଲା ବରଂ ଚାଇନାର ସୂଚନା…
ମୟୂରଭଞ୍ଜରେ ପ୍ରବଳ ବର୍ଷା, ସ୍କୁଲ ଛୁଟି ଘୋଷଣା କଲେ ଜିଲାପାଳ
ବାରିପଦା,୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ଓ ସମ୍ଭାବ୍ୟ ବନ୍ୟା ସ୍ଥିତି ସୃଷ୍ଟି ହୋଇଛି । ଜିଲାର ବଡ଼ସାହି, ବେତନଟୀ, ବିଶୋଇ…
ଜିଲା ମୁଖ୍ୟାଳୟ ଚାଲ ଅଭିଯାନ: ସାମିଲ ହେଲେ ଶତାଧିକ ଡ୍ରାଇଭର
ଦାରିଙ୍ଗବାଡି, ୧।୯ (ଅରୁଣ ସାହୁ):ଓଡିଶା ଡ୍ରାଇଭର ମହାସଂଘ ପକ୍ଷରୁ ମଙ୍ଗଳବାର ଫୁଲବାଣୀ ଠାରେ ରାଷ୍ଟ୍ରୀୟ ଡ୍ରାଇଭର ଦିବସ ପାଳନ ପାଇଁ ଶତାଧିକ ଡ୍ରାଇଭର ଦାରିଙ୍ଗବାଡିରୁ ଫୁଲବାଣୀକୁ ଗସ୍ତ…
Archives

