ଶିକ୍ଷକମାନଙ୍କ ବିଭିନ୍ନ ସମସ୍ୟା ନେଇ ଜିଲା ଶିକ୍ଷା ଅଧିକାରୀଙ୍କୁ ଦାବିପତ୍ର

ଭବାନୀପାଟଣା,୨୧।୬(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ପ୍ରାଥମିକ ଶିକ୍ଷକ ସଂଘ, ୫-ଖାରାବେଳ ନଗର ଭୁବନେଶ୍ୱର, କଳାହାଣ୍ଡି ଶାଖା ପକ୍ଷରୁ ଶୁକ୍ରବାର ଜିଲା ଶିକ୍ଷକଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଜିଲା ଶିକ୍ଷା ଅଧିକାରୀଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଛି। ସଂଘର ସଭାପତି ଜନାର୍ଦ୍ଧନ ମାଝି ଓ ସାଧାରଣ ସମ୍ପାଦକ ସୁଧୀର କୁମାର ରଥଙ୍କ ନେତୃତ୍ୱରେ ଏକ ଶିକ୍ଷକ ମଣ୍ଡଳୀ ଜିଲା ଶିକ୍ଷା ଅଧିକାରୀଙ୍କୁ ସାକ୍ଷାତ୍‌ କରି ଶିକ୍ଷକଙ୍କ ବିଭିନ୍ନ ସମସ୍ୟା ଯଥା ଥୁଆମୂଳ ରାମପୁର ଓ ଲାଞ୍ଜିଗଡ ବ୍ଲକ ଅଞ୍ଚଳର ହଷ୍ଟେଲ, ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ଦାୟିତ୍ୱ ଶିକ୍ଷୟିତ୍ରୀଙ୍କୁ ଦେବା, ସିଆରସିସି ନିଯୁକ୍ତି ଓ ତାଙ୍କର ଜବ୍‌ ଚାର୍ଟ ପାଳନ, ପ୍ରାଥମିକ ଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କୁ ବଦଳି କମ୍‌ ପରିମାଣରେ କରିବା, ଅବସରପ୍ରାପ୍ତ ଶିକ୍ଷକମାନଙ୍କୁ ତାଙ୍କର ପ୍ରାପ୍ୟ ପ୍ରଦାନ ଆଦି ୫ ଦଫା ଦାବିପତ୍ର ପ୍ରଦାନ କରାଯାଇଛି। ଏଥିରେ ପୂର୍ବତନ ସଭାପତି ଚକ୍ରଧର ମିଶ୍ର, ଗଙ୍ଗାଧର ପ୍ରଧାନ, ସୁବାସ ପଣ୍ଡା, ଅଶୋକ ବାବୁ ପ୍ରମୁଖ ଉପସ୍ଥିିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ ଦେଶୀ ମଦଭାଟି ବନ୍ଦ ଦାବି ଜୋର୍‌ ଧରିଲା, ଜିଲାପାଳ-ଅବକାରୀ ଅଧୀକ୍ଷକଙ୍କୁ ଭେଟି…

ଛତ୍ରପୁର,୩୦ା୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଅବକାରୀ ଅଧୀନରେ ଥିବା ନୋଳିଆ ନୂଆଗାଁ ସରକାରୀ ଦେଶୀ ମଦଭାଟି ବନ୍ଦ କରିବା ଦାବି ନେଇ ଗୁରୁବାର ଛତ୍ରପୁର ବ୍ଲକ ଅଧ୍ୟକ୍ଷା…

Shukra Gochar: ୪ ରାଶିଙ୍କ ଅଯଥା ହେବ ଧନ ହାନୀ! ହଠାତ୍ ଚାକିରିରୁ ହେବେ ବିଦା..

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆଜି, ଶୁକ୍ର ଗ୍ରହ ଉତ୍ତରାଫାଲଗୁନି ନକ୍ଷତ୍ରରେ ପ୍ରବେଶ କରିଛନ୍ତି। ସକାଳ ୪:୫୬ ସମୟରେ ହୋଇଥିବା ଶୁକ୍ରଙ୍କ ଏହି ଗୋଚର ଶୁଭ, କିନ୍ତୁ ଏପରି…

ଲକ୍ଷ୍ମୀ ଯୋଜନା: ପ୍ରତିମାସରେ ମିଳିବ ୨୫୦୦ଟଙ୍କା, RD ରେ ଜମା କଲେ ସିଧା ୧ ଲକ୍ଷ! ଜାଣନ୍ତୁ ସମ୍ପୂର୍ଣ୍ଣ ହିସାବ…

ନୂଆଦିଲ୍ଲୀ,୩୦।୭: ସାଧାରଣତଃ ଆମକୁ ଟଙ୍କା ମିଳିଲେ ଆମେ ତାହା ଖର୍ଚ୍ଚ କରିଦେଇଥାଉ, କିନ୍ତୁ କିଛି ଟଙ୍କା ଯଦି ଆର.ଡି. (RD) ରେ ନିବେଶ କରାଯାଏ, ତେବେ ଅନେକ…

ବନ୍ୟା ପ୍ରଭାବିତ ଅଞ୍ଚଳ ବୁଲି ଦେଖିଲେ ଜିଲାପାଳ

ତୁଣ୍ଡଲା,୩୦ା୭(ପିରୋଜ କୁମାର ଦାଶ): ଦୀର୍ଘଦିନରୁ ଲଘୁଚାପ ଜନିତ ଲଗାଣ ବର୍ଷାରେ କଳାହାଣ୍ଡି ଜିଲାର ବିଭିନ୍ନ ଅଞ୍ଚଳ ବନ୍ୟାରେ ପ୍ରଭାବିତ ହୋଇଥିବା ଦେଖିବାକୁ ମିଳିଛି। କେସିଙ୍ଗା ବ୍ଲକର ବେଲଖଣ୍ଡି,…

ପାଇଖାନା ଟାଙ୍କିରେ ପଡ଼ି ଚାଲିଗଲା ଦୁଇ ଭଉଣୀଙ୍କ ଜୀବନ, କାନ୍ଦ ବୋବାଳିରେ ଫାଟି ପଡୁଛି ଗାଁ ଦାଣ୍ଡ

ଟେନସା,୩୦।୭(ସମୀର କୁମାର ପାଢୀ): ସୁନ୍ଦରଗଡ ଜିଲା କୋଇଡା ବ୍ଲକ୍ ଅନ୍ତର୍ଗତ କାଦୋଡିହା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି । ଗୁରୁବାର ଦ୍ବିପହର ୨ଟା ସମୟରେ ପାଇଖାନା…

‘ବ୍ରାହ୍ମ ମୁହୂର୍ତ୍ତ’ରେ ‘ରାମାୟଣ’ର ଟ୍ରେଲର ରିଲିଜ: ଚର୍ଚ୍ଚା ସାଉଁଟିଲେ ରଣବୀର

ବଲିଉଡ ସୁପରଷ୍ଟାର ରଣବୀର କପୁରଙ୍କ ବହୁଚର୍ଚ୍ଚିତ ଫିଲ୍ମ ‘ରାମାୟଣ’ର ଟ୍ରେଲର ରିଲିଜ ହୋଇଛି। ନିର୍ମାତାମାନେ ଶୁଭ ‘ବ୍ରାହ୍ମ ମୁହୂର୍ତ୍ତ’ରେ ଟ୍ରେଲରକୁ ସାରା ବିଶ୍ୱରେ ଉନ୍ମୋଚନ କରିଛନ୍ତି। ଏହାକୁ…

ତେଲ-ଉତେଇ ନଦୀରେ ବନ୍ୟା:ଲୋକଙ୍କୁ ନଦୀକୁ ଯିବାକୁ ବାରଣ

କର୍ଲାମୁଣ୍ଡା,୩୦।୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅଞ୍ଚଳ ଦେଇ ପ୍ରବାହିତ ହେଉଥିବା ତେଲ ଓ ଉତେଇ ନଦୀରେ ବନ୍ୟା ଆସି ନିକଟସ୍ଥ ଅଞ୍ଚଳକୁ ମାଡି…

‘CJPରେ ଯୋଗଦିଅ,୫୦ ହଜାର ମାସକୁ ପାଅ’! ସିନିୟର ମେମ୍ବର ହେବାକୁ…

ନୂଆଦିଲ୍ଲୀ,୩୦।୭: ‘କକ୍ରୋଚ୍ ଜନତା ପାର୍ଟି’ (CJP) ନାମରେ ସୋସିଆଲ ମିଡିଆରେ ଚାଲିଥିବା ଏକ କଥିତ ନକଲି ଅଭିଯାନ ସାମ୍ନାକୁ ଆସିଛି । ଯାହା ଗୁଇନ୍ଦା ସଂସ୍ଥାଗୁଡ଼ିକୁ ସତର୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri