ବ୍ରହ୍ମପୁର ଅଫିସ,୧୫/୮- ମୋହଡା ନିକଟ ନରସିଙ୍ଗପୁର ଗ୍ରାମରେ ଥିବା ପ୍ରାଥମିକ ସ୍କୁଲର ଶିକ୍ଷୟିତ୍ରୀ ଏଲ. ଶୋଭନାଙ୍କୁ ଗୁରୁବାର ଦୁର୍ବୃତ୍ତମାନେ ଅକ୍ରମଣ କରି ସୁନା ଅଳଙ୍କାର ଲୁଟି ନେଇଛନ୍ତି। ଚିକିଟି ଏସ୍ଡ଼ିପିଓ ସୁରେନ୍ଦ୍ର ନାଥ ମୁର୍ମୁ ଓ ଦିଗପହଣ୍ଡି ଥାନାଧିକାରୀ ଗୌରାଙ୍ଗ ଚରଣ ସାହୁ ପହଞ୍ଚତ୍ ଶିକ୍ଷୟିତ୍ରୀଙ୍କୁ ଘଟଣା ସମ୍ପର୍କରେ ପଚରାଉଚରା କରିବା ସହ ତଦନ୍ତ ଆରମ୍ଭ କରିଛନ୍ତି। ଶିକ୍ଷୟିତ୍ରୀ ଜଣକ ପତାକା ଉତ୍ତୋଳନ ଉତ୍ସବରେ ଯୋଗଦେବା ପାଇଁ ସ୍କୁଲ ଯାଉଥିବା ବେଳେ ଦୁର୍ବୃତ୍ତମାନେ ତାଙ୍କୁ ମାଡ଼ ମାରି ବେକରୁ ୩ ଭରି ଓଜନର ମଙ୍ଗଳସୁତ୍ର ଓ କାନଫୁଲ ନେଇଯାଇଥିଲେ।
Posted inଅପରାଧ, ଆମ ଜିଲା ଖବର, ଗଞ୍ଜାମ View All
ପୂର୍ତ୍ତ ବିଭାଗ EE ଅରବିନ୍ଦ ମହାନ୍ତି ଗିରଫ: ୨ଟି କୋଠା, ୨୩ ପ୍ଲଟ୍ ଓ ୫ ଏକରର ଫାର୍ମ ହାଉସ୍ ଠାବ
ବାରିପଦା/ବେତନଟୀ, ୬।୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ଧରଣୀଧର ମହାନ୍ତି ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ମୟୂରଭଞ୍ଜ ପୂର୍ତ୍ତ ବିଭାଗର ଏକ୍ସିକ୍ୟୁଟିଭ୍ ଇଞ୍ଜିନିୟର (EE) ଅରବିନ୍ଦ ମହାନ୍ତିଙ୍କୁ ଭିଜିଲାନ୍ସ…
ଚାମେଲୀ ଓଝାଙ୍କ ଭିଡିଓ ଉତ୍ତୋଳନ ବିବାଦରେ ନୂଆମୋଡ଼: ମହାକାଳପଡ଼ାରେ ଜାତୀୟ ମାନବାଧିକାର କମିଶନ ଟିମ୍
ମହାକାଳପଡ଼ା, ୬।୧୦: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବିଡିଓ କାର୍ଯ୍ୟାଳୟରେ ସରପଞ୍ଚଙ୍କ ଭିଡିଓ ଉତ୍ତୋଳନକୁ ନେଇ ହୋଇଥିବା ବିବାଦ ଏବେ ନୂଆମୋଡ଼ ନେଇଛି। ତିଖିରି ସରପଞ୍ଚ ଚାମେଲୀ…
କଣ୍ଟେନର ଖୋଲିଲା, ବାହାରିଲା ୨୦ କୁଇଣ୍ଟାଲ ଗୋମାଂସ”
ଖୋର୍ଦ୍ଧା, ୬ା୧୦ (ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ସଦର ଥାନା ଅନ୍ତର୍ଗତ ତୋଟାପଡ଼ା-ଜରିପୁଟ ରାସ୍ତା ନିକଟସ୍ଥ ଜଙ୍ଗଲରେ ଚଢ଼ଉ କରି ପୁଲିସ ଏକ କଣ୍ଟେନରରୁ ପ୍ରାୟ ୨୦ କୁଇଣ୍ଟାଲ…
ଇନଷ୍ଟାଗ୍ରାମ ଆଇଡି ହ୍ୟାକ୍ କରି ଯୁବତୀଙ୍କ ଆପତ୍ତିଜନକ ଫଟୋ ଭାଇରାଲ, ଧରାପଡିବା ପରେ…..
ଆନନ୍ଦପୁର,୬ା୧୦(ସୁଶାନ୍ତ କୁମାର ସାହୁ ): ଇନଷ୍ଟାଗ୍ରାମ ଆଇଡି ହ୍ୟାକ କରି ଜଣେ ଯୁବତୀଙ୍କ ଆପତ୍ତିଜନକ ଫଟୋ ଭାଇରାଲ କରିବା ଅଭିଯୋଗରେ ଘଷିପୁରା ପୋଲିସ ଜଣେ ଯୁବକକୁ ଗିରଫ…
ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ଛୁଇବନ୍ଧରେ ଟ୍ରକକୁ ପିଟିଲା ପିକଅପ୍, ଦୁଇ ମୃତ
ବଲାଙ୍ଗୀର,୬।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ସମ୍ବଲପୁର ଏନ୍ଏଚ୍-୨୬ର ଛୁଇଁବନ୍ଧ ନିକଟରେ ମଙ୍ଗଳବାର ସକାଳୁ ଭୟଙ୍କର ଦୁର୍ଘଟଣା ହୋଇଛି । ପିକଅପ୍ ଗାଡ଼ି ଟ୍ରକକୁ ପଛରୁ ଧକ୍କା ଦେବା…
ଦଶହରା ପୂର୍ବରୁ କଫ ସିରପ୍ କାରବାର ଠାବ: ୩୧୫୬ ବୋତଲ କଫ୍ ସିରପ ସହ ଜଣଙ୍କୁ ମାଡ଼ିବସିଲା ପୋଲିସ
ବରଗଡ଼,୬।୧୦(ପ୍ରେମାନନ୍ଦ ଖମାରୀ):ବରଗଡ଼ ଗ୍ରାମାଞ୍ଚଳ ଥାନା ପୋଲିସ ସୋମବାର ସହର ଉପକଣ୍ଠ ତୋରା-ନାଗେନପାଲି ରାସ୍ତାରେ ବିପୁଳ ପରିମାଣରେ କଫ୍ ସିରପ୍ ଜବତ କରିଛି। କଫ୍ ସିରପ୍ ବୋଝେଇ ଏକ…
ଖୋଲିଲା ମା’ ତାରାତାରିଣୀଙ୍କ ଦାନହୁଣ୍ଡି; ସୁନା-ରୁପା ଅଳଙ୍କାର ସହ ମିଳିଲା…
ପୁରୁଷୋତ୍ତମପୁର,୬।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ଦାନହୁଣ୍ଡି ସୋମବାର ଖୋଲାଯାଇଛି । ମନ୍ଦିର ନିର୍ବାହୀ ଅଧିକାରୀ ତଥା ପୁରୁଷୋତ୍ତମପୁର ତହସିଲଦାର ବିନୋଦ…
SCB ମେଡିକାଲ୍ କ୍ୟାମ୍ପସ୍ରେ ଯୁବକଙ୍କ ହାଇଡ୍ରାମା, ୫୦ ଫୁଟ ପାଣିଟାଙ୍କି ଉପରୁ ଡେଇଁ…
କଟକ,୬।୧୦(ପ୍ରଭୁକଲ୍ୟାଣ ପାଲ୍): କଟକ ବଡ ମେଡିକାଲରେ ଅଘଟଣ। ପାଣି ଟାଙ୍କି ଉପରୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ। ଦୀର୍ଘ ସମୟଧରି ହାଇଡ୍ରାମା ପରେ ସେ ଟାଙ୍କି…

