ଶିଶୁକନ୍ୟାର ମୃତଦେହରୁ ଆଖି ଗାଏବ ଘଟଣା: ଖୋଳତାଡ଼ ଆରମ୍ଭ, ସିଡିଏମ୍‌ଓଙ୍କ କାର୍ଯ୍ୟାଳୟରେ ଚାଲିଛି ଆଲୋଚନା

ଅନୁଗୋଳ ଅଫିସ,୨୦।୫: ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ପରିଚାଳନାଗତ ଅବ୍ୟବସ୍ଥା ଯୋଗୁ ଜଣେ ୪ ବର୍ଷର ଶିଶୁକନ୍ୟା ପ୍ରୀତି ଗୋଚ୍ଛାୟତଙ୍କ ମୃତଦେହରୁ ଦୁଇ ଆଖି ଗାଏବ ହେବା ନେଇ ଶୁକ୍ରବାର ଅଭିଯୋଗ ହୋଇଥିଲା। ତେବେ ଶନିବାର ଚିକିତ୍ସାଳୟରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ନିର୍ଦ୍ଦେଶକ ଡାକ୍ତର ଦିଲୀପ କୁମାର ଷଡ଼ଙ୍ଗୀ ପହଞ୍ଚି ଖୋଳତାଡ଼ ଆରମ୍ଭ କରିଛନ୍ତି। ସିଡିଏମ୍‌ଓଙ୍କ କାର୍ଯ୍ୟାଳୟରେ ସେ ମେଡିକାଲ ଉଚ୍ଚ ପଦସ୍ଥ ଅଧିକାରୀଙ୍କ ସହ ଆଲୋଚନା ଆରମ୍ଭ କରୁଥିବା ଜଣାପଡ଼ିଛି।

ପ୍ରକାଶଯୋଗ୍ୟ, ଚିକିତ୍ସାଳୟରୁ ମୃତ ଶିଶୁକନ୍ୟାଙ୍କ ଦୁଇ ଆଖି ଗାଏବ ହେବା ଜଣାପଡ଼ିବା ପରେ ମେଡିକାଲରେ ଉତ୍ତେଜନା ଲାଗିରହିଥିଲା। ଝିଅ ନାକରେ କ୍ଷତ ଚିହ୍ନ ରହିଛି। ତେଣୁ ଡାକ୍ତରଙ୍କ ସମ୍ପୃକ୍ତି ବିନା ଆଖି ତାଡ଼ି ନିଆଯିବା ସମ୍ଭବ ନୁହେଁ। ଏଥିରେ ଏକ ସ୍ବତନ୍ତ୍ର ର଼୍ୟାକେଟ୍‌ କାମ କରୁଥିବା ଝିଅ ପ୍ରୀତିଙ୍କ ମା’ ଶୀଲା ଗୋଚ୍ଛାୟତ ଅନୁଗୋଳ ଥାନାରେ ଅଭିଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨ବାଇକ୍‌ ମୁହାଁ ମୁହିଁ ଧକ୍କା: ତଳେ ପଡିଥିବା ବାଇକ୍‌ ଚାଳକଙ୍କ ଉପରେ ମାଡ଼ିଗଲା ଟ୍ରକ

ବଲାଙ୍ଗୀର,୨।୫: ବଲାଙ୍ଗୀର ଜିଲା ଟିଟିଲାଗଡ଼ ରୋଡ଼ ବିଜାଖମନଠାରେ ଶନିବାର ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି l ଦୁଇ ମୋଟର ସାଇକେଲ ମୁହାଁ ମୁହିଁ ଧକ୍କା…

ରାଉରକେଲାରେ ୨ ନାବାଳିକାଙ୍କୁ ବଳାତ୍କାର

ରାଉରକେଲା,୨।୫(ସଙ୍ଗୀତା ଜେନା): ଇସ୍ପାତ ସହର ରାଉରକେଲାର ସେକ୍ଟର-୧୯ ଥାନା ଅଞ୍ଚଳରେ କୋଲ୍‌ ଡ୍ରିଙ୍କ୍‌ସ କିଣିବା ବାହାନାରେ ୨ଜଣ ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ…

ଇଣ୍ଟରନାସନାଲ ବୁକ୍ସ ଅଫ ରେକର୍ଡସରେ ସ୍ଥାନ ପାଇଲେ ଅଢ଼େଇ ବର୍ଷର କନ୍ୟା ‘ଶ୍ରେୟାଶିଂ’: ୨୫ ସେକେଣ୍ଡରେ….

ସାକ୍ଷୀଗୋପାଳ,୨।୫(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ନିଜର ବିଚକ୍ଷଣ ବୁଦ୍ଧି ଏବଂ ତତ୍କାଳ ସଠିକ ଉତ୍ତର ଦେଇଥିବା ଯୋଗୁ ଅଢ଼େଇ ବର୍ଷର ଶିଶୁକନ୍ୟା ଶ୍ରେୟାଶିଂ ପଣ୍ଡା ଇଣ୍ଟରନାସନାଲ ବୁକ୍ସ…

ବାଇକ୍‌ରେ ଯାଉଥିବା ବେଳେ ଉପରେ ପଡ଼ିଲା ତାଳ ଗଛ: ଚାଲିଗଲା ଯୁବକଙ୍କ ଜୀବନ,ଖବର ପାଇ ବିଷ ପିଇଦେଲେ ସ୍ତ୍ରୀ

ଯାଜପୁର,୨।୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲାର ବିଭିନ୍ନ ସ୍ଥାନରେ କାଳବୈଶାଖୀ ତାଣ୍ଡବ ରଚିଛି। ଏହାର ପ୍ରଭାବରେ ବଡଚଣା ବଡ଼ବାଲିକିୁଦା ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଯାଇଛି।  ତାଳଗଛ…

ଦେବଗଡ଼ରେ ପାସହାର ୯୬.୨୬ ପ୍ରତିଶତ: ଅଲିଶା ହେଲେ ଜିଲା ଟପର

ଦେବଗଡ଼,୨।୫(ଶେଖର ଝାଙ୍କର): ଶନିବାର ପ୍ରକାଶ ପାଇଛି ମାଟ୍ରିକ ପରୀକ୍ଷା ଫଳ। ଦେବଗଡ଼ ଜିଲାରେ ପାସ ହାର ୯୬.୨୬ ପ୍ରତିଶତ ରହିଛି। ଚଳିତ ବର୍ଷ ୮୬ଟି ହାଇସ୍କୁଲର ୪୦୫୧…

ଲିଲି, କପିଳେଶ୍ୱର ଯୁଗ୍ମ ବ୍ଲକ ଟପ୍ପର୍‌

କର୍ଲାମୁଣ୍ଡା,୨ା୫(ପ୍ରଦୀପ କୁମାର ସାହୁ): ଶନିବାର ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ପାଇଛି। ଏଥିରେ କଲାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ତେରେଶିଙ୍ଗା ନୋଡାଲ ହାଇସ୍କୁଲ ଛାତ୍ରୀ ଲିଲି ଗହୀର…

ବିଦ୍ୟୁତ୍‌ ତାରରେ ଲାଗିଗଲେ ମା’, ପୁଅ, ଆଉ ତା’ପରେ…

ରିଆମାଳ,୨ା୫(ବଦ୍ରୀ ନାରାୟଣ ଅଗ୍ରୱାଲା) ଦେବଗଡ଼ ଜିଲା ରିଆମାଳ ବ୍ଲକ ଅଧୀନ କୁଣ୍ଢେଇଗୋଳା ଗ୍ରାମରେ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବିଦ୍ୟୁତ୍‌ ତାର ସଂଷ୍ପର୍ଶରେ ଆସି ଶନିବାର…

ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ମେ’ ୪ରେ ମିଳିବ ‘ସୁଭଦ୍ରା’ ଟଙ୍କା, ଉପକୃତ ହେବେ…

ଭୁବନେଶ୍ୱର,୨।୫: ରାଜ୍ୟର ସୁଭଦ୍ରା ଯୋଜନାରୁ ବଞ୍ଚିତ ଥିବା ହିତାଧିକାରୀଙ୍କ ପାଇଁ ଆସିଛି ଏକ ଖୁସି ଖବର। ଆସନ୍ତା ମେ’ ୪ ତାରିଖରେ ବଞ୍ଚିତ ହିତାଧିକାରୀଙ୍କୁ ସୁଭଦ୍ରା ଯୋଜନାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri