ଶୁକ୍ରବାର ପରଦାକୁ ଆସିବ ‘ବାଲା’: ଫିଲ୍ମ ଲାଗି ଓଜନ କମାଇବା ସହ ଲୁକ୍‌ ବଦଳାଇଛନ୍ତି ଆୟୁଷ୍ମାନ

ବମ୍ବେ: ସିନେମାରେ ଅଭିନୟ କରିବା ପୂର୍ବରୁ ଅଭିନେତା ଅଥବା ଅଭିନେତ୍ରୀ ନିଜକୁ ଉକ୍ତ ଭୂମିକାରେ ଢାଳିବାକୁ ଚେଷ୍ଟା କରିଥାନ୍ତି। ଫିଲ୍ମ ‘ପା’ରେ ବିଗ୍‌ ବି ଅମିତାଭ ବଚ୍ଚନ ଜଣେ ବାର ବର୍ଷୀୟ ବାଳକ ଭୂମିକାରେ ଅଭିନୟ କରି ସମସ୍ତଙ୍କୁ ଚକିତ କରିଥିଲେ। ସେହିଭଳି ‘ଦମ୍‌ ଲଗାକେ ହେଇସା’ରେ ଭୂମି ପେଡନେକର, ‘ତନ୍ନୁ ଓ୍ବେଡ୍‌ସ ମନ୍ନୁ’ରେ କଙ୍ଗନା ରାଣାଓ୍ବତ, ‘ବର୍ଫି’ରେ ପ୍ରିୟଙ୍କା ଚୋପ୍ରା ଆଦି ନିଜର ଲୁକ୍‌ରେ ପରିବର୍ତ୍ତନ ଆଣିଥିଲେ। ଏବେ ଫିଲ୍ମ ‘ବାଲା’ଲାଗି ଆୟୁଷ୍ମାନ ଖୁରାନ୍ନା ଏଭଳି କିଛି କରିଛନ୍ତି। ଏଥିରେ ତାଙ୍କୁ ଭିନ୍ନ ଲୁକ୍‌ରେ ଦେଖିବାକୁ ମିଳୁଛି। ଓଜନ କମାଇବା ସହ ଲଣ୍ଡା ଯୁବକ ଭାବେ ଦେଖାଯିବା ଲାଗି ସେ ପ୍ରୋସ୍ଥେଟିକ୍‌ର ସାହାରା ନେଉଥିଲେ।

ପୂର୍ବରୁ ଜଣେ କଲେଜ ଯାଉଥିବା ଯୁବକ, ପୋଲିସ ଅଫିସର ଭଳି ଭୂମିକାରେ ସେ ନଜର ଆସିଥିଲେ। ହେଲେ ‘ବାଲା’ ପାଇଁ ସେ ନିଜ ଲୁକ୍‌ରେ ପରିବର୍ତ୍ତନ ଆଣିଛନ୍ତି। ଫିଲ୍ମଟି ଶୁକ୍ରବାର ପରଦାକୁ ଆସିବାକୁ ଥିବା ବେଳେ ସବୁଥର ଭଳି ଏଥର ମଧ୍ୟ ଏହା ସୁପରହିଟ୍‌ ହେବ ବୋଲି ପ୍ରଶଂସକ ମତ ରଖୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୋହନା ଅଞ୍ଚଳରେ କାଳବୈଶାଖି ବିଭିନ୍ନ ସ୍ଥାନରେ ଗଛ ପଡି ରାସ୍ତା ଅବରୋଧ

ମୋହନା, ୧୨।୬( ମନ୍ମଥ ମିଶ୍ର ): ମୋହନା ବ୍ଲକର ବିଭିନ୍ନ ଅଞ୍ଚଳରେ କାଳବୈଶାଖି ପ୍ରଭାବରେ ପ୍ରବଳ ବେଗରେ ପବନ ବହିବା ସହ  ଶୁକ୍ରବାର  ସନ୍ଧ୍ୟା ସମୟରେ ବର୍ଷା…

୧୭ ଡ୍ରମ୍‌ ମଦ ପୋଚ ନଷ୍ଟକଲେ ଗ୍ରାମବାସୀ

ନନ୍ଦପୁର,୧୨ା୬(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ଥାନା ଅଧୀନ ଲମତାପୁଟ ବ୍ଲକ ବନମାଳିପୁଟ ପଞ୍ଚାୟତ ଭିମାରିପୁଟ ଗ୍ରାମବାସୀ ଲୁଚାଇ ରଖାଯାଇଥିବା ୧୭ ଡ୍ରମ୍‌ ମଦ ପୋଚ ନଷ୍ଟ…

ବଜ୍ରପାତରେ ମହିଳାଙ୍କ ମୃତ୍ୟୁ

ଲାଞ୍ଜିଗଡ଼,୧୨ା୬(ରମେଶ ଚନ୍ଦ୍ର ନାୟକ): ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ଦାରପଟା ଗ୍ରାମର କନକ ବେହେରା (୪୫)ଙ୍କ ଶୁକ୍ରବାର ବଜ୍ରପାତରେ ମୃତ୍ୟୁ ଘଟିଛି। ସୂଚନାନୁସାରେ ଅପରାହ୍ନ ସାଢେ…

ବଜ୍ରପାତରେ ୨୦ ଛେଳିମେଣ୍ଢା ମୃତ

ପାତ୍ରପୁର,୧୨ା୬(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଜିଲୁଣ୍ଡା ନିକଟସ୍ଥ ପାହାଡ ଅଞ୍ଚଳର ଏକ ଜମିରେ ଶୁକ୍ରବାର ବଜ୍ରପାତରେ ଗୋଟିଏ ଛେଳି ଓ ୧୯ ମେଣ୍ଢାଙ୍କ…

ମଣ୍ଡି ଅଭାବ: ଥୁଆମୂଳ ରାମପୁରରେ ଦଲାଲଙ୍କ କବ୍‌ଜାରେ ଆମ୍ବ ଚାଷୀ

ଥୁଆମୂଳ ରାମପୁର, ୧୨/୦୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକରେ ସରକାରୀ ବଜାର ବ୍ୟବସ୍ଥା ନଥିବାରୁ ଆମ୍ବ ଚାଷୀ ବ୍ୟାପକ ଶୋଷଣର ଶିକାର ହେଉଛନ୍ତି।…

ଧରିତ୍ରୀ ପ୍ରଭାବ: କାଳବୈଶାଖୀ ବିପନ୍ନ ଗଜେନ୍ଦ୍ରଙ୍କୁ ମିଳିଲା ସରକାରୀ ଗୃହ କାର୍ଯ୍ୟାଦେଶ

ଥୁଆମୂଳ ରାମପୁର, ୧୨/୦୬ (କୀର୍ତ୍ତି ଚନ୍ଦ୍ର ଦୁର୍ଗା): ଗରିବର ଅଶ୍ରୁ ପୋଛିଲା ପ୍ରଶାସନ, ସାର୍ଥକ ହେଲା ‘ଧରିତ୍ରୀ’ର ସମ୍ବାଦ। କାଳବୈଶାଖୀ ଝଡ଼ରେ ଭାଙ୍ଗି ଚୁରମାର୍ ହୋଇଯାଇଥିବା ଗୁଣୁପୁର…

ଦିଗପହଣ୍ଡି କୋର୍ଟରେ ଆଇନ ସଚେତନତା

ଦିଗପହଣ୍ଡି, ୧୨|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତାଲୁକ ଆଇନ ସହାୟତା କମିଟି ପକ୍ଷରୁ ବୃଦ୍ଧ ମାତା ପିତା ଓ ବରିଷ୍ଠ ନାଗରିକଙ୍କ ପାଇଁ ରହିଥିବା…

ସରକାର କରିଲେ ବଡ ଘୋଷଣା; ଅଙ୍ଗନବାଡି଼ କର୍ମୀଙ୍କୁ ମିଳିବ …

ଭୁବନେଶ୍ୱର,୧୨।୬: ରାଜ୍ୟର ସମସ୍ତ ଅଙ୍ଗନୱାଡ଼ି କର୍ମୀ, ଲେଡି ସୁପରଭାଇଜର ଓ ବ୍ଲକ ସଂଯୋଜକମାନଙ୍କୁ ସ୍ମାର୍ଟଫୋନ୍ ପ୍ରଦାନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ। କିଛି ଅଙ୍ଗନୱାଡ଼ି କର୍ମୀଙ୍କୁ ସ୍ମାର୍ଟ ଫୋନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri