ଶିଶୁ ସୁରକ୍ଷା ନେଇ ସଚେତନତା ଶୋଭାଯାତ୍ରା

ମ.ରାମପୁର,୧୨।୮(ଡି.ଏନ.ଏ.) କଳାହାଣ୍ଡି ଜିଲା ମ.ରାମପୁର ସ୍ଥିତ ଦୁର୍ଗାମାଧବ ଉଚ୍ଚ ବିଦ୍ୟାପୀଠ ଛାତ୍ରୀଛାତ୍ରଙ୍କୁ ନେଇ ସ୍ଥାନୀୟ ପୋଲିସ ବିଭାଗ ପକ୍ଷରୁ ଶିଶୁ ସୁରକ୍ଷା ସଚେତନତା ଶୋଭଯାତ୍ରା ହୋଇଯାଇଛି । ଥାନା ଭାରପ୍ରାପ୍ତ ଅଧିକାରୀ ମ.ରାମପୁର ଉତ୍ତମ କୁମାର ସାହୁଙ୍କ ତତ୍ତ୍ବାବଧାନରେ ପରିଚାଳିତ କାର୍ଯ୍ୟକ୍ରମରେ ଶିଶୁଙ୍କ ପ୍ରତି ନିର୍ଯାତନା ରୋକିବା, ଶିଶୁ ଶ୍ରମିକ ପ୍ରଥା ଉଚ୍ଛେଦ କରିବା ପାଇଁ ସହାୟକ ହେବା, ଶିଶୁ ଚାଲାଣ ଆଦି ରୋକିବା ଦିଗରେ ସଚେତନତା ମୂଳକ ଫ୍ଲାକାର୍ଡ, ପ୍ରଚାରପତ୍ର ଧରି ଛାତ୍ରୀମାନଙ୍କ ଦ୍ୱାରା ଶୋଭାଯାତ୍ରା କରାଯାଇଥିଲା । ବ୍ଲକ ଅଧ୍ୟକ୍ଷ ଜିବେଶ ପଣ୍ଡା, ସଦର ସରପଞ୍ଚ ଚିତ୍ତରଞ୍ଜନ ବାଗ ପ୍ରମୁଖ ସହଯୋଗରେ କାର୍ଯ୍ୟକ୍ରମ ହୋଇଯାଇଛି । ୧୩ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ଉକ୍ତ ସରକାରୀ ପ୍ରାୟୋଜିତ ଓ ସରକାରୀ ପୃଷ୍ଠପୋଷକତ୍ୱ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି । ଏଥିରେ ପୋଲିସର ଯେନତେଣ ପ୍ରକାରେ ଦାୟୀତ୍ୱ ନିର୍ବାହ କରାଯାଉଥିବା ଜଣାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସିଦ୍ଧ ଅଗ୍ନି ଭୈରବଙ୍କ ଝାମୁଯାତ୍ରା ମହାଆଡ଼ମ୍ବରରେ ସମ୍ପନ୍ନ, କମ୍ପିଲା ଲାଞ୍ଜିଗଡ଼; ତତଲା ନିଆଁ ଉପରେ ଚାଲିଲେ…

ଲାଞ୍ଜିଗଡ଼,୩୦ା୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ସହରର ପରମ ଆରାଧ୍ୟ ଦେବତା ଅଗ୍ନି ଭୈରବଙ୍କ ବିଶ୍ୱପ୍ରସିଦ୍ଧ ଝାମୁଯାତ୍ରା ବୁଧବାର ମହା ସମାରୋହରେ ପାଳିତ ହୋଇଯାଇଛି। ଏହି…

ସାନଖେମୁଣ୍ଡିରେ ବ୍ୟାପିଲା ଝାଡ଼ାବାନ୍ତି, ଜଣଙ୍କ ମୃତ୍ୟୁ, ୪ ଗୁରୁତର; ବ୍ରହ୍ମପୁର MKCGରେ…

ଦିଗପହଣ୍ଡି,୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ପଞ୍ଚାୟତ ମାର୍ଥାପୁର ଗାଁରେ ଗତ ୪ ଦିନ ହେଲା ଝାଡ଼ାବାନ୍ତି କାୟା ବିସ୍ତାର କରିବାରେ ଲାଗିଛି।…

ଅନଲାଇନ୍ ଗେମିଂ-ବେଟିଂ ନାଁରେ କୋଟି କୋଟି ଟଙ୍କାର ସାଇବର ଠକେଇ! ଗଞ୍ଜାମରେ ଗିରଫ ହେଲେ ଆଉ ଜଣେ ଅଭିଯୁକ୍ତ

ଛତ୍ରପୁର,୩୦।୯(ଦିଲ୍ଲୀପ ସାମଲ/ଦ୍ଵାରିକା ପଟ୍ଟନାୟକ) : ଅନଲାଇନ୍ ଗେମିଂ, ବେଟିଂ ଓ ଇନଭେଷ୍ଟମେଣ୍ଟ ଆପ୍ ମାଧ୍ୟମରେ ଅଧିକ ଲାଭର ପ୍ରଲୋଭନ ଦେଖାଇ ଠକେଇ କରୁଥିବା ଏକ ସାଇବର ନେଟୱର୍କକୁ…

ମହଙ୍ଗା ପଡିଲା ମୋଡିଫାଏଡ୍ ସାଇଲେନ୍ସର ଲଗାଇବା! ଟାଉନ୍ ଥାନା ପୋଲିସର ଚଢ଼ାଉ, ୭ ବାଇକ୍ ଜବତ

ଭବାନୀପାଟଣା,୩୦।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ବଢ଼ୁଥିବା ଶବ୍ଦ ପ୍ରଦୂଷଣକୁ ନିୟନ୍ତ୍ରଣ କରିବା ଏବଂ ମୋଟର ଯାନ ଆଇନର କଡ଼ାକଡ଼ି ପାଳନ ଲକ୍ଷ୍ୟରେ ସ୍ଥାନୀୟ…

ପ୍ରଧାନ ଶିକ୍ଷକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା; ବାଜିଲା ବାଜା, ଗ୍ରାମ ପରିକ୍ରମା କଲେ ଛାତ୍ରୀଛାତ୍ର

କେସିଙ୍ଗା,୩୦ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ବୋରିଆ ପଞ୍ଚାୟତ ଚିଚର୍ଲା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ କୃଷ୍ଣଚନ୍ଦ୍ର ନାୟକଙ୍କୁ ବୁଧବାର ଅବସର କାଳୀନ ବିଦାୟ…

ଲିଫ୍ଟ ମାଗି ବାଇକରେ ବସିଲେ; ରାସ୍ତାରେ ମାଡ଼ ମାରି ଟଙ୍କା-ବ୍ରେସଲେଟ୍ ଲୁଟିନେଲେ ଦୁର୍ବୃତ୍ତ, ଥାନାରେ ଏତଲା

ଦିଗପହଣ୍ଡି,୩୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ହାଇସ୍କୁଲ ନିକଟରେ ଲୁଟ୍ ହୋଇଥିବା ନେଇ ଅଭିଯୋଗ ହୋଇଛି । ବୁଗୁଡ଼ା ଥାନା କଞ୍ଚୁରୁ…

କେନ୍ଦ୍ରାପଡ଼ାରେ ଗୁରୁ-ଶିଷ୍ୟା ସମ୍ପର୍କରେ କଳଙ୍କ: ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ, ନୃତ୍ୟ ଶିକ୍ଷକ ଗିରଫ

ଡେରାବିଶ, ୩୦।୯(ବେବର୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ନିକିରେଇ ଥାନା ଅନ୍ତର୍ଗତ ଡେରାବିଶ ବ୍ଳକ ଅଂଚଳର ଏକ ବିଦ୍ୟାଳୟର ନୃତ୍ୟ ଶିକ୍ଷକ ଜଣେ ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ…

ଫସଲ କ୍ଷୟକ୍ଷତି ଆକଳନ ସହ ତୁରନ୍ତ କ୍ଷତିପୂରଣ ପ୍ରଦାନ ଦାବି

ଛତ୍ରପୁର,୩୦ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଲଘୁଚାପଜନିତ ବର୍ଷାରେ ଗଞ୍ଜାମ ଜିଲାର ବହୁ ଚାଷୀ କ୍ଷତିଗ୍ରସ୍ତ ହୋଇଥିବାରୁ କ୍ଷୟକ୍ଷତିର ସଠିକ୍‌ ଆକଳନ ସହ ତୁରନ୍ତ କ୍ଷତିପୂରଣ ପ୍ରଦାନ ଦାବି କରିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?