ଶୀତଦିନେ ଖାଆନ୍ତୁ ଅଁଳା

ଋତୁ ଅନୁଯାୟୀ ଫଳ ଖାଇଲେ ଶରୀର ସୁସ୍ଥ ରହିଥାଏ ବୋଲି ଡାକ୍ତରମାନେ ମତ ଦେଇଥାଆନ୍ତି। ତେବେ ଶୀତଦିନେ ପ୍ରଚୁର ପରିମାଣରେ ଅଁଳା ମିଳିଥାଏ। ଆଉ ଏହା ଶରୀର ପାଇଁ ବେଶ୍‌ ଉପକାରୀ ବୋଲି ଆୟୁର୍ବେଦରେ ବର୍ଣ୍ଣନା କରାଯାଇଛି।
-ନିୟମିତ ଅଁଳା ଖାଇଲେ ପାଟିରୁ ବାହାରୁ ଥିବା ଦୁର୍ଗନ୍ଧ ଦୂର ହୋଇଥାଏ। କାରଣ ଏଥିରେ ଥିବା ଆଣ୍ଟି-ଇନଫ୍ଲାମେଣ୍ଟୋରି ଗୁଣ ଦୁର୍ଗନ୍ଧ ସୃଷ୍ଟି କରୁଥିବା ବ୍ୟାକ୍ଟେରିଆଙ୍କୁ ନଷ୍ଟ କରିଦେଇଥାଏ।
-ସକାଳୁ ଉଠିଲେ ଅଧିକାଂଶ ଅଳସୁଆ ଅନୁଭବ କରିନ୍ତି। ନିୟମିତ ସକାଳେ ଅଁଳା ଖାଇଲେ ଏହା ଦୂର ହୋଇଥାଏ। ବିଶେଷ କରି ଗର୍ଭବତୀମାନେ ସକାଳେ ଛୋଟ ଖଣ୍ଡେ ଅଁଳା ଖାଇଲେ ଲାଭ ମିଳିଥାଏ।
-ଦିନକୁ ୨-୩ ଖଣ୍ଡ ଛୋଟ ଛୋଟ ଅଁଳା ଖାଇଲେ ଏହା ହଜମ ଶକ୍ତି ବୃଦ୍ଧି କରିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ ଚୟନ ଅଧିକାର ଶିକ୍ଷାଧିକାରରେ ନାହିଁ: ହାଇକୋର୍ଟ

ନୂଆଦିଲ୍ଲୀ,୫।୪: ଶିକ୍ଷା ଅଧିକାର ଆଇନ ଅନୁଯାୟୀ ଜଣେ ପିଲାର ଶିକ୍ଷା ଗ୍ରହଣ କରିବାର ଅଧିକାର ରହିଛି, କିନ୍ତୁ ନାମଲେଖା ପାଇଁ ଏକ ନିର୍ଦ୍ଦିଷ୍ଟ ସ୍କୁଲକୁ ଚୟନ କରିବା…

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

ଶ୍ରେୟଶଙ୍କୁ ୨୪ ଲକ୍ଷ ଟଙ୍କା ଜରିମାନା

ଚେନ୍ନାଇ, ୪ା୪: ସ୍ଥାନୀୟ ଏମ୍‌.ଏ. ଚିଦାମ୍ୱରମ ଷ୍ଟାଡିୟମରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ-ଓଭର ରେଟ୍‌ ପାଇଁ ପଞ୍ଜାବ କିଙ୍ଗ୍ସ ଅଧିନାୟକ ଶ୍ରେୟସ…

ସିଏସ୍‌କେ ପରାଜୟର କାରଣ କହିଲେ ଗାଭାସ୍କର

ଚେନ୍ନାଇ,୪ା୪: ଭାରତର କିମ୍ୱଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କରଙ୍କ ମତରେ ୫ ଥରର ଚାମ୍ପିୟନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ପାଇଁ ସେମାନଙ୍କର ବୋଲିଂ ସବୁଠୁ ବଡ଼ ସମସ୍ୟା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri