Posted inଫୁରସତ

ଶିବରାତ୍ରୀରେ ମହାଦେବଙ୍କୁ ଜଳ ଲାଗି କରନ୍ତି ମୁସଲମାନ୍‌ ମହିଳା…

ଭାରତରେ ଭିନ୍ନତା ମଧ୍ୟରେ ସବୁବେଳେ ଏକତା ଦୃଷ୍ଟିଗୋଚର ହୋଇଥାଏ। ଭାଇଚାରା ଏବଂ ସାମ୍ପ୍ରଦାୟିକ ସଦ୍‌ଭାବ ହିଁ ଭାରତୀୟଙ୍କୁ ଏକାଠି ରଖିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଏ। ଏହି ମର୍ମରେ ଉତ୍ତରପ୍ରଦେଶ କନୌଜରେ ଥିବା ମହାଦେବଙ୍କ ମନ୍ଦିର ପାଲଟିଛି ସର୍ବଧର୍ମ ସମନ୍ବୟର ପବିତ୍ର କ୍ଷେତ୍ର। ଏଠାରେ ଶିବରାତ୍ରୀରେ ମୁସଲମାନ୍‌ ମହିଳା ମହାଦେବଙ୍କଠାରେ ଜଳଲାଗି କରିଥାନ୍ତି। ସ୍ଥାନୀୟ ଛିବରାମଉଠାରେ ଥିବା ମନ୍ଦିରରେ ଏହି ପରମ୍ପରା ୬ ଶହରୁ ଅଧିକ ବର୍ଷ ଧରି ପ୍ରଚଳିତ। ଏଠାରେ ଥିବା ଚମନ ଋଷିଙ୍କ ଆଶ୍ରମରେ ଶିବରାତ୍ରୀରେ ଜଳଲାଗି ହୋଇଥାଏ। ମୁସଲମାନ୍‌ ମହିଳା ବି ଶ୍ରଦ୍ଧାର ସହିତ ପ୍ରଭୁଙ୍କୁ ଜଳ ଲାଗି କରିଥାନ୍ତି। ମହାଦେବଙ୍କଠାରେ ଜଳଲାଗି କଲେ ମାନସିକ ପୂରଣ ହୋଇଥାଏ ବୋଲି ଶ୍ରଦ୍ଧାଳୁଙ୍କ ମଧ୍ୟରେ ବିଶ୍ୱାସ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଉପରେ ବଡ଼ ଆରୋପ ଲଗାଇଲା ଇରାନ, ଚୋରମାନେ! ଆମର ୟୁରାନିୟମ ଚୋରି କରିବାକୁ…

ତେହେରାନ,୭।୪: ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲର ଆକ୍ରମଣ ନିରନ୍ତର ଜାରି ରହିଛି, ଏବଂ ଇରାନ ଏହି ଆକ୍ରମଣର କଠୋର ପ୍ରତିଶୋଧ ସହିତ ଜବାବ ଦେଉଛି ।…

୫,୯୬୭ ଡାକ୍ତର ପଦ ଖାଲି, ଡିଗ୍ରୀଧାରୀଙ୍କୁ ମିଳୁନି ଚାକିରି: ଓପିଏସ୍‌ସି କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ଭୁବନେଶ୍ୱର/କଟକ, ୭।୪(ରବିନାରାୟଣ ଜେନା/ଶିଳ୍ପା ପ୍ରିୟଦର୍ଶିନୀ)ନିକଟରେ ବିଧାନସଭାର ବଜେଟ ଅଧିବେଶନ କାଳରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏକ ପ୍ରଶ୍ନର ଉତ୍ତରରେ କହିଥିଲେ, ଡବ୍ଲ୍ୟୁଏଚ୍‌ଓ ମାନଦଣ୍ଡ ଅନୁଯାୟୀ ଆବଶ୍ୟକ ଡାକ୍ତର…

ଦିଲ୍ଲୀ ବିଧାନସଭାରେ କାର୍‌ ପୂରାଇଥିବା ବ୍ୟକ୍ତି ଗିରଫ

ନୂଆଦିଲ୍ଲୀ,୭ା୪: ଦିଲ୍ଲୀ ବିଧାନସଭା ସୁରକ୍ଷାରେ ତ୍ରୁଟି ପରିଲକ୍ଷିତ ହୋଇଛି। ସୋମବାର ଅପରାହ୍ନରେ ମାସ୍କ ପିନ୍ଧିଥିବା ଜଣେ ବ୍ୟକ୍ତି ବ୍ୟାରିକେଡ୍‌ ଏବଂ ମୁଖ୍ୟ ଫାଟକ ଅତିକ୍ରମ କରି ବିଧାନସଭା…

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri