ଶିଶୁ ରାଇଜର ୪୭ ତମ ବାର୍ଷିକ ଉତ୍ସବ

ନୟାଗଡ଼ ଅଫିସ,୧୬ା୧୧: ନୟାଗଡ଼ ଜିଲା ଓଡ଼ଗାଁ ବ୍ଳକ ବଡ଼ପୁଟସ୍ଥିତ ଚାଚା ନେହେରୁ ଶିଶୁ ରାଇଜର ୪୭ତମ ବାର୍ଷିକ ଉତ୍ସବ ଗୁରୁବାର ସନ୍ଧ୍ୟାରେ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ ଅତିଥିଭାବେ ରଣପୁର ବିଧାୟକ ସତ୍ୟ ନାରୟଣ ପ୍ରଧାନ ଯୋଗ ଦେଇଥିବା ବେଳେ ମୁଖ୍ୟବକ୍ତା ଭାବେ ଛାତ୍ରନେତା ଶିବରାମ ମହାପାତ୍ର , ସମ୍ମାନିତ ଅତିଥିଭାବେ ସାରଦା ପ୍ରସାଦ ମହାପାତ୍ର ଯୋଗ ଦେଇଥିଲେ। ଅତିଥିମାନେ ନେହେରୁଙ୍କ ଜୀବନାଦର୍ଶ ସମ୍ପର୍କରେ ଆଲୋକପାତ କରିଥିଲେ। ପରସ୍ପର ମଧ୍ୟରେ ଭାଇଚାରାର ସମ୍ପର୍କ ରକ୍ଷା କରି ଦୁର୍ନୀତିମୁକ୍ତ ସୁସ୍ଥ ସମାଜ ଗଠନ କରିବା ପାଇଁ ଆହ୍ବାନ ଦେଇଥିଲେ। ଅନୁଷ୍ଠାନର ସମ୍ପାଦକ ସୁଜିତ କୁମାର ପ୍ରଧାନ ବାର୍ଷିକ ବିବରଣୀ ପାଠ କରିଥିବା ବେଳେ ସଭାପତିି ଦୁର୍ଯ୍ୟୋଧନ ସାମଲ ଧନ୍ୟବାଦ ଦେଇଥିଲେ। ଏହି ଅବସରରେ ମୁରଲୀ ଡ୍ୟାନ୍ସ ଗ୍ରୁଫ୍‌ ପକ୍ଷରୁ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି

ଭୁବନେଶ୍ୱର,୧୧।୪: ୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି। ଟ୍ରିବ୍ୟୁନାଲ ଅବଧି ବୃଦ୍ଧି କଲେ କେନ୍ଦ୍ର ସରକାର। ଏନେଇ ଜଳ ସମ୍ପଦ ନଦୀ ବିକାଶ…

‘ଇରାନ କେବଳ ଆଲୋଚନା ପାଇଁ ବଞ୍ଚିଛି’, ପାକିସ୍ତାନରେ ଶାନ୍ତି ଆଲୋଚନା ପୂର୍ବରୁ ଟ୍ରମ୍ପଙ୍କ ଧମକ

ଓ୍ବାଶିଂଟନ୍‌,୧୧।୪: ପାକିସ୍ତାନରେ ଶାନ୍ତି ଆଲୋଚନା ପୂର୍ବରୁ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ଇରାନକୁ ଧମକ ଦେଇଛନ୍ତି। ଟ୍ରମ୍ପ କହିଛନ୍ତି , ଇରାନ କେବଳ ଆଲୋଚନା ପାଇଁ…

ବିସ୍ଫୋରକ ବ୍ୟାଟିଂ ପଛର ରାଜ୍‌ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୧୧।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ୭୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ମାତ୍ର ୨୬ ବଲ ଖେଳି ସେ ୭ଟି ଛକା…

ବିମାନର ପ୍ରତ୍ୟେକ ସିଟ୍‌ରେ ଲାଗିଛି ପିଲାଙ୍କ ଫଟୋ ସହ ବ୍ୟାଗ-ଜୋତା, କାହିଁକି ଏମିତି କରି ପାକିସ୍ତାନରେ ପହଞ୍ଚିଲା ଇରାନ, ସବୁ ଦେଖିକି…

ନୂଆଦିଲ୍ଲୀ,୧୧।୪: ଇରାନ-ଆମେରିକା ଶାନ୍ତି ଆଲୋଚନା ପାଇଁ ଇସଲାମାବାଦ ପ୍ରସ୍ତୁତ। ଇରାନ ପ୍ରତିନିଧି ଦଳ ପାକିସ୍ତାନରେ ପହଞ୍ଚିଛନ୍ତି। ଆଜି ଶନିବାର ଦିନ ଇରାନ ଏବଂ ଆମେରିକା ଆଲୋଚନା ଟେବୁଲରେ…

ମୃତ୍ୟୁର ମିତ୍ର ଓ ଶାନ୍ତିର ସନ୍‌ମାର୍ଗ

ଆଧୁନିକ ଆମେରିକାର ଜନକ ବୋଲି କୁହାଯାଉଥିବା ବିଶିଷ୍ଟ ଲେଖକ, ଦାର୍ଶନିକ, ବୈଜ୍ଞାନିକ ତଥା ରାଷ୍ଟ୍ରନୀତିଜ୍ଞ ବେଞ୍ଜାମିନ ଫ୍ରାଙ୍କ୍‌ଲିନ କହୁଥିଲେ- ”ଦୁନିଆରେ କିଏ କେଉଁଠି କେବେ ଗୋଟେ ଭଲ…

ମହାତ୍ମା ଜ୍ୟୋତିରାଓ ଫୁଲେ: ଭାରତର ମାର୍ଗଦର୍ଶନ କରୁଥିବା ଏକ ଆଲୋକବର୍ତ୍ତିକା

ଆଜି ୧୧ ଏପ୍ରିଲ। ଆମ ସମସ୍ତଙ୍କ ପାଇଁ ଅତି ସ୍ବତନ୍ତ୍ର ଦିନ। ଆଜି ହେଉଛି ଭାରତର ମହାନ୍‌ ସମାଜ ସଂସ୍କାରକ ତଥା ଅନେକ ପିଢ଼ି ପାଇଁ ମାର୍ଗଦର୍ଶକ…

କାହାକୁ ଚିୟର କରିବେ ଗିଲ୍‌ ନା ଅର୍ଜୁନ: ଏମିତି ପ୍ରତିକ୍ରିୟା ଦେଲେ ସାରା ତେନ୍ଦୁଲକର, ଦେଖନ୍ତୁ VIDEO

ଲକ୍ଷ୍ନୌ,୧୧।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ରେ ଆଜି ଦୁଇଟି ମ୍ୟାଚ ଖେଳାଯିବ। ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ଏବଂ ଗୁଜରାଟ ଟାଇଟାନ୍ସ ଖେଳିବେ। ମ୍ୟାଚ ପୂର୍ବରୁ ସାରା ତେନ୍ଦୁଲକରଙ୍କ ଏକ…

ଅଧିକାରୀ ଅଭାବ

ମଧ୍ୟପ୍ରଦେଶରେ ଅନୁମୋଦିତ ସଂଖ୍ୟା ତୁଳନାରେ ୧୫୦ରୁ ଅଧିକ ଆଇଏଏସ୍‌ ଅଧିକାରୀଙ୍କ ଅଭାବ ରହିଛି। ଏହା ଏକ ସାମାନ୍ୟ ବ୍ୟବଧାନ ନୁହେଁ ବରଂ ଏକ ବ୍ୟବସ୍ଥାଗତ ଅଭାବକୁ ଇଙ୍ଗିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri