ଶିକ୍ଷକ ବଦଳି ପ୍ରତିବାଦ: ପିଲାଙ୍କୁ ସ୍କୁଲ ଛାଡିଲେନି ଅଭିଭାବକ

ଖଇରା, ୨୧।୮(ଡି.ଏନ.ଏ.)-ଖଇରା ବ୍ଲକ ସାରୁଗାଁ ନୋଡାଲ ସ୍କୁଲରେ ବିକଳ୍ପ ବ୍ୟବସ୍ଥା କରା ନ ଯାଇ ରାତି ଅଧିଆ ବିଜ୍ଞାନ ଶିକ୍ଷକ ସୌଭାଗ୍ୟ ବିଶ୍ୱାଳଙ୍କୁ ବଦଳି କରାଯିବା ନେଇ ଗ୍ରାମବାସୀ ତୀବ୍ର ଅସନ୍ତୋଷ ପ୍ରକାଶ କରିଛନ୍ତି ା ପ୍ରତିବାଦରେ ବିଦ୍ୟାଳୟରେ ପଢୁଥିବା ୧୩୪ ପିଲାଙ୍କର ଅଭିଭାବକମାନେ ମଙ୍ଗଳବାର ତାଙ୍କର ପିଲାମାନଙ୍କୁ ବିଦ୍ୟାଳୟକୁ ଛାଡି ନାହାନ୍ତି ା ବିଜ୍ଞାନ ଶିକ୍ଷକ ନିଯୁକ୍ତି କରା ନ ଯିବା ଯାଏ ଏଭଳି ବିରୋଧାଭାସ ଜାରି ରହିବ ା ବୁଧବାରଠାରୁ ସମସ୍ତ ଛାତ୍ରୀଛାତ୍ର, ଅଭିଭାବକ ବିଦ୍ୟାଳୟ ସମ୍ମୁଖରେ ଧାରଣାରେ ବସିବେ ବୋଲି ପରିଚାଳନା କମିଟି ସଭାପତି ଦାମୋଦର ମହାପାତ୍ର, ନାରାୟଣ ଲେଙ୍କା, ସୁରେନ୍ଦ୍ର ସାହୁ, ହରେକଋଷ୍ଣ ଜେନା, ଅନ୍ତର୍ଯ୍ୟାମୀ ଦାଶ, ଅଭିମନ୍ୟୁ ସାମଲ, ଲକ୍ଷ୍ମୀପ୍ରିୟା ଦାସ ପ୍ରମୁଖ ଚେତାବନୀ ଦେଇଛନ୍ତି ା ଏ ସମ୍ପର୍କରେ ବ୍ଲକ ଶିକ୍ଷାଧିକାରୀ ଧରଣୀଧର ପାତ୍ରଙ୍କ ମତାମତ ନେବାରେ କାହାକୁ ବଦଳି କରାଯିବ ତାହା ତାଙ୍କ ବିଭାଗ ଦାୟିତ୍ୱ ା ପରବର୍ତ୍ତୀ ସମୟରେ ଗ୍ରାମବାସୀଙ୍କ ଦାବିକୁ ବିଚାର କରାଯିବ ବୋଲି କହିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ପାଣି ପାଇଁ ତାତିଲେ ମହିଳା, ହାଣ୍ଡି-ମାଠିଆ ଧରି ରାସ୍ତାରେ ବସିଲେ

ପୁରୁଷୋତ୍ତମପୁର,୩୦ା୯(ସବିତା ପାଣି): ପାଣି ପାଇଁ ଫୁଟିଲା ଅସନ୍ତୋଷ। ହାଣ୍ଡି-ମାଠିଆ ଧରି ରାଜରାସ୍ତାକୁ ଓହ୍ଲାଇଲେ ମହିଳା। ଦୁଇ ମାସ ଧରି ପାନୀୟଜଳ ମିଳୁ ନ ଥିବା ଅଭିଯୋଗରେ ଗଞ୍ଜାମ…

ବିଦ୍ୟାଭାରତୀଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ବଡ଼ ଝଟ୍‌କା: ଆବେଦନ ଖାରଜ

ଭୁବନେଶ୍ୱର,୩୦।୯: : ବହୁଚର୍ଚ୍ଚିତ ACF ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେ ତାଙ୍କ ପତ୍ନୀ ବିଦ୍ୟାଭାରତୀ ମହାପାତ୍ରଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ବିଦ୍ୟାଭାରତୀଙ୍କ ପକ୍ଷରୁ ଦାଖଲ ହୋଇଥିବା…

ଲୋଇସିଂହାର ଗର୍ବ ଇଫ୍ରାତା: ‘ଇଣ୍ଡିଆ ଟ୍ୟାଲେଣ୍ଟ ଫାଇଟ’ରେ ଚମକିଲେ

ଲୋଇସିଂହା,୩୦।୯(ସୁଶାନ୍ତ ବାରିକ):ଜାତୀୟସ୍ତରୀୟ ରିଆଲିଟି ଶୋ’ ଟ୍ୟାଲେଣ୍ଟ ଫାଇଟସୁପର ମଡେଲ’ ଜୁନିୟର କାଟାଗୋରିରେ ଚାମ୍ପିୟନ ହୋଇ ଲୋଇସିଂହା ତଥା ବଲାଙ୍ଗୀର ଜିଲା ପାଇଁ ଗୌରବ ଆଣିଛନ୍ତି ଇଫ୍ରାତା। ତାଙ୍କ…

ମା’ ରାମଚଣ୍ଡୀ ପୀଠରେ ‘ସ୍ବଚ୍ଛତା ହିଁ ସେବା’: ପ୍ଲାଷ୍ଟିକମୁକ୍ତ ପାଇଁ ଶପଥ

ଗଞ୍ଜାମ, ୩୦।୯ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡ଼ା ପଞ୍ଚାୟତର ନୀଳାଦ୍ରିପୁର ପାହାଡ଼ ଶିଖରରେ ଅବସ୍ଥିତ ପ୍ରସିଦ୍ଧ ମା’ ରାମଚଣ୍ଡୀ ପୀଠରେ ମଙ୍ଗଳବାର ବିଶାଳ ସଫେଇ…

ବ୍ୟବସାୟୀ ଗୁଣ୍ଡା ସାହୁ ଅପହରଣ ମାମଲା: ସରିଲା କ୍ଷୀତିଶଙ୍କ ରିମାଣ୍ଡ ଅବଧି, ପୋଲିସ ହାତରେ ଲାଗିଲା କିଛି ନୂଆ ତଥ୍ୟ

ବଲାଙ୍ଗୀର,୩୦ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ଗୁଣ୍ଡା ଓରଫ ନରେନ୍ଦ୍ର ସାହୁ ଅପହରଣ ଏବଂ ନିସ୍ତୁକ ମାଡ଼ ମାମଲାର ମୁଖ୍ୟ ଅଭିଯୁକ୍ତ କ୍ଷୀତିଶ ଚନ୍ଦ୍ର ସାହୁଙ୍କ…

ଶୌଚ ହେବାକୁ ଯାଇଥିଲେ ଗୋବର୍ଦ୍ଧନ, ଅତର୍କିତ ଆକ୍ରମଣ କଲା ଭାଲୁ, ଆଉ ତା’ ପରେ…

ପାଟଣା,୩୦ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପୋଇପାଣି ଗ୍ରାମ ନିକଟରେ ବୁଧବାର ଭୋର୍‌ରୁ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି। ଆହତ…

ଦାଉ ସାଧୁଛି ମହାନଦୀ ବନ୍ୟା: ନଷ୍ଟ ହେଉଛି ଫସଲ, ଆନ୍ଦୋଳନ ଚେତାବନୀ ଦେଇ ଚାଷୀ କହିଲେ…

ମଜାକାଳପଡ଼ା,୩୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଆଖଡ଼ାଶାଳୀ ସ୍ଲୁଇସ୍‌କ୍ରିକ ଖୋଲାପଡିଛି। ଏହାଦ୍ୱାରା ମହାନଦୀରେ ଆସିଥିବା ଚତୁର୍ଥ ବନ୍ୟା ଜଳ ପ୍ରବେଶ କରି ଚାଷୀଙ୍କ ଧାନ…

ଭୟାବହ ଅଗ୍ନିକାଣ୍ଡ: ଜଳିଗଲା ବାଇକ୍‌ ଶୋ’ରୁମ୍‌

ବାଲେଶ୍ୱର, ୩୦।୯(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ସହରରେ ବୁଧବାର ଘଟିଛି ଏକ ଭୟାବହ ଅଗ୍ନିକାଣ୍ଡ। ସହଦେବଖୁଣ୍ଟା ମ୍ୟୁନିସିପାଲ ହାଇସ୍କୁଲ ସମ୍ମୁଖରେ ଥିବା ଏକ ହିରୋ ବାଇକ ଶୋ-ରୁମରେ ପୂର୍ବାହ୍ନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?