ଶିମିଳିପାଳରୁ ୨ ଶିକାରୀ ଗିରଫ

ଠାକୁରମୁଣ୍ଡା,୧୨ା୮(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ରେଞ୍ଜ ଅନ୍ତର୍ଗତ ଚମ୍ପାଝର ଫରେଷ୍ଟ ବିଟ ଅଞ୍ଚଳରେ ଶନିବାର ରାତିରେ ବନବିଭାଗ ଓ ପୋଲିସ ମିଳିତ ଚଢ଼ାଉ କରି ଶିକାର ଉଦ୍ଦେଶ୍ୟରେ ଶିମିଳିପାଳ ଜଙ୍ଗଲ ଭିତରକୁ ଯାଉଥିବା ୨ ଶିକାରୀଙ୍କୁ ଗିରଫ କରିଛନ୍ତି। ସେମାନଙ୍କଠାରୁ ଗୋଟିଏ ଦେଶୀ ବନ୍ଧୁକ, ଧନୁ ଓ ତୀର ଜବତ କରାଯାଇଛି। ଅଭିଯୁକ୍ତ ଦ୍ୱୟ ହେଲେ ମହୁଲଡିହା ଥାନା ଅନ୍ତର୍ଗତ ଡଙ୍ଗାଡିହା ବଙ୍ଗଳାସାହିର ଗୋପାଳ ମାଝୀ ଓ ତାଙ୍କ ପୁଅ ଜିତରାୟ ମାଝୀ। ବନବିଭାଗ ରବିବାର ଉଭୟଙ୍କୁ କୋର୍ଟ ଚାଲାଣ କରିଛି। ଜଙ୍ଗଲ ଭିତରକୁ ବନ୍ୟଜନ୍ତୁ ଶିକାର କରିବାକୁ ଶିକାରୀ ଯାଉଥିବା ଖବର କୌଣସି ସୂତ୍ରରୁ ପାଇ ଠାକୁରମୁଣ୍ଡା ଓ ସାତକୋଶିଆ ରେଞ୍ଜ କର୍ମଚାରୀଙ୍କ ସମେତ ମହୁଲଡ଼ିହା ଥାନା କର୍ମଚାରୀଙ୍କ ଏକ ମିଳିତ ଟିମ ଡଙ୍ଗାଡ଼ିହା ଗ୍ରାମ ନିକଟ ଶିମିଳିପାଳ କମ୍ପାର୍ଟମେଣ୍ଟ ନଂ.୧୭ ଠାରେ ଜଗି ରହି ଦୁଇ ଶିକାରୀଙ୍କୁ କାବୁ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଧାୟକଙ୍କ ବଡ଼ ବୟାନ: ଏଣିକି ତଡ଼ିପାର୍‌ ହେବେ ସହରର…

ବରଗଡ଼,୧୪ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ବିକାଶ ଆଡ଼କୁ ମୁହାଁଉଛି। ମାତ୍ର ଏଠାରେ ଆଇନଶୃଙ୍ଖଳା ତଥା ସୁରକ୍ଷା ବ୍ୟବସ୍ଥା ହୁଗୁଳା ହୋଇପଡ଼ିଛି। ସ୍ଥାନୀୟ ଯୁବପିଢ଼ି ନିଶାଖୋର୍‌ ହୋଇ ପଥଭ୍ରଷ୍ଟ…

ଜୀବିତ ବୃଦ୍ଧାଙ୍କୁ ମୃତ ସଜାଇ ୪ ବର୍ଷ ହେଲା ମୁହଁରୁ ଦାନା ଛଡ଼ାଇ ନେଇଛନ୍ତି, ଏଯାଏ ମିଳିନି ଆବାସ କି…

ଥୁଆମୂଳ ରାମପୁର,୧୪ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଅଡ୍ରି ପଞ୍ଚାୟତସ୍ଥିତ ଦୋଲଗୁଡ଼ା (ଟଟା ପଡ଼ା) ଗ୍ରାମରେ ଯେଉଁ ଦୃଶ୍ୟ ଦେଖିବାକୁ ମିଳିଛି, ତାହା ବିକାଶର…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ନିଯୁକ୍ତି ସୁଯୋଗ ପାଇବେ ୧୨୦୦ ଯୁବତୀ-ଯୁବକ

କେନ୍ଦୁଝର,୧୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିନିକିଆ କେନ୍ଦୁଝର ଜିଲା ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରି ଫେରିଛନ୍ତି। କେନ୍ଦୁଝର ଜିଲାରେ…

ସ୍ପଷ୍ଟ ଦିବାଲୋକରେ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନଗହଣା, ଘର ଆଗରେ କାର୍‌ ରଖି…

ମୋରଡ଼ା,୧୪ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ ନଳଗଜାଠାରେ ଜଣଙ୍କ ଘରୁ ଦୁର୍ବୃତ୍ତମାନେ ଲୁଟ୍‌ କରିଥିବାର ଜଣାପଡ଼ିଛି। ସୂଚନା ମୁତାବକ, ଉକ୍ତ ଗ୍ରାମର ଆଲାଦି ଟୁଡୁ…

କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ: ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ, ଭିିତ୍ତିପ୍ରସ୍ତର କରି କହିଲେ…

କେନ୍ଦୁଝର,୧୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର କେନ୍ଦୁଝର ଜିଲାକୁ ଦିନିକିଆ ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି।…

ଦାଦା ବଟି ପାଇଁ ଗୋଷ୍ଠୀ ସଂଘର୍ଷ : ମାରଣାସ୍ତ୍ରରେ ଯୁବକଙ୍କୁ ହାଣିଦେଲେ…

ବାଲେଶ୍ୱର,୧୪।୨( ବାଞ୍ଛାନିଧି ଦେ ) : ଦାଦା ବଟି ପାଇଁ ବାଲେଶ୍ୱର ସଦର ଥାନା ଅନ୍ତର୍ଗତ ଗୁଜୁରୀ ବଜାର ଛକଠାରେ ଶନିବାର ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ…

ରାସ୍ତା ଆଢୁଆଳରେ ନଳକୂପ: ପିଇବା ପାଣି ପାଇଁ ହଟହଟା

ଲୋଇସିଂହା,୧୩।୨(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଗୁର୍ଜିଭଟାରୁ ବାଦିବାହାଲ ଆରଡି ରାସ୍ତା ପ୍ରଶସ୍ତ ଓ ଉନ୍ନତୀକରଣ କାମ ଚାଲିଛି ା ଏହାଦ୍ୱାର ରାସ୍ତା ପାର୍ଶ୍ୱରେ ଥିବା…

ରାତିରେ ଧୂମ୍‌ଧାମରେ ପାଳିଲେ ବିବାହବାର୍ଷିକୀ, ସକାଳୁ ପାଲଟିଗଲେ ଶବ

ବଣାଇଁ,୧୪ା୨(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡର ପର୍ଯ୍ୟଟନସ୍ଥଳ ଖଣ୍ଡାଧାରକୁ ୩୦ତମ ବିବାହ ବାର୍ଷିକୀ ପାଳନ ପାଇଁ ଆସି ଦମ୍ପତିଙ୍କ ମଧ୍ୟରୁ ଜଣେ ଶବ ହୋଇ ଫେରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri