ପଦ୍ମପୁର,୧୪।୧୨(ଡି.ଏନ୍.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଲୁଙ୍କାର ଶ୍ରୀଧର-ଏକାଦମୀ ନୋଡାଲ ଉଚ୍ଚ ବିଦ୍ୟାଳୟର ଜଣେ ଶିକ୍ଷୟିତ୍ରୀଙ୍କ ବଦଳି ପ୍ରତିବାଦରେ ଶନିବାର ଛାତ୍ରୀଛାତ୍ର ବିଦ୍ୟାଳୟ ସମ୍ମୁଖରେ ଧାରଣା ଦେଇଛନ୍ତି। ପୂର୍ବରୁ ବିଦ୍ୟାଳୟରେ ସଂସ୍କୃତ ଓ ହିନ୍ଦୀ ଶିକ୍ଷକ ପଦବୀ ଖାଲି ପଡିଛି। ଏଭଳିସ୍ଥଳେ ଶିକ୍ଷୟିତ୍ରୀ ସସ୍ମିତା ପ୍ରଧାନଙ୍କ ଦୁଇଦିନ ତଳେ ଅନ୍ୟତ୍ର ସ୍କୁଲକୁ ବଦଳି ଯୋଗୁ ଛାତ୍ରୀଛାତ୍ରଙ୍କ ପାଠପଢ଼ାରେ ସମସ୍ୟା ସୃଷ୍ଟି ହେଉଛି । ଧାରଣା ଖବରପାଇ ଆଞ୍ଚଳିକ ସାଧନ କେନ୍ଦ୍ରର ସଂଯୋଜକ ସୁବାସ ଆଚାର୍ଯ୍ୟ ଘଟଣାସ୍ଥଳରେ ପହଞ୍ଚି ଛାତ୍ରୀଛାତ୍ରଙ୍କୁ ବୁଝାଶୁଝା କରିଥିଲେ। ଏ ସମ୍ପର୍କରେ ଗୋଷ୍ଠୀ ଶିକ୍ଷାଧିକାରୀଙ୍କୁ ଅବଗତ କରାଇବେ ବୋଲି କହିବା ପରେ ଧାରଣା ପ୍ରତ୍ୟାହୃତ ହୋଇଛି।
Posted inଆମ ଜିଲା ଖବର, ଭଦ୍ରକ View All
ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ
ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…
ଶୋକାକୁଳ ପରିବେଶରେ ଅବକାରୀ ବିଭାଗର ଅଧିକାରୀଙ୍କୁ ଶେଷ ବିଦାୟ: ବଜ୍ରପାତରେ…
ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ଗାଁର ଯୁବ ସରକାରୀ ଅଧିକାରୀ ବୌଦ୍ଧ ଜିଲାରେ ରବିବାର ବଜ୍ରପାତରେ ମୃତ୍ୟୁବରଣ କରିଥିଲେ। ସୋମବାର ତାଙ୍କ…
ଏହି ଜିଲାରେ ୨୪ ଯାଏ ସ୍କୁଲ ଛୁଟି ଘୋଷଣା: ଆଲର୍ଟ ରହିବାକୁ ନିର୍ଦ୍ଦେଶ
ଗଜପତି,୨୧।୯: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେଇଛି। ଫଳରେ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି। ଆସନ୍ତା ୨୩ ଏବଂ ୨୪…
ପିଲାଙ୍କୁ ଖଡ଼ି ଧରି ପାଠ ପଢ଼ାଇଲେ ସରପଞ୍ଚ: ସବୁଠି ହେଉଛି ଚର୍ଚ୍ଚା
ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ନାଏବ ସରପଞ୍ଚ ଦୀପକ ପ୍ରଧାନଗତ କିଛି ଦିନ ହେଲା ସରପଞ୍ଚ ଦାୟିତ୍ୱ ସମ୍ଭାଳିବା ପରେ ପ୍ରଥମଥର ପାଇଁ…
ପୋଲିସ ଯାଞ୍ଚ୍ ନାଁରେ ଲୋକଙ୍କୁ ହଇରାଣ: ଥାନା ଏଏସଆଇଙ୍କ ଦାଦାଗିରି
ରିଷିଡା,୨୧।୯(ସୁଶାନ୍ତ ମଲ୍ଲିକ): ଗତକିଛି ଦିନ ହେଲା ମ.ରାମପୁର ଥାନା ଅଧିନ ବିଭିନ୍ନ ଅଞ୍ଚଳରେ ସନ୍ଧ୍ୟା ସମୟରେ ପୋଲିସ ଯାଞ୍ଚ୍ ନାଁରେ ଜନୈକ ଏଏସଆଇ ଦାଦାଗିରି ଚଲାଇଥିବା ଅଭିଯୋଗ…
ବୈଶିଙ୍ଗାରେ ଲଜ୍ଜା: ଶିଶୁ କନ୍ୟାକୁ ଜଙ୍ଗଲକୁ ନେଇ ଯୌନ ନିର୍ଯାତନା
ବୈଶିଙ୍ଗା,୨୧।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ୧୩ ବର୍ଷିୟ ସମ୍ପର୍କୀୟ ନାବାଳକ ଭାଇ ଯୌନ ନିର୍ଯାତନା ଦେଇଥିବା…
ଆଉନାହାନ୍ତି ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ପ୍ରମୋଦ ରଥ: ଖେଳିଗଲା ଶୋକର ଛାୟା
ଦିଗପହଣ୍ଡି,୨୧।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଭୀମପୁର ଶାସନ ବାସିନ୍ଦା ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ପ୍ରମୋଦ କୁମାର ରଥ (୬୪)ଙ୍କ ହୃଦଘାତରେ ପରଲୋକ…
ବାତ୍ୟା ଆସିଲେ ଭୂସ୍ଖଳନ ଭୟ: ୨ ଦିନ ବନ୍ଦ ରହିବ କଳିଙ୍ଗା ଘାଟି
ଜି.ଉଦୟଗିରି,୨୧।୯(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଓ ଗଞ୍ଜାମ ସୀମାନ୍ତବର୍ତ୍ତୀ କଳିଙ୍ଗା ଘାଟି ଦେଇ ବିଜୟୱାଡ଼ା ରାଞ୍ଚିକୁ ସଂଯୋଗ କରୁଥିବା ୧୫୭ ନମ୍ବର ଜାତୀୟ ରାଜପଥ ଏବେ…

