ଭବାନୀପାଟଣା,୨୫।୧୦(ଡି.ଏନ୍.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ସାନପୋଡ଼ାଗୋଡ଼ା ସର୍କଲର ଥୁଟିବର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ନିଯୁକ୍ତି ଦାବିରେ ଗ୍ରାମବାସୀ ଡିଇଓଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି।
ସ୍କୁଲରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରୀଛାତ୍ର ରହିଛନ୍ତି। ତେବେ ୨ଜଣ ଶିକ୍ଷକ ବହୁବର୍ଷ ହେବ ସେମାନଙ୍କୁ ଶିକ୍ଷାଦାନ କରିଆସୁଥିଲେ। ଅଧିକ ଶିକ୍ଷକ ନିଯୁକ୍ତି ନେଇ ଗ୍ରାମବାସୀ ବାରମ୍ବାର ଲିଖିତ ଅଭିଯୋଗ କରିବା ପରେ ପୁନଃ ୩ ଜଣ ଶିକ୍ଷକ ନିଯୁକ୍ତି ହୋଇଥିଲେ। ୫ ଶିକ୍ଷକ ଶିକ୍ଷାଦାନ କରୁଥିବା ବେଳେ କିଛି ଦିନ ହେବ ଜଣେ ଶିକ୍ଷକଙ୍କୁ ଅନ୍ୟତ୍ର ବଦଳି କରାଯାଇଛି। ଏ ନେଇ ଗ୍ରାମବାସୀଙ୍କ ମଧ୍ୟରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି। ତେବେ ଆଗାମୀ ଦିନରେ ନୂତନ ଶିକ୍ଷକ ନିଯୁକ୍ତି ନ କରାଗଲେ ଗ୍ରାମବାସୀ ବିଦ୍ୟାଳୟରେ ତାଲା ପକାଇବାକୁ ଚେତାବନୀ ଦେଇଛନ୍ତି।
Posted inଆମ ଜିଲା ଖବର, କଳାହାଣ୍ଡି View All
ଜଙ୍ଗଲକୁ ଶିକାର ପାଇଁ ଯାଇ ହଟହଟା: ଏଆଇ କ୍ୟାମେରାରେ…
ଉଦଳା,୧୧।୪(ସନ୍ତୋଷ କୁମାର ବାଛିନୀ): ଜଙ୍ଗଲକୁ ଯାଇଥିଲେ ଶିକାର ପାଇଁ। ଜଙ୍ଗଲ ଭିତରେ ଲାଗିଥିବା ଏଆଇ କ୍ୟାମେରାରେ କଏଦ ହେଲେ ଶିକାରୀ। ପୋଡାଡିହା ରେଞ୍ଜ ଶିମିଳିପାଳ ଆଭ୍ୟନ୍ତରୀଣ ଅଞ୍ଚଳରେ…
ଘରେ କେହି ନ ଥିବାବେଳେ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କଲେ ଯୁବତୀ, ପଡ଼ୋଶୀ ଆସିବାବେଳକୁ…
ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିର ଖଞ୍ଜା ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଖଞ୍ଜା ସାହିରେ ଶୁଭ୍ର ସାମଲ ନାମକ ଜଣେ…
ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ଅନ୍ଲାଇନ୍-ଅଫ୍ଲାଇନ୍ ମୂଲ୍ୟାୟନ କେନ୍ଦ୍ର
ବାଲିଗୁଡ଼ା,୧୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ +୨ ବିଜ୍ଞାନ, ବାଣିଜ୍ୟ ବିଭାଗର ଅନ୍ଲାଇନ୍ ମୂଲ୍ୟାୟନ କେନ୍ଦ୍ର ହୋଇଥିବାବେଳେ ଗତ…
ବିଜେଡି ନଗର ସଭାପତିଙ୍କ ପିତୃ ବିୟୋଗ: ଝୁରୁଛି ଗାଁ ମାଟି
ଗଞ୍ଜାମ,୧୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନ୍ଏସି ବିଜେଡି ନଗର ସଭାପତି ତଥା ଯୁବ ସ୍ବେଚ୍ଛାସେବୀ ସୁଧୀର କୁମାର ପାଢ଼ୀଙ୍କ ବାପା କାଶୀନାଥ ପାଢ଼ୀଙ୍କ ୭୮ ବର୍ଷ ବୟସରେ…
କେନ୍ଦୁଝରରେ ଖରିଫ ଧାନ ସଂଗ୍ରହରେ ଐତିହାସିକ ସଫଳତା : ଚାଷୀ ସଂଖ୍ୟା , ଉତ୍ପାଦନରେ ନୂଆ ମାଇଲଷ୍ଟୋନ
କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଚଳିତ ବର୍ଷ ଖରିଫ ଧାନ ସଂଗ୍ରହରେ ଐତିହାସିକ ରେକର୍ଡ ସୃଷ୍ଟି ହୋଇଛି। ଭାଜପା ରାଜ୍ୟ ସ୍ବତନ୍ତ୍ର ନିମନ୍ତ୍ରିତ କାର୍ଯ୍ୟକାରିଣୀ ସଦସ୍ୟ…
‘ନିଜ ମାତୃଭାଷା ଯେତେ ଆଗକୁ ଯିବ ସେ ଅଞ୍ଚଳ ସେତେ ଆଗକୁ ବଢ଼ିବ’
ଭଞ୍ଜନଗର,୧୧ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଓଡ଼ିଆ ପକ୍ଷ ଅବସରରେ ଶନିବାର ଭଞ୍ଜ ସାହିତ୍ୟ ଉପରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ…
ସରକାରୀ ଯୋଜନାରେ ଲକ୍ଷପତି ହେଲେ ୨ ଭାଇ: ସମାଜ ପାଇଁ ଉଦାହରଣ
ଲଖନପୁର,୧୧ା୪(ଗୌତମ ସାହୁ):ବର୍ତ୍ତମାନ ସମୟରେ ଯୁବପିଢ଼ି ଉଚ୍ଚଶିକ୍ଷା ଗ୍ରହଣ କରି ସରକାରୀ ଚାକିରି ପାଇବା ଆଶାରେ ନିଜ ବୟସ ଗଡ଼ାଇ ଚାଲିଛନ୍ତି। ସେହିପରି ଆଉକିଛି ଯୁବପିଢ଼ି ସ୍ବଳ୍ପ ସମୟରେ…
ଅଫିସରେ କାମ କରୁଥିବାବେଳେ ଟଳିପଡ଼ିଲେ DFO, ଆହୁରି ବର୍ଷେ ଥିଲା ଚାକିରି
ଚାନ୍ଦବାଲି,୧୧ା୪(ଅଶୋକ ପଣ୍ଡା): ଚାନ୍ଦବାଲିରେ କର୍ତ୍ତବ୍ୟରତ ଭଦ୍ରକ ବନ୍ୟପ୍ରାଣୀ ବନଖଣ୍ଡ ଅଧିକାରୀ(DFO) ସୌଭାଗ୍ୟ କୁମାର ସାହୁଙ୍କ ମୃତ୍ୟୁ ଘଟିଛି। ଶନିବାର ପୂର୍ବାହ୍ନ ୧୧ ଟାରେ ସେ ଛାତିରେ ଯନ୍ତ୍ରଣା…
Archives

