Posted inଜାତୀୟ

ଶୀଲା ମୋ ବଡ ଭଉଣୀ ପରି ଥିଲେ: ସୋନିଆ

ନୂଆଦିଲ୍ଲୀ, ୨୧।୭: ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଶୀଲା ଦୀକ୍ଷିତଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ଏହାପୂର୍ବରୁ ବହୁ ମାନ୍ୟଗଣ୍ୟ ବ୍ୟକ୍ତି କଂଗ୍ରେସ ମୁଖ୍ୟାଳୟରେ ପହଞ୍ଚି ତାଙ୍କ ପାର୍ଥିବ ଶରୀର ଶେଷଦର୍ଶନ କରିଥିଲେ। ଏହି ଅବସରରେ ୟୁପିଏ ସଭାପତି ସୋନିଆ ଗାନ୍ଧୀ ଏବଂ ପ୍ରିୟଙ୍କା ଭଦ୍ର ପହଞ୍ଚି ତାଙ୍କୁ ଅନ୍ତିମ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ। ଶୀଲା ଦୀକ୍ଷିତ୍‌ କେବଳ କଂଗ୍ରେସ ନେତ୍ରୀ ନ ଥିଲେ ସେ ମୋ ବଡ ଭଉଣୀ ପରି ଥିଲେ ବୋଲି କହିଛନ୍ତି ସୋନିଆ। ରାଜନୀତିଠାରୁ ଆମ ସମ୍ପର୍କ ଊର୍ଦ୍ଧ୍ୱରେ ଥିଲା। ତାଙ୍କ ପରଲୋକ କଂଗ୍ରେସ ପାଇଁ ଶକ୍ତ ଧକ୍କା ବୋଲି ସେ କହିଛନ୍ତି। ସୂଚନାଯୋଗ୍ୟ, ରାଜୀବ ଗାନ୍ଧୀ ପ୍ରଧାନମନ୍ତ୍ରୀ ଥିବା ସମୟରେ ଶୀଲା କ୍ୟାବିନେଟ୍‌ ମନ୍ତ୍ରୀ ଭାବେ କାର୍ଯ୍ୟ ତୁଲାଇଥିଲେ। ପରେ ତାଙ୍କୁ ଦ୍ୱିଲ୍ଲୀ କଂଗ୍ରେସ ଦାୟିତ୍ୱ ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

‘ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୩ଟା ଯାଏ କାର୍ଯ୍ୟବନ୍ଦ କର’

ଭୁବନେଶ୍ୱର,୨୫।୫(ରବିନାରାୟଣ ଜେନା): ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ଦିନ ୧୧ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଶ୍ରମିକମାନଙ୍କୁ କାର୍ଯ୍ୟରେ ନିୟୋଜିତ ନ କରିବାକୁ ପୂର୍ତ୍ତ ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି…

ଜିଲାପାଳଙ୍କ ନିର୍ଦ୍ଦେଶକୁ ଅଣଦେଖା, ଦିନରାତି ଜଳୁଛି ଇଟାଭାଟି

ରସୁଲପୁର,୨୫ା୫(ରଞ୍ଜିତ ରାଉତ): ରସୁଲପୁର ବ୍ଲକ ଅଞ୍ଚଳର ବିଭିନ୍ନ ସ୍ଥାନରେ ବେଆଇନ ଇଟାଭାଟି ଜଳୁଛି। ବାୟୁମଣ୍ଡଳ ତାପମାତ୍ରା ୪୨ଂ ଉପରେ ରହୁଥିବାବେଳେ ଅସାଧୁ ଇଟା ବ୍ୟବସାୟୀ ବେଧଡ଼କ ଇଟାଭାଟିରେ…

ମହାରାଷ୍ଟ୍ରରେ ଭୟଙ୍କର ସଡ଼କ ଦୁର୍ଘଟଣା, ୬ ମୃତ ଆଶଙ୍କା

ମୁମ୍ବାଇ,୨୫।୫: ବିଳମ୍ବିତ ରାତିରେ, ମହାରାଷ୍ଟ୍ରର ଧୂଲେ ତାଲୁକାର ଲାଲିଙ୍ଗ ଘାଟରେ ମୁମ୍ବାଇ-ଆଗ୍ରା ରାଜପଥରେ ତିନୋଟି ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏହି ଘଟଣାରେ, ଏକ ଡମ୍ପର ଏକ ଟ୍ରକ…

ଭାଜପାର ବିଜୟକୁ ନେଇ ବର୍ଷିଲେ ଅଭିଷେକ ବାନାର୍ଜୀ !

କୋଲକାତା,୨୫।୫: ପଶ୍ଚିମବଙ୍ଗର ଫାଲଟା ବିଧାନସଭା ଆସନ ପାଇଁ ଅନୁଷ୍ଠିତ ନିର୍ବାଚନରେ, ଭାଜପାର ଦେବାଂଶୁ ପଣ୍ଡା ସିପିଆଇ(ଏମ)ର ତାଙ୍କ ପ୍ରତିଦ୍ୱନ୍ଦ୍ୱୀ ଶମ୍ଭୁ ନାଥ କୁର୍ମିଙ୍କୁ ୧୦୯,୦୨୧ ଭୋଟର ବିପୁଳ…

ପୋଲିସକୁ ଦେଖି ଖସି ଯାଉଥିଲା କାର୍‌, ଗୋଡ଼ାଇ ଗୋଡ଼ାଇ ଧରିଲା ପରେ ମିଳିଲା…

ଲକ୍ଷ୍ମୀପୁର,୨୫ା୫(ଅନନ୍ତ ପ୍ରସାଦ ନାୟକ): କୋରାପୁଟ ଜିଲା ଲକ୍ଷ୍ମୀପୁର ବ୍ଲକ ଅନ୍ତର୍ଗତ କାକିରିଗୁମା ଥାନା ପୋଲିସ ଦ୍ବାରା ବିଳମ୍ବିତ ରାତିରେ ପାଟ୍ରୋଲିଂ କରୁଥିବା ସମୟରେ ଏକ ଗଞ୍ଜେଇକୁ ଗାଡ଼ି…

ଅର୍କକ୍ଷେତ୍ରରେ ରଥଯାତ୍ରା

ଆମେ ଗତ ସଂଖ୍ୟାରେ କୋଣାଦିତ୍ୟରେ ‘ନବ ଆଳତି ପରମ୍ପରା’ ଆଲୋଚନା ପ୍ରସଙ୍ଗରେ ଶ୍ରୀଆଦିତ୍ୟଙ୍କ ଦ୍ୱାଦଶଯାତ୍ରାର ଐତିହ୍ୟ ଆରମ୍ଭ କରିଥିଲୁ। ପ୍ରଥମ ଯାତ୍ରା ମାଘ ଶୁକ୍ଳ ସପ୍ତମୀ, ଯାହା…

ବ୍ରହ୍ମପୁରରେ ପୁଣି ଏନ୍‌କାଉଣ୍ଟର: ପୋଲିସ ଗୁଳି ଖାଇ ଏବେ ଆଇସିୟୁରେ ଅପରାଧୀ ଜଗା

ବ୍ରହ୍ମପୁର,୨୫ା୫: ଗଞ୍ଜାମ ଜିଲାରେ ଗତ ମାସକ ମଧ୍ୟରେ ୧୦ ହତ୍ୟାକାଣ୍ଡ, ଗୋଷ୍ଠୀ କନ୍ଦଳକୁ ନେଇ ଏକାଧିକ ହଣାକଟା ଘଟଣା ଯୋଗୁ ଆଇନଶୃଙ୍ଖଳା ବିପର୍ଯସ୍ତ ହୋଇପଡିଥିଲା। ଯାହାକି ପୋଲିସ…

ସକାଳୁ ସକାଳୁ ଇରାନକୁ ଧମକ ଦେଲେ ଟ୍ରମ୍ପ! ଡିଲ ଉପରେ ସସପେନ୍ସକୁ ନେଇ ପଠାଇଲେ…

ଓ୍ବାଶିଂଟନ,୨୫।୫: ଇରାନ ଏବଂ ଆମେରିକା ମଧ୍ୟରେ ସମ୍ଭାବ୍ୟ ଚୁକ୍ତିକୁ ନେଇ ସସପେନ୍ସ ଜାରି ରହିଛି। ଏହା ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋସିଆଲ ମିଡିଆରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri