ଶିଶୁ କନ୍ୟାଙ୍କୁୁ ଅସଦାଚରଣ

ଖୁଣ୍ଟା,୨୦ା୪(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଖୁଣ୍ଟା ଥାନା ଅଞ୍ଚଳର ଜଣେ ୪ ବର୍ଷର ଶିଶୁ କନ୍ୟାଙ୍କୁ ଅସଦାଚରଣ କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଏକ ମାମଲା (ନଂ.୫୪/୨୦୨୦) ରୁଜୁକରି ଜଣେ ୧୭ ବର୍ଷୀୟ ନାବାଳକଙ୍କୁ ରବିବାର ଜୁଭେନାଇଲ କୋର୍ଟକୁ ପଠାଇଛି। ଏନେଇ ଗ୍ରାମରେ ଏକ ବୈଠକ ବସିଥିଲା। ମାତ୍ର ନାବାଳକ ଜଣକ ଉକ୍ତ ବୈଠକରେ ଉପସ୍ଥିତ ନ ହେବାରୁ ଶିଶୁକନ୍ୟାଙ୍କ ପରିବାର ଥାନାରେ ଅଭଯୋଗ ହୋଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡ଼ି ବସିଲା ପୋଲିସ

ମୋହନା,୧୨।୪(ମନ୍ମଥ ମିଶ୍ର): ଘଞ୍ଚ ଜଙ୍ଗଲରେ ଲୁଚାଇ ରଖିଥିବା ବିପୁଳ ପରିମାଣର ଗଞ୍ଜେଇକୁ ଅଡ଼ବା ପୋଲିସ ରବିବାର ଜବତ କରିଛି । ଏକ ବିଶେଷ ସୂତ୍ରରୁ ଖବର ପାଇ…

ଜଳିଗଲା ୩ ଭାଇଙ୍କ ଘର

ବେଲଗୁଣ୍ଠା,୧୨ା୪(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ୍‌ ଅନ୍ତର୍ଗତ ଟିକରପଡା ମିଲ ସାହିରେ ଅଗ୍ନିକାଣ୍ଡ ଘଟି ୩ଭାଇଙ୍କ ୩ ବଖରା ଘର ପୋଡି ପାଉଁଶ ହୋଇଯାଇଛି।…

ଜଳିଗଲା ୩ ପରିବାରର ଗୁହାଳ ଘର, ୨ ବଳଦ ଜୀବନ୍ତ ଦଗ୍ଧ 

ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ବୋରିପଦର ଗ୍ରାମରେ ଅଗ୍ନିକାଣ୍ଡ । ରବିବାର ଅପରାହ୍ନରେ ନିଆଁ ଲାଗି ୩ଟି ପରିବାରର ଗୁହାଳ…

ଭୀମ ଭୋଇ ମେଡିକାଲରେ ରୋଗୀଙ୍କ ମୋବାଇଲ୍ ଚୋରି କରୁଥିଲା ଚୋର, ହାତ ବାନ୍ଧି ଉତ୍ତମ ମଧ୍ୟମ ଦେଲେ ଲୋକେ

ବଲାଙ୍ଗୀର,୧୨।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡ଼ିକାଲ କଲେଜ ଓ ହସ୍ପିଟାଲରେ ଦିନକୁ ଦିନ ଚୋରି ଘଟଣା ବଢିବାରେ ଲାଗିଛି । ନିଶାସେବନ କରି କିଛି ଅସାମାଜିକ…

କାଠ ବୋଝେଇ ପିକଅପ୍ ଭ୍ୟାନକୁ ଜବତ କଲା ପଦ୍ମପୁର ବନ ବିଭାଗ, ମିଳିଲା….

ପଦ୍ମପୁର,୧୨।୪(ପ୍ରଦୀପ୍ତ ଦାଶ): ପଦ୍ମପୁର ବନ ବିଭାଗକୁ ସଫଳତା । ଶନିବାର ଜଗଦଳପୁର ଥାନା ଅନ୍ତର୍ଗତ ଲୋହରା କୋଟ ଗ୍ରାମ ପାଖରୁ ଏକ ସାଗୁଆନ ଗଣ୍ଡି ବୋଝେଇ ମେକ୍ସ…

ବରଗଡରେ ୨ଟି ଫୁଲମାଳା ବିନିମୟରେ ବାଛିଲେ ଜୀବନସାଥୀ… ନା ଦେଖିଥିଲେ ଜାତି, ନା ଦେଇଥିଲେ ଯୌତୁକ

ବରଗଡ଼,୧୨।୪(ପ୍ରେମାନନ୍ଦ ଖମାରୀ): ବିବାହରେ ନ ଥିଲା ଯାନି ଯୌତୁକ । ନ ଥିଲା ଜାତି ଭେଦଭାବ। ବାହାରି ନ ଥିଲା ବରାତି ଶୋଭାଯାତ୍ରା। କେବଳ ୨ଟି ଫୁଲମାଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri