ଶୀତ ଋତୁରେ ପର୍ଯ୍ୟଟକଙ୍କ ମନ ଜିଣୁଛି କେନ୍ଦୁଝରର କଶ୍ମୀର ‘ଦରଗୁଡ଼ିଶିଳା’

କୋଳିମାଟି,୮ା୧୨:(ଡି.ଏନ୍‌.ଏ.): ବଣ ପାହାଡ଼ ଘେରା କେନ୍ଦୁଝର ଜିଲାର ପ୍ରାକୃତିକ ପରିବେଶ ବେଶ ମନୋରମ। ବିଶେଷ କରି ଶୀତ ଋତୁର ଆଗମନରେ ଜିଲାର ପ୍ରମୁଖ ପର୍ଯ୍ୟଟନସ୍ଥଳଗୁଡ଼ିକରେ ପ୍ରାକୃତିର ଅପୂର୍ବ ସୌନ୍ଦର୍ଯ୍ୟ ଦେଖିବାକୁ ମିଳେ। ଏଭଳି ଏକ ପ୍ରମୁଖ ପର୍ଯ୍ୟଟନସ୍ଥଳୀ ବା ଏଠାକାର କଶ୍ମୀର ଭାବେ ପରିଚିତ ଆନନ୍ଦପୁର ଉପଖଣ୍ଡର ‘ଦରଗୁଡ଼ିଶିଳା’ ଶୀତ ଋତୁର ଆଗମନରେ ସଜେଇ ହୋଇସାରିଛି। ଦରଗୁଡ଼ିଶିଳା ବୈତରଣୀ ନଦୀ ଶଯ୍ୟାରେ ପାହାଡ଼ ଜଙ୍ଗଲ ଘେରା ପରିବେଶ ମଧ୍ୟରେ ରହିଛି। ଏହା ପର୍ଯ୍ୟଟକଙ୍କୁ ବିଶେଷଭାବେ ଆକର୍ଷିତ କରିପାରୁଛି। ବଣଭୋଜି ପାଇଁ ଏଠାକୁ ଜିଲା ଓ ଜିଲା ବାହାର ଅଞ୍ଚଳରୁ ପର୍ଯ୍ୟଟକମାନଙ୍କ ଗହଳି ଲାଗୁଥିବା ଦେଖିବାକୁ ମିଳୁଛି।


Enter your email to get our daily news in your inbox.

All Right Reserved By Dharitri.Com

କଳାବ୍ୟାଜ୍‌ ପିନ୍ଧିଲେ ବରଗଡ଼ କୋଷାଗାର କର୍ମଚାରୀ, ଏହି ଘଟଣାରେ କାର୍ଯ୍ୟାନୁଷ୍ଠାନ…

ବରଗଡ଼,୩।୬(ପ୍ରେମାନନ୍ଦ ଖମାରୀ)- ଯାଜପୁର ଜିଲା କୋଷାଗାର କର୍ମଚାରୀଙ୍କୁ କୋଷାଗାର ଅଧିକାରୀଙ୍କ ଅଶ୍ଳୀଳ ଆଚରଣ ଓ ମାଡ଼ ମାରିବା ଅଭିଯୋଗ ଘଟଣାକୁ ନେଇ ଚାଲିଥିବା ଆନ୍ଦୋଳନର ପ୍ରଭାବ ବରଗଡ଼ରେ…

ନାବାଳିକାଙ୍କୁ ନିଶା ଦେଇ ଚଳନ୍ତା କାରରେ ଗଣବଳାତ୍କାର, ପରେ କଲେ ଏଭଳି କାଣ୍ଡ

ଆସାମ ବିଶ୍ୱନାଥ ଜିଲାର ଚାଲିଆ ଚାପୋରିରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ଭୟଙ୍କର ଘଟଣା ସାମ୍ନାକୁ ଆସିଛି । ଏଠାରେ ଜଣେ ୧୫ବର୍ଷୀୟା ନାବାଳିକାଙ୍କୁ ପାଞ୍ଚ ଜଣ ପୁରୁଷ…

ଧାନକଟା ମେଶିନରେ ଚାଲିଥିଲା କଫ୍ ସିରପ୍ ଚାଲାଣ, ଅତାବିରାରୁ ୨ ଗିରଫ

ଅତାବିରା,୩।୬(ଯୁଧିଷ୍ଠିର ମହାପାତ୍ର)-ବରଗଡ଼ ଜିଲା ଅଞ୍ଚଳରେ ଦିନକୁ ଦିନ କଫ୍ ସିରପ୍‌ କାରବାର ବଢ଼ିବାରେ ଲାଗିଛି । ମଙ୍ଗଳବାର ଅତାବିରା ଥାନା ପୋଲିସ ଏହି କାରବାରରେ ୨ ଅଭିଯୁକ୍ତଙ୍କୁ…

୬୧ବର୍ଷ ବୟସରେ ବର ସାଜିବେ ଆମିର, ଜୁଲାଇ ୫ରେ ତୃତୀୟ ବିବାହ…

ମୁମ୍ବାଇ: ପୁଣି ଥରେ ବିବାହ କରିବେ ବଲିଉଡର ‘ମିଷ୍ଟର ପରଫେକ୍ସନିଷ୍ଟ’। ୬୧ ବର୍ଷ ବୟସରେ ଆମିର ପୁଣି ଥରେ ବିବାହ ବନ୍ଧନରେ ବାନ୍ଧି ହେବାକୁ ଯାଉଛନ୍ତି। ସେ…

ଲାଞ୍ଜିଗଡ ଅଞ୍ଚଳରେ ଦାଦନ ଶ୍ରମିକର ମୃତ୍ୟୁ, ୩ଦିନ ପରେ ଗାଁକୁ ଫେରିଲା ଶବ

ଲାଞ୍ଜିଗଡ,୩।୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଅଞ୍ଚଳରେ ଦିନକୁ ଦିନ ଦାଦନ ସମସ୍ୟା ବଢ଼ିବାରେ ଲାଗିଥିବା ବେଳେ ଅନେକ ସମୟରେ ରାଜ୍ୟ ବାହାରେ ଦାଦନଙ୍କ…

ଟଙ୍କା ବିବାଦରୁ ବୃଦ୍ଧଙ୍କୁ ଆକ୍ରମଣ; ବୁର୍ଲାରେ ମୃତ୍ୟୁ, ନ୍ୟାୟ ଦାବିରେ ଥାନା ଆଗରେ ଶବ ରଖି ବିକ୍ଷୋଭ

ଥୁଆମୂଳ ରାମପୁର,୩।୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ବିରିକୋଟ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି । ମାତ୍ର ୫୦୦ ଟଙ୍କାର କରଜ…

ଜୁନ୍‌ ୯ରେ କ’ଣ କରିବେ ବିରାଟ କୋହଲି? ସାମ୍ନାକୁ ଆସିଲା ବଡ଼ ଖବର 

ନୂଆଦିଲ୍ଲୀ,୩।୬: ଆଇପିଏଲ ୨୦୨୬ର ରୋମାଞ୍ଚକର ସମାପ୍ତି ପରେ ଏବେ ପୁଣି ଥରେ ମଇଦାନକୁ ଓହ୍ଲାଇବା ପାଇଁ ପ୍ରସ୍ତୁତ ହେଉଛି ଭାରତୀୟ କ୍ରିକେଟ ଦଳ । ଆସନ୍ତା ଜୁନ…

ଏହିଦିନ ଖୋଲିବ ହର୍ମୁଜ୍, ଇରାନ ସହିତ ପରମାଣୁ ଚୁକ୍ତି ସମ୍ପର୍କରେ ବଡ଼ ଗୁମର ଖୋଲିଲେ ଟ୍ରମ୍ପ

ଓ୍ବାଶିଂଟନ,୩।୬: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ ଚୁକ୍ତି ଏବଂ ହର୍ମୁଜ୍ ପ୍ରଣାଳୀ ଖୋଲିବା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ଟ୍ରମ୍ପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri