ଶୀତଦିନେ କାହିଁକି ଖାଇବେ ମଟର ଛୁଇଁ

ଋତୁ ଅନୁସାରେ ଖାଦ୍ୟପେୟର ମଧ୍ୟ ପରିବର୍ତ୍ତନ ହୋଇଥାଏ। ସାଧାରଣତଃ ଶୀତ ଦିନେ ବିଭିନ୍ନ ପ୍ରକାୀର ସମସ୍ୟା ଦେଖାଯାଇଥାଏ। ଏହିସବୁ ସମସ୍ୟାରୁ ମୁକ୍ତି ପାଇବା ପାଇଁ ଖାଦ୍ୟରେ ମଟର ଛୁଇଁ ସାମିଲ କରନ୍ତୁ। ଏଥିରେ ପ୍ରଚୁର ପରିମାଣରେ ତନ୍ତୁଜ, ପୋଟାସିୟମ, କ୍ୟାଲସିୟମ, ମ୍ୟାଗ୍ନେସିୟମ ଏବଂ ଅନ୍ୟ ଖଣିଜ ଲବଣ ରହିଥାଏ। ଏହା ଶରୀରକୁ ବିଭିନ୍ନ ରୋଗରୁ ରକ୍ଷା କରେ। ଏହାକୁ ଖାଇବା ଦ୍ୱାରା କୋଲେଷ୍ଟ୍ରଲ ସ୍ତର ନିୟନ୍ତ୍ରଣରେ ରହିଥାଏ। ରକ୍ତ ସଞ୍ଚାଳନ ସ୍ବାଭାବିକ ଭାବେ ହୋଇଥାଏ। ଫଳରେ ହୃଦ୍ଘାତ ଆଶଙ୍କାରୁ ମୁକ୍ତି ମିଳିଥାଏ। ସପ୍ତାହରେ ୩ ଥର ମୁଠାଏ କଞ୍ଚା ମଟର ଖାଇଲେ ସ୍ବାସ୍ଥ୍ୟ ପାଇଁ ଖୁବ ଲାଭଦାୟକ ସାବ୍ୟସ୍ତ ହୋଇଥାଏ। ଗର୍ଭବତୀ ମହିଳା ନିୟମିତ ଏହାକୁ ଖାଇଲେ ଗ୍ୟାସ ସମସ୍ୟା ଦୂର ହେବା ସହିତ ପାଚନ କ୍ରିୟା ସ୍ବାଭାବିକ ହୋଇଥାଏ। ମଟର ଛୁଇଁ ତ୍ୱଚା ପାଇଁ ମଧ୍ୟ ବେଶ୍‌ ଉପକାରୀ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ହଠାତ୍‌ ୧୬ କିଲୋ ଓଜନ ହ୍ରାସ: ସ୍ବାସ୍ଥ୍ୟ ସମସ୍ୟାକୁ ନେଇ ଚାଞ୍ଚଲ୍ୟକର ଖୁଲାସା କଲେ ସଲମାନ

କିଛି ଦିନ ହେବ ସୋସିଆଲ ମିଡିଆରେ ବଲିଉଡର ‘ଦବଙ୍ଗ’ ଷ୍ଟାର ସଲମାନ ଖାନଙ୍କ ଫିଟନେସ ଏବଂ ଲୁକକୁ ନେଇ ଚର୍ଚ୍ଚା ହେଉଛି। ହଠାତ୍‌ ତାଙ୍କ ଓଜନ ହ୍ରାସ…

ଛାତ୍ରୀଛାତ୍ରଙ୍କୁ ମିଳିଲା ପାଠ୍ୟ ଉପକରଣ

କେନ୍ଦୁଝର:୪।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଅଧୀନ କୋଡିପଶା ପଞ୍ଚାୟତ ଅନ୍ତର୍ଗତ ଉପାନ୍ତ ଜୁଆଙ୍ଗ ଗ୍ରାମ ଘୁଙ୍ଗି ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ସ୍ଥାନୀୟ ସଚ୍ଛୋସେବୀ…

ଯକ୍ଷ୍ମା ମୁକ୍ତ ଭାରତ ଗଠନରେ ଛାତ୍ରଛାତ୍ରୀଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ

ଭଞ୍ଜନଗର,୪।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମଙ୍ଗଳବାର ‘ଟିବି ମୁକ୍ତ ଭାରତ ଅଭିଯାନ’ ଅନ୍ତର୍ଗତ ଯକ୍ଷ୍ମା ରୋଗ ଉପରେ ଏକ…

ବିଧାୟକ ହେବା ପରେ ପ୍ରତି ମାସରେ କେତେ ଦରମା ପାଇବେ ପ୍ରଶାନ୍ତ କିଶୋର, ଜାଣନ୍ତୁ କେଉଁ ସବୁ ସରକାରୀ ସୁବିଧା ମିଳିବ…

ପାଟନା,୪।୮: ବଡ଼ ବଡ଼ ରାଜନୈତିକ ଦଳକୁ ନିର୍ବାଚନ ଜିତିବାର ରଣନୀତି ଦେଉଥିବା ରାଜନୈତିକ ବିଶ୍ଳେଷକରୁ ସିଧାସଳଖ ରାଜନୀତିକୁ ପ୍ରବେଶ କରିଥିବା ଜନ ସୁରାଜ ପାର୍ଟିର ମୁଖ୍ୟ ପ୍ରଶାନ୍ତ…

ସ୍ବାମୀ ଉଦୟନିଧିଙ୍କୁ ନେବାକୁ ଆସିଥିବା ପୋଲିସ ସହ ଯୁକ୍ତିତର୍କ କଲେ ସ୍ତ୍ରୀ, କହିଲେ- ସେ ବାଥରୁମ୍‌ରେ…

ନୂଆଦିଲ୍ଲୀ,୪।୮: ଡିଏମକେ ନେତା ଉଦୟନିଧି ଷ୍ଟାଲିନଙ୍କୁ ମଙ୍ଗଳବାର ପୋଲିସ ଗିରଫ କରିଛି। ପୋଲିସ ତାଙ୍କୁ ତାଙ୍କ ବାସଭବନରୁ ନେଇଥିଲା। ଉଦୟନିଧିଙ୍କୁ ନେବାକୁ ଆସିଥିବା ପୋଲିସ ସହ ତାଙ୍କ…

ପାଟ୍ରୋଲିଂ ବେଳେ ଜଗନ୍ନାଥ ପ୍ରସାଦ ପୋଲିସକୁ ସଫଳତା, ଡାଲା ଅଟୋରେ ମିଳିଲା….

ଜଗନ୍ନାଥ ପ୍ରସାଦ,୪।୮(ବିଭୁ ପ୍ରସାଦ ପଟ୍ଟନାୟକ): ଜଗନ୍ନାଥ ପ୍ରସାଦ ପୋଲିସକୁ ପାଟ୍ରୋଲିଂ ସମୟରେ ଏକ ସଫଳତା ମିଳିଛି । ବେଆଇନ ଭାବେ ଚୋରା ଚାଲାଣ ହେଉଥିବା ବିପୁଳ ପରିମାଣର…

RJD, BJP ନା କଂଗ୍ରେସ; କାହା ସହ ମେଣ୍ଟ କରିବେ ପ୍ରଶାନ୍ତ କିଶୋର? ନିଜେ କଲେ ବଡ଼ ଖୁଲାସା

ପାଟନା,୪।୮: ଜନ ସୁରାଜ ପାର୍ଟିର ସଂସ୍ଥାପକ ପ୍ରଶାନ୍ତ କିଶୋର କୌଣସି ରାଜନୈତିକ ଦଳ ସହ ମେଣ୍ଟ କରିବାର ସମ୍ଭାବନାକୁ ଖଣ୍ଡନ କରି କହିଛନ୍ତି ଯେ, ବାଙ୍କିପୁର ବିଧାନସଭା…

ଶ୍ରୀଲଙ୍କା ଟେଷ୍ଟ ପୂର୍ବରୁ BCCIର ବଡ଼ ଘୋଷଣା, ଟିମ ଇଣ୍ଡିଆକୁ ଆସିଲେ ଆଉ ୨ ଖେଳାଳି

ନୂଆଦିଲ୍ଲୀ,୪।୮: ଭାରତୀୟ କ୍ରିକେଟ ଦଳର ଶ୍ରୀଲଙ୍କା ଗସ୍ତ ୧୫ ଅଗଷ୍ଟରୁ ଆରମ୍ଭ ହେବାକୁ ଯାଉଛି। ଏହା ପୂର୍ବରୁ ଟିମ ଇଣ୍ଡିଆରେ ଲଗାତାର ପରିବର୍ତ୍ତନ ହେଉଛି। ଜସପ୍ରୀତ ବୁମ୍‌ରାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri