ଶୀଘ୍ର ବିଛଣା ଛାଡ଼ିଲେ ଦୂର ହୁଏ ଏସବୁ ସମସ୍ୟା

ଆଜିକାଲି ଦୈନନ୍ଦିନ ଜୀବନଶୈଳୀ ବଦଳିଗଲାଣି। ଏଇ ଯେମିତି କିଛି ଲୋକଙ୍କର ବିଳମ୍ବରେ ଶୋଇବା, ବିଳମ୍ବରେ ଉଠିବା ଅଭ୍ୟାସରେ ପରିଣତ ହୋଇଗଲାଣି । କିନ୍ତୁ ବିଳମ୍ବରେ ଉଠିଲେ ଅନେକ କ୍ଷତି ହୋଇଥାଏ। ସେଥିପାଇଁ ଶୀଘ୍ର ବିଛଣା ଛାଡ଼ିଲେ ଶାରୀରିକ ତଥା ମାନସିକ ଶାନ୍ତି ମିଳିବା ସହ ଅନେକ ରୋଗ ଦୂରେଇ ଯାଇଥାଏ। ଜାଣନ୍ତୁ ଏ ସମ୍ପର୍କରେ…

ଅବସାଦ ଦୂର ହୁଏ : ଏକ ଅଧ୍ୟୟନରୁ ଜଣାପଡ଼ିଛି ଯେ, ଯେଉଁ ଲୋକ ଭୋର୍‌ରୁ ଉଠନ୍ତି। ସେମାନଙ୍କୁ ମାନସିକ ଶାନ୍ତି ମିଳିଥାଏ। ଏହା ବ୍ୟତୀତ ସିଜୋଫ୍ରେନିଆ ତଥା ଅବସାଦ ପରି ରୋଗ ଗ୍ରାସ କରି ନ ଥାଏ।

ମନ ପ୍ରଫୁଲ୍ଲ ରହେ : ଯେଉଁମାନେ ସକାଳୁ ଉଠନ୍ତି ସେମାନଙ୍କ ମନ ପ୍ରଫୁଲ୍ଲ ରହେ। ଦିନସାରା କୌଣସି କାମ କରିବାରେ ଆଦୌ ଥକ୍କା ଅନୁଭବ କରନ୍ତି ନାହିଁ।

ଶରୀର ସୁସ୍ଥ ରହେ : କୌଣସି କାରଣବଶତଃ ବିଳମ୍ବରେ ଶୋଇବାକୁ ଯାଉଥିଲେ ମଧ୍ୟ ସୂର୍ଯ୍ୟୋଦୟ ପୂର୍ବରୁ ଉଠିପଡ଼ିଲେ ଶରୀର ସୁସ୍ଥ ରହିବା ସହ କୌଣସି ରୋଗ ଏତେଶୀଘ୍ର ଗ୍ରାସ କରେ ନାହିଁ।
ଚିଡ଼ିଚିଡ଼ା ପଣ ଦୂର ହୁଏ : ଯେତେ ସମ୍ଭବ ଭୋର୍‌ରୁ ଉଠିବାକୁ ଚେଷ୍ଟା କରନ୍ତୁ। ଭୋର୍‌ରୁ ଉଠିଲେ ଚିଡ଼ିଚିଡ଼ା ପଣ ଦୂର ହେବା ସୁସ୍ଥ ଅନୁଭବ କରିବେ।

ଆଖି ସମସ୍ୟା ଦୂର ହୁଏ : ସକାଳୁ ଉଠି ସବୁଜ ବୃକ୍ଷଲତାକୁ ଚାହିଁଲେ ଆଖି ସମସ୍ୟା ଦୂର ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଉଗ୍ର ଚାଲ! ୨ ସେପ୍ଟେମ୍ବର ପର୍ଯ୍ୟନ୍ତ ଏହି ୫ଟି ରାଶି ଉପରେ ବଡ଼ ସଙ୍କଟ

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ସେନାପତି ମଙ୍ଗଳ ଏବଂ ଛାୟା ଗ୍ରହ ରାହୁଙ୍କ ସମ୍ବନ୍ଧକୁ ଅତ୍ୟନ୍ତ ଉଗ୍ର ଓ ସମ୍ବେଦନଶୀଳ ମାନାଯାଏ। ପରାକ୍ରମ, ଉର୍ଜା ଏବଂ କ୍ରୋଧର କାରକ…

ସୁଭଦ୍ରା ଟଙ୍କା ଆସିବା ଆଗରୁ ମୋଦିଙ୍କୁ ଭେଟିଲେ ପ୍ରଭାତୀ ପରିଡ଼ା, ହୋଇପାରେ ବଡ଼ ଘୋଷଣା!

ଭୁବନେଶ୍ୱର,୨୫।୮: ବଡ଼ ଖବର । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଏ ନେଇ ସୋସିଆଲ ମିଡିଆରେ ପୋଷ୍ଟ କରି ସୂଚନା ଦେଇଛନ୍ତି…

ସୂର୍ଯ୍ୟ-କେତୁ ଆଣିବେ ବଡ଼ ସଙ୍କଟ! ଆଗାମୀ ୨୬ ଦିନ ୩ ରାଶି ପାଇଁ ବଢିବ ଅଯଥା ଟେନସନ୍, ହୋଇଯାଆନ୍ତୁ ସାବଧାନ…

ଜ୍ୟୋତିଷ ଶାସ୍ତ୍ରରେ, ସୂର୍ଯ୍ୟ ଦେବତାଙ୍କୁ ଆତ୍ମା, ପିତା, ସମ୍ମାନ ଏବଂ ନେତୃତ୍ୱର କାରକ ଭାବରେ ବିବେଚନା କରାଯାଏ । ସମାନକ୍ରମରେ ପାପି କେତୁଙ୍କୁ ଏକ ଛାୟା ଗ୍ରହ…

କିରିକୁଟିରେ ‘ଆମ ଗାଁ ଆମ ତହସିଲ: ଅଭିଯୋଗ ଶୁଣିଲେ

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ତହସିଲ ଅଧୀନ କିରିକୁଟି ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ‘ଆମ ଗାଁ ଆମ ତହସିଲ’ ଶିବିର ଅନୁଷ୍ଠିତ…

ଟ୍ରେନରେ ଆସୁଛି ୮୦୦ଟନ୍‌ ପିଆଜ, କିଲୋ ପ୍ରତି ଏତେ କମିଯିବ ପିଆଜ ଦର?

ନୂଆଦିଲ୍ଲୀ,୨୫।୮: ଏହି ଦିନଗୁଡ଼ିକରେ ପିଆଜ ଦର ଆକାଶଛୁଆଁ ହେଉଛି। ପିଆଜ କିଣିବା ଦାମ୍‌ରେ ହାରାହାରି ୫୯ ପ୍ରତିଶତରୁ ଅଧିକ ବୃଦ୍ଧି ରେକର୍ଡ କରାଯାଇଛି। ଏଭଳି ପରିସ୍ଥିତିରେ କେନ୍ଦ୍ର…

ତୃତୀୟ ଦିନରେ ଶ୍ରୀଲଙ୍କାର ଲଢ଼ୁଆ ବ୍ୟାଟିଂ, ଭାରତର ନିୟନ୍ତ୍ରଣରେ ଦ୍ୱିତୀୟ ଟେଷ୍ଟ

କଲମ୍ବୋ,୨୫ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ ତୃତୀୟ ଦିନ ଶେଷ ସୁଦ୍ଧା ଭାରତ ନିୟନ୍ତ୍ରଣରେ ରହିଛି। ପ୍ରଥମ ଇନିଂସ୍‌ରେ ଭାରତ ୫୦୩/୯ ସ୍କୋର କରିଥିବା ବେଳେ…

ଦାରିଙ୍ଗବାଡ଼ି ମିଳିତ ମଞ୍ଚ ଗଠନ, କର୍ମକର୍ତ୍ତା ଚୟନ: ବ୍ରାହ୍ମଣୀଗାଁରେ ବ୍ଲକ୍ କାର୍ଯ୍ୟାଳୟ ସ୍ଥାପନ ଦାବି

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍ ପାଳକ ସଂଘର କମ୍ୟୁନିଟି ହଲ୍‌ରେ ମଙ୍ଗଳବାର ଦାରିଙ୍ଗବାଡ଼ି ମିଳିତ ମଞ୍ଚ ଗଠନ ଓ କର୍ମକର୍ତ୍ତା ଚୟନ…

ସିଡିପିଓଙ୍କ ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଦାବି ନେଇ ଅଙ୍ଗନୱାଡି ସଂଘର ଅନଶନ ଆରମ୍ଭ

ଗୁଣପୁର, ୨୫।୮ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁରରେ ବିଭିନ୍ନ ଦାବି ନେଇ ଅଙ୍ଗନୱାଡି କର୍ମୀ ଓ ସହାୟିକାମାନେ ମଙ୍ଗଳବାରଠାରୁ ଅନଶନ ଆରମ୍ଭ କରିଛନ୍ତି। ଅନଶନ ଆରମ୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri