ଶୀତଦିନେ ଶରୀର ପାଇଁ ଉପକାରୀ ଲବଙ୍ଗ ଚା’

ଶୀତଦିନେ ଲବଙ୍ଗ ଚା’ ଶରୀର ପାଇଁ ବେଶ୍‌ ଉପକାରୀ ସାବ୍ୟସ୍ତ ହୋଇଥାଏ। ଲବଙ୍ଗରେ ପସଫରସ, ପୋଟାସିୟମ, ପ୍ରୋଟିନ, ଆଇରନ, କ୍ୟାଲସିୟମ, ହାଇଡ୍ରୋକ୍ଲୋରିକ ଏସିଡ ଭରପୂର ମାତ୍ରାରେ ରହିଛି। ଲବଙ୍ଗ ଚା’ ପିଇବା ଦ୍ୱାରା କ’ଣ କ’ଣ ଉପକାର ହୋଇଥାଏ ଜାଣନ୍ତୁ…

ନିୟମିତ ଲବଙ୍ଗ ଚା’ ପିଇଲେ ମାଢି ଓ ଦାନ୍ତ ସମ୍ବନ୍ଧୀୟ ସମସ୍ତ ସମସ୍ୟା ଦୂର ହୋଇଯାଏ। ମୁହଁରେ ଥିବା ବ୍ୟାକ୍ଟେରିଆ ମଧ୍ୟ ସଫା ହୋଇଯାଇଥାଏ।

ଯଦି ଆପଣଙ୍କୁ ଥଣ୍ଡା ହୋଇ ଛାତିରେ କଫ ଜମା ହୋଇଛି ତେବେ ଲବଙ୍ଗ ଚା’ ପିଅନ୍ତୁ।

ଲବଙ୍ଗ ମିଶ୍ରିତ ଚା’ ପିଇଲେ ପାଚନ କ୍ରିୟା ତଥା ହଜମ ସମ୍ବନ୍ଧୀତ ସମସ୍ୟା ଦୂର ହୋଇଥାଏ।

ଆଜମା (ଶ୍ୱାସ) ରୋଗୀଙ୍କ ପାଇଁ ମଧ୍ୟ ଲବଙ୍ଗ ଚାହା ଲାଭଦାୟକ।

ପେଟ ଜନିତ ସମସ୍ୟା ଥିବା ଲୋକଙ୍କ ପାଇଁ ଲବଙ୍ଗ ଚା’ ବହୁତ ଲାଭଦାୟକ। ଯଦି ଆପଣଙ୍କର ନିୟମିତ ଭାବେ ପେଟ ଯନ୍ତ୍ରଣା ସହିତ ଗ୍ୟାସ ସମସ୍ୟା ରହୁଛି, ତେବେ ଲବଙ୍ଗ ଚା’ ପିଇବା ଆରମ୍ଭ କରନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ଅଭିଷେକ ଶର୍ମାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଲା ବିସିସିଆଇ, ଜାଣନ୍ତୁ କାହିଁକି ମିଳିଲା ଦଣ୍ଡ

ନୂଆଦିଲ୍ଲୀ,୩।୪: କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ଅଭିଷେକ ଶର୍ମା ଗୁରୁବାର ୪୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ଏହି ଇନିଂସରେ ସେ ମାତ୍ର ୨୧ ବଲ…

ନକଲି CID ଅଧିକାରୀ ଗିରଫ: ଶିକ୍ଷାନୁଷ୍ଠାନ, ବ୍ୟବସାୟୀଙ୍କୁ କରୁଥିଲେ ଟାର୍ଗେଟ

ଭୁବନେଶ୍ୱର,୩।୪: ରାଜଧାନୀର ଚନ୍ଦ୍ରଶେଖରପୁର ଥାନା ପୋଲିସକୁ ଶୁକ୍ରବାର ଏକ ସଫଳତା ମିଳିଛି। ଚନ୍ଦ୍ରଶେଖରପୁର ଥାନା ପୋଲିସ ଟିମ୍‌ ୮ଜଣ ନକଲି CID ଅଧିକାରୀଙ୍କୁ ଧରି ପଚରାଉଚରା କରୁଛି।…

ଆମେରିକା ନିକଟରେ ମୁଣ୍ଡ ନୁଆଁଇବାକୁ ସିଧା ମନା କଲା ଇରାନ

ତେହରାନ,୩।୪: ମଧ୍ୟପ୍ରାଚ୍ୟ ଗତ ୩୪ ଦିନ ଧରି ଯୁଦ୍ଧର ନିଆଁରେ ବୁଡ଼ି ରହିଛି। ଆମେରିକା ଏବଂ ଇସ୍ରାଏଲର ଆକ୍ରମଣ ସତ୍ତ୍ୱେ, ଇରାନ ଅଟଳ ରହିଛି ଏବଂ ଏହି…

LSG ମାଲିକ ସଞ୍ଜିବ ଗୋଏଙ୍କାଙ୍କ ଉପରେ ରାଗିଲେ ଲଳିତ ମୋଦି; ପନ୍ତଙ୍କୁ କଲେ ସମର୍ଥନ

ନୂଆଦିଲ୍ଲୀ,୩।୪: ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ପରାଜୟ ପରେ, ଲକ୍ଷ୍ନୌ ସୁପର ଜାଏଣ୍ଟସ ମାଲିକ ସଞ୍ଜିବ ଗୋଏଙ୍କା, ଅଧିନାୟକ ରିଷଭ ପନ୍ତ ଏବଂ ମୁଖ୍ୟ ପ୍ରଶିକ୍ଷକ ଜଷ୍ଟିନ ଲାଙ୍ଗରଙ୍କ…

ସ୍ବାମୀଙ୍କୁ ନେଇ ଏମିତି କହିଦେଲେ ଆଲିଆ

ବଲିଉଡ୍‌ ଅଭିନେତା ରଣବୀର କପୁର ଆଜିକାଲି ବେଶ୍‌ ଚର୍ଚ୍ଚାରେ ଅଛନ୍ତି। ତାଙ୍କ ଆଗାମୀ ଚଳଚ୍ଚିତ୍ର ‘ରାମାୟଣ’ରେ ଭଗବାନ ରାମଙ୍କ ପ୍ରଥମ ଝଲକ ରିଲିଜ୍‌ ହୋଇଛି। ଦର୍ଶକ ରଣବୀରଙ୍କୁ…

ଟ୍ରେନ୍‌ ଟ୍ରାକ୍‌ରେ ପଡ଼ିଛି ଯୁବତୀଙ୍କ କ୍ଷତାକ୍ତ ମୃତଦେହ, ହାତରେ ଲେଖା ଅଛି ଏମିତି, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର,୩ା୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଖୁଜେନପାଲି ରେଳ ଫାଟକ ନିକଟରେ ଜଣେ ଯୁବତୀଙ୍କ କ୍ଷତାକ୍ତ ଅବସ୍ଥାରେ ମୃତଦେହ ପଡ଼ିଥିବା ଶୁକ୍ରବାର ଦେଖାଯାଇଛି। ମୃତ ଯୁବତୀଙ୍କ ପରିଚୟ ମିଳିଥିବା ବେଳେ…

୨୦୨୭ ରୁ ଆଇପିଏଲ ମ୍ୟାଚ ସଂଖ୍ୟା ବୃଦ୍ଧି ପାଇବ? ଅଧ୍ୟକ୍ଷଙ୍କ ଗୁରୁତ୍ୱପୂର୍ଣ୍ଣ ବୟାନ

ନୂଆଦିଲ୍ଲୀ,୩।୪: ଇଣ୍ଡିଆନ ପ୍ରିମିୟର ଲିଗର ୧୯ତମ ସଂସ୍କରଣ ବର୍ତ୍ତମାନ ଚାଲିଛି; ଛଅଟି ମ୍ୟାଚ ଖେଳାଯାଇସାରିଛି, ଏବଂ ଶୁକ୍ରବାର ଚେନ୍ନାଇ ସୁପର କିଙ୍ଗସ ଏବଂ ପଞ୍ଜାବ କିଙ୍ଗସ ମଧ୍ୟରେ…

କଲ୍ୟାଣ ମଣ୍ଡପ ନିର୍ମାଣରେ ଖର୍ଚ୍ଚ ହେବ ୬୦ ଲକ୍ଷ ଟଙ୍କା, ଆଜି ସରପଞ୍ଚଙ୍କ ସମେତ…

ଗଞ୍ଜାମ,୩ା୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟସ୍ଥିତ ମା’ ଶୀତଳl ଠାକୁରାଣୀ ମନ୍ଦିର ନିକଟରେ ନିର୍ମାଣ ହେବ ଅତ୍ୟାଧୁନିକ କଲ୍ୟାଣ ମଣ୍ଡପ। ଏଥିପାଇଁ ସରପଞ୍ଚ ମମତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri