ଶିକ୍ଷା ବିଭାଗ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିକୁ ସହାୟତା

ରାଇଘର,୧ା୫(ଡି.ଏନ୍‌.ଏ.): କରୋନା ବିପତ୍ତି ସମୟରେ ସହାୟତାର ହାତ ବଢ଼ାଇଛି ନବରଙ୍ଗପୁର ଜିଲା ରାଇଘର ବ୍ଲକ୍‌ ଶିକ୍ଷା ବିଭାଗ। ପରିସ୍ଥିତିର ମୁକାବିଲା ପାଇଁ ବିଭାଗ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୮ ଲକ୍ଷ ୯୧ ହଜାର ୨୦୦ ଟଙ୍କା ପ୍ରଦାନ କରାଯାଇଛି। ଶିକ୍ଷୟିତ୍ରୀ, ଶିକ୍ଷକଙ୍କ ସମେତ ବିଭାଗୀୟ ଅଧିକାରୀ ଓ କର୍ମଚାରୀଙ୍କ ସହଯୋଗରେ ସ୍ଥାନୀୟ ବିଡିଓ ଯୁଧିଷ୍ଠିର ନାୟକଙ୍କ ଜରିଆରେ ଏହି ସହାୟତା ରାଶି ଚେକ୍‌ ଆକାରରେ ପ୍ରଦାନ କରାଯାଇଛି। ଏହି ସମୟରେ ରାଇଘର ବିଇଓ ସୁରେଶ ଚନ୍ଦ୍ର ନାୟକ, ଏବିଇଓ ସଚିନ୍‌ ମଲ୍ଲିକ, ଉଗ୍ରସେନ ନାୟକ, ସମା ମାଝି ଏବଂ ଶିକ୍ଷକ ସଂଘର ବୃନ୍ଦାବନ ଦୁର୍ଗା, ସନନ୍ତ ପ୍ରହରାଜ, ଦେବଦାସ ଗଣ୍ଡ, ସ୍ବରୂପ ସାହୁ, ପୂର୍ଣ୍ଣ ବିଶ୍ୱାସ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜକୁ ବନ୍ଦ କରିବ ଆମେରିକା! ଟ୍ରମ୍ପଙ୍କ ଘୋଷଣା ପରେ ବିଶ୍ବରେ ହଲଚଲ

ଓ୍ବାଶିଂଟନ,୧୨ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି । ବଢ଼ିପାରେ ତୈଳ ସଙ୍କଟ । ବିଶେଷକରି, ଟ୍ରମ୍ପ କହିଛନ୍ତି ଯେ ଆମେରିକା ନୌସେନା…

ସଚେତନ ନାଗରିକ ମଞ୍ଚ ନୂତନ ସଭାପତି ହେଲେ ଗୋବିନ୍ଦ ବନଛୋର, ଛୁଟିଲା ଶୁଭେଚ୍ଛାର ସୁଅ

କେସିଙ୍ଗା,୧୨ା୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ଅଗ୍ରଣୀ ସାମାଜିକ ସଂଘ ସଚେତନ ନାଗରିକ ମଞ୍ଚ କେସିଙ୍ଗାର ନୂତନ ସଭାପତି ଭାବେ ପୂର୍ବତନ କେସିଙ୍ଗା ଏନଏସି ଉପାଧ୍ୟକ୍ଷ ଗୋବିନ୍ଦ ବନଛୋର…

ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ

ଦାରିଙ୍ଗବାଡ଼ି,୧୨।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଗ୍ନିଶମ କର୍ମଚାରୀ ରବିବାର ଏକ ପୋଖରୀରୁ ଜଣେ ଯୁବକଙ୍କ ମୃତହେଦ ଉଦ୍ଧାର କରିଛନ୍ତି। ମୃତକ ହେଲେ କୋଟଗଡ଼ ବ୍ଲକ ପକାରୀ…

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡ଼ି ବସିଲା ପୋଲିସ

ମୋହନା,୧୨।୪(ମନ୍ମଥ ମିଶ୍ର): ଘଞ୍ଚ ଜଙ୍ଗଲରେ ଲୁଚାଇ ରଖିଥିବା ବିପୁଳ ପରିମାଣର ଗଞ୍ଜେଇକୁ ଅଡ଼ବା ପୋଲିସ ରବିବାର ଜବତ କରିଛି । ଏକ ବିଶେଷ ସୂତ୍ରରୁ ଖବର ପାଇ…

ତାନ୍ତ୍ରିକର ଅମାନବୀୟ କାଣ୍ଡ, ଝଡା ଫୁଙ୍କା କରିବା ବାହାନରେ ମହିଳାଙ୍କୁ ବାରମ୍ବାର ବଳାତ୍କାର

ଲକ୍ଷ୍ନୌ,୧୨ା୪: ଉତ୍ତରପ୍ରଦେଶର ସୋନଭଦ୍ରା ଜିଲାରୁ ଏକ ଅତ୍ୟନ୍ତ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଝଡାଫୁଙ୍କା ନାଁରେ ଜଣେ ତାନ୍ତ୍ରିକ ଜଣେ ମହିଳାଙ୍କୁ ବଳାତ୍କାର କରିଥିବା ନେଇ…

ଜଳିଗଲା ୩ ଭାଇଙ୍କ ଘର

ବେଲଗୁଣ୍ଠା,୧୨ା୪(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ୍‌ ଅନ୍ତର୍ଗତ ଟିକରପଡା ମିଲ ସାହିରେ ଅଗ୍ନିକାଣ୍ଡ ଘଟି ୩ଭାଇଙ୍କ ୩ ବଖରା ଘର ପୋଡି ପାଉଁଶ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri