Posted inଜାତୀୟ

ଶିବସେନା-ଭାଜପା ଗଠନ କରନ୍ତୁ ସରକାର: ପାଓ୍ବାର

ମୁମ୍ବାଇ,୬।୧୧: ମହାରାଷ୍ଟ୍ରରେ ସରକାର ଗଠନ ନେଇ ଅଙ୍କକଷା ଛିଡୁନି। ଏପରିସ୍ଥଳେ ଏନ୍‌ସିପି ମୁଖ୍ୟ ଶରଦ ପାଓ୍ବାର ବୁଧବାର ଏକ ଖବରଦାତା ସମ୍ମିଳନୀରେ କହିଛନ୍ତି ଯେ, ଶିବସେନା-ଭାଜପା ସରକାର ଗଠନ କରନ୍ତୁ। ଏନ୍‌ସିପି ବିରୋଧୀ ଆସନରେ ବସିବ। ଶିବସେନା ପ୍ରବକ୍ତା ସଞ୍ଜୟ ରାଉତଙ୍କୁ ଭେଟିବା ପରେ ପାଓ୍ବାର ଏଭଳି ସୂଚନା ଦେଇଛନ୍ତି। ପାଓ୍ବାରଙ୍କ ଏଭଳି ମନ୍ତବ୍ୟ ନେଇ ଏବେ ଚର୍ଚ୍ଚା ଆରମ୍ଭ ହୋଇଛି। ସୂଚନାଯୋଗ୍ୟ, ଭାଜପା ପାଖରେ ୧୦୫ ବିଧାୟକ ଥିବାବେଳେ ଶିବସେନା ନିକଟରେ ୫୬ ଜଣ ବିଧାୟକ ରହିଛନ୍ତି। ଦୁଇ ଦଳ ମେଣ୍ଟ କଲେ ବିଧାୟକଙ୍କ ସଂଖ୍ୟା ୧୬୧ ହେବ। ଏହା ଦ୍ୱାରା ସହଜରେ ଆବଶ୍ୟକ କୁହୁକ ସଂଖ୍ୟା ୧୪୫ ହାସଲ ହୋଇ ପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍-ସ୍କ୍ରିନ୍ ମାର୍କିଂ ବିବାଦ ଉପରେ CBSEର ୟୁଟର୍ନ, ପ୍ରଥମେ ଖାରଜ ପରେ ଏବେ ତ୍ରୁଟି ସ୍ବୀକାର କଲା

ନୂଆଦିଲ୍ଲୀ,୩୧।୫: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (CBSE) ଏହାର ଅନ୍-ସ୍କ୍ରିନ୍ ମାର୍କିଂ (OSM) ସିଷ୍ଟମକୁ ନେଇ ବିବାଦ ସମ୍ପର୍କରେ ଏକ ବଡ଼ ୟୁ-ଟର୍ଣ୍ଣ ନେଇଛି । ଉତ୍ତର…

ବିଧାୟକଙ୍କୁ ପରିଗଣନା ଫର୍ମ ବାଣ୍ଟିଲେ ଭଞ୍ଜନଗର ଉପଜିଲାପାଳ, ବିଏଲଓମାନଙ୍କୁ ଦେଲେ ଏହି ନିର୍ଦ୍ଦେଶ

ଭଞ୍ଜନଗର,୩୧ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ଏସ ଆଇ ଆର କାର୍ଯ୍ୟ ଶନିବାର ଠାରୁ ଆରମ୍ଭ ହୋଇଯାଇଛି । ରବିବାର ଭଞ୍ଜନଗର ଉପଜିଲାପାଳ ଉମା ଶଙ୍କର…

ଯୁବକଙ୍କ ଉପରେ ଚଢ଼ିଗଲା ହାଇଓ୍ବା; ଯୁବକ ମୃତ, ଘଟଣାସ୍ଥଳରେ ଚାପା ଉତ୍ତେଜନା

ବାଙ୍କୀ,୩୧ା୫(ଶୁଭେନ୍ଦୁ ମହାପାତ୍ର): କଟକ ଜିଲା ବାଙ୍କୀ ଉପଖଣ୍ଡ ବୈଦେସ୍ଵର ଥାନା ଅନ୍ତର୍ଗତ ଖଳିପଲ୍ଲୀ ମୁଖ୍ୟ ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଯାଇଛି । ଶନିବାର ବିଳମ୍ବିତ ରାତିରେ ଏକ…

କାଳବୈଶାଖୀ ପ୍ରଭାବ: ୨୪ ଘଣ୍ଟା ପରେ ବି ଅନ୍ଧାରରେ ଦାରିଙ୍ଗବାଡ଼ି, କରେଣ୍ଟ୍‌ ଗଲେ ବିଏସ୍‌ଏନଏଲ୍‌ ସେବା ଅଚଳ

ଦାରିଙ୍ଗବାଡ଼ି,୩୧ା୫(ଅରୁଣ ସାହୁ): କନ୍ଧମାଳ ଜିଲାରେ ଗତ କିଛିଦିନ ହେଲା କାଳବୈଶାଖୀର ପ୍ରଭାବରେ ଅଞ୍ଚଳ ପ୍ରଭାବିତ ହେଉଛି। ଚଳିତ ସପ୍ତାହରେ ଦୁଇଥର ଜିଲାରେ ବିଦ୍ୟୁତ ସେବା ସମ୍ପୂର୍ଣ୍ଣ ଅଚଳ…

ଗୋଟିଏ ଦିନରେ ୧୨ ଅଟୋ ଜବତ କଲା ପୋଲିସ, ଏକାଧିକ ମାମଲା ରୁଜୁ କରି…

ଦାରିଙ୍ଗବାଡ଼ି,୩୧ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପୋଲିସ ଏବେ ଆକ୍ସନ ମୋଡ୍‌ରେ ରହିଛି। ଗୋଟିଏ ଦିନରେ ରବିବାର ୧୨ଟି ଯାତ୍ରୀବାହୀ ଅଟୋ ଉପରେ ନେଇଛି ଦୃଢ଼ କାର୍ଯ୍ୟାନୁଷ୍ଠାନ।…

ପ୍ରେମିକାଙ୍କୁ ଭେଟିବା ପାଇଁ କରିଥିଲେ ସୀମା ପାର୍, ଯୁବକଙ୍କୁ LOCରେ….

ଶ୍ରୀନଗର,୩୧ା୫: ଜମ୍ମୁ କଶ୍ମୀରର ବାରାମୁଲ୍ଲା ଜିଲ୍ଲାର ଉରି ସେକ୍ଟରରେ ନିୟନ୍ତ୍ରଣ ରେଖା ପାର କରି ଭାରତରେ ପ୍ରବେଶ କରିବାକୁ ଚେଷ୍ଟା କରୁଥିବା ଜଣେ ପାକିସ୍ତାନୀ ଅନୁପ୍ରବେଶକାରୀଙ୍କୁ ଭାରତୀୟ…

‘ଜାତି-ଅଞ୍ଚଳର ବିକାଶ ପାଇଁ ଅର୍ଥର ଅଭାବ ନାହିଁ, ଆଗକୁ ବଢ଼ିବାକୁ ହେଲେ କେବଳ ଏକତା ଜରୁରୀ’

ଭଞ୍ଜନଗର,୩୧ା୫(ବାବୁଲା ପ୍ରଧାନ): ଜାତି ଏବଂ ଅଞ୍ଚଳର ବିକାଶ ପାଇଁ ଅର୍ଥର ଅଭାବ ନାହିଁ। ଆଗକୁ ବଢ଼ିବାକୁ ହେଲେ ଏକତା ମନୋଭାବ ହିଁ ଜରୁରୀ ବୋଲି ନିଖିଳ ଉତ୍କଳ…

ବିଦେଶରେ ସୁନା ଶସ୍ତା କିନ୍ତୁ ଭାରତରେ ମହଙ୍ଗା କାହିଁକି? ଲକ୍ଷେ ଟଙ୍କାର ସୁନା କିଣିଲେ ୧୮ହଜାର ଅଧିକ କାହିଁକି ଦେବାକୁ ପଡ଼େ

ନୂଆଦିଲ୍ଲୀ,୩୧ା୫: ବିବାହ ହେଉ କିମ୍ବା ଦୀପାବଳି କିମ୍ବା ଧନତେରସ ଭଳି ପର୍ବ, ଲୋକମାନେ ଏପରି ପ୍ରତ୍ୟେକ ଅବସରରେ ସୁନା କିଣିବାକୁ ପସନ୍ଦ କରନ୍ତି । ତଥାପି, ବାସ୍ତବତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri