ଶୀଘ୍ର ବ୍ୟାପୁଛି ନୂଆ କରୋନା ଭାଇରସ ଷ୍ଟ୍ରେନ: ଡବ୍ଲ୍ୟୁଏଚ୍‌ଓକୁ ଜଣାଇଲା ୟୁକେ

ଲଣ୍ଡନ: ୟୁକେରେ ବ୍ୟାପୁଥିବା ନୂଆ କରୋନା ଭାଇରସ ପୂର୍ବ ଅପେକ୍ଷା ବେଶ୍‌ ଶକ୍ତିଶାଳୀ ଓ ଏହା ଦ୍ରୁତ ଗତିରେ ବ୍ୟାପୁଛି। ସଂକ୍ରମଣ ହ୍ରାସ ପାଇଁ ଅଧିକ ଜନସଚେତନତା ଦରକାର ବୋଲି ଶନିବାର କହିଛନ୍ତି ଇଂଲଣ୍ଡର ମୁଖ୍ୟ ଚିକିତ୍ସା ଅଧିକାରୀ କ୍ରିସ ୱିଟି। ଏ ଲଣ୍ଡନ ପକ୍ଷରୁ ବିଶ୍ୱ ସ୍ବାସ୍ଥ୍ୟ ସଙ୍ଘଠନ(ଡବ୍ଲ୍ୟଏଚ୍‌ଓ)କୁ ଜଣାଇ ଦିଆଯାଇଛି।

ବ୍ରିଟେନରେ ଚଳିତ ମାସରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ଓ ମେଡିକାଲରେ ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଦେଶବାସୀଙ୍କୁ ଅଧିକ ସତର୍କ ରହିବା ଦରକାର ଥିବା ଶନିବାର ଅପରାହ୍ନରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି ପ୍ରଧାନମନ୍ତ୍ରୀ ବୋରିସ ଜନସନ। ଆଗକୁ ଖ୍ରୀଷ୍ଟମାସ ଆସୁଥିବାରୁ ଦେଶରେ ନୂଆ କଟକଣା ମଧ୍ୟ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ବୁଡ଼ି ୩ ନାବାଳିକା ମୃତ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଉମରକୋଟ,୯।୪(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ଥାନା କୁର୍ସୀ ଗ୍ରାମର ଉପରପାରାରେ ଦୁଃଖଦ ଘଟଣା ଦେଖିବାକୁ ମିଳିଛି । ଗୋଟିଏ ଗ୍ରାମର ଦୁଇ ପରିବାରର ତିନି ଜଣଙ୍କ…

ଶିକ୍ଷାବିଭାଗର ବିକଳ ଚିତ୍ର; ଗୋଟିଏ ଶ୍ରେଣୀ ଗୃହରେ ଚାଲିଛି ୬କ୍ଲାସ, ଫାଟକରେ ତାଲା ପକାଇ ଖରାରେ ଆନ୍ଦୋଳନ…

ଦିଗପହଣ୍ଡି,୯।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତରେ ଶିକ୍ଷା ବିଭାଗର ବିକଳ ଚିତ୍ର ଦେଖିବାକୁ ମିଳିଛି । ପଞ୍ଚାୟତ ଅଧିନ ଶ୍ୟାମସୁନ୍ଦର ପଲ୍ଲୀ…

ଷ୍ଟେଶନରୁ ଶିଶୁପୁତ୍ର ଚୋରି ଘଟଣାର ପର୍ଦ୍ଦାଫାଶ: ବାପା ରଚିଥିଲେ ନାଟକ, ଶାଳୀଙ୍କଠାରୁ ଛୁଆ ଆଣି…

ନିରାକାରପୁର, ୯।୪(ମାନସ ଚନ୍ଦ୍ର ପଟ୍ଟନାୟକ): ନିରାକାରପୁର ରେଳବାଇ ଷ୍ଟେଶନରୁ ୪ ମାସର ଶିଶୁପୁତ୍ର ଚୋରି ଘଟଣାରେ ପର୍ଦ୍ଦାଫାଶ କରିଛି ନିରାକାରପୁର ରେଳବାଇ ଫାଣ୍ଡି ପୋଲିସ। ଯେଉଁ ବାପା…

ପଲିଥିନ୍‌ ବାଣ୍ଟିବାକୁ ନେଉଥିଲେ ଘଟଗାଁ ଅତିରିକ୍ତ ତହସିଲଦାର, ଅଟକାଇଲେ ଲୋକେ

ପାଟଣା,୯ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଞ୍ଚାୟତ ମୂଷାଖରି-ମଲ୍ଲୀପୋଷି ରାସ୍ତାର ଆହାର ବନ୍ଧ ନିକଟରେ ପଲିଥିନ୍‌ ବୋଝେଇ ଗାଡ଼ି ଅଟକ ରଖିଛନ୍ତି ଉତ୍ତ୍ୟକ୍ତ ଲୋକେ।…

ଇରାନ-ଆମେରିକା ଯୁଦ୍ଧବିରତି ମଧ୍ୟରେ ଇସ୍ରାଏଲର ବଡ଼ ଦାବି: ହିଜବୁଲ୍ଲା ମୁଖ୍ୟଙ୍କ ଘନିଷ୍ଠ ସହଯୋଗୀ ନିହତ

ନୂଆଦିଲ୍ଲୀ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ୧୪ ଦିନିଆ ଯୁଦ୍ଧବିରତି ପାଇଁ ସହମତ ହୋଇଥିଲେ ମଧ୍ୟ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଇଛି। ଏହି ସମୟରେ, ଇସ୍ରାଏଲ ହିଜବୁଲ୍ଲା…

କୋଟିଏ ଟଙ୍କାର ଗଞ୍ଜେଇ ଜବତ କଲା ପାଡୁଆ ପୋଲିସ, ଜଙ୍ଗଲରେ ଲୁଚାଇ ରଖିଥିଲେ ମାଫିଆ

ନନ୍ଦପୁର/ପାଡୁଆ, ୯।୪(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧିନ ପାଡୁଆ ପୋଲିସକୁ ଗଞ୍ଜେଇ ଧରପଗଡ ମାମଲାରେ ଏକ ବଡ ସଫଳତା ମିଳିଛି…

ଲକ୍ଷ୍ୟଠାରୁ ଦୂରରେ ଏଜୁକେଶନ କମ୍ପ୍ଲେକ୍ସ, ଧରିତ୍ରୀରେ ଖବର ପ୍ରକାଶ ପରେ ପ୍ରଶାସନ ତତ୍ପର

ଗୁଣପୁର,୯।୪(ସଂକେତ ପାତ୍ର): ଦୁର୍ଗମ ଆଦିବାସୀ ଅଞ୍ଚଳରେ ଶିକ୍ଷାର ଉନ୍ନତି ଲକ୍ଷ୍ୟରେ ପ୍ରାୟ ୫ କୋଟି ଟଙ୍କା ବ୍ୟୟରେ ଗୁଣପୁର ବ୍ଲକ୍‌ ଅନ୍ତର୍ଗତ ଲାଞ୍ଜିଆ ସୌରା ଅଞ୍ଚଳର ଆବଡ଼ାରେ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ,୩୩୦୦ଟଙ୍କା କମିଲା ଦାମ୍

ନୂଆଦିଲ୍ଲୀ,୯।୪:  ଘରୋଇ ଫ୍ୟୁଚର୍ସ ବଜାରରେ ଗୁରୁବାର ସୁନା ଏବଂ ରୂପାର ମୂଲ୍ୟ ହ୍ରାସ ପାଇଛି । ବାଣିଜ୍ୟ ଆରମ୍ଭ ହେବା ସମୟରେ, ସୁନା ଏବଂ ରୂପା ଉଭୟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri