ଶୁକ୍ରବାର ଯାଏ ଲାଗି ରହିବ ବର୍ଷା: ୫ ଜିଲାକୁ ରେଡ୍‌ ଓ୍ବାର୍ଣ୍ଣିଂ, ୧୦ ଜିଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଦେଲା ପାଣିପାଗ ବିଭାଗ

ଭୁବନେଶ୍ୱର,୨୪।୧(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଦୁଇଦିନ ଧରି ରାଜ୍ୟର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଲାଗି ରହିଛି। ପକ୍ଷିଣ ଏବଂ ଉପକୂଳ ଓଡ଼ିଶାରେ ବର୍ଷା ହେଉଥିବା ବେଳେ ତଳିଆ ଅଞ୍ଚଳରେ ଜଳବନ୍ଦୀ ପରିସ୍ଥିତି ସୃଷ୍ଟି ହୋଇଛି। ବିଶେଷକରି ବ୍ରହ୍ମପୁର, ଗଜପତି, ଭୁବନେଶ୍ୱର,କଟକ ଆଦି ଅଞ୍ଚଳରେ ଜୀବନଯାତ୍ରା ପ୍ରଭାବିତ ହୋଇଛି। ତେବେ ରାଜ୍ୟରେ ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି କେତେକ ଜିଲାକୁ ରେଡ୍‌ ଏବଂ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରାଯାଇଛି।

ଅତି ପ୍ରବଳ ବର୍ଷା ନେଇ ଢେଙ୍କାନାଳ, କେନ୍ଦୁଝର, କଟକ, ଖୋର୍ଦ୍ଧା, ପୁରୀ ଆଦି ୫ଟି ଜିଲାକୁ ରେଡ୍‌ ଓ୍ବାର୍ଣ୍ଣିଂ ଜାରି କରାଯାଇଛି। ଶୁକ୍ରବାର ପର୍ଯ୍ୟନ୍ତ ଏପରି ବର୍ଷା ଲାଗି ରହିବ ବୋଲି କୁହାଯାଇଛି। ସେହିଭଳି ପ୍ରବଳ ବର୍ଷା ସମ୍ଭାବନା ନେଇ ୧୦ ଜିଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି ହୋଇଛି। ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ଗଞ୍ଜାମ, ନୟାଗଡ଼, ଦେବଗଡ଼ ଏବଂ ଅନୁଗୋଳ ଜିଲାବାସୀଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରହସ୍ୟଘେରାରେ ମହିଳାଙ୍କ ମୃତ୍ୟୁ, ବିଷ କ୍ରିୟାରେ ମହିଳାଙ୍କ ମୃତ୍ୟୁକୁ ନେଇ…

ହାଟଡିହୀ/ଛେନାପଦୀ,୧୦।୬(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ନନ୍ଦିପଦା ଥାନା ଶାଳକଣିଆଁ ଗ୍ରାମରେ ଜଣେ ମହିଳାଙ୍କୁ ବିଷ ଦେଇ ମାରି ଦେଇଥିବା ଅଭିଯୋଗ ହୋଇଛି । ଏହି ଆଧାରରେ…

ଧରିତ୍ରୀ ପ୍ରଭାବ: ସାହୁ ଜଙ୍ଗଲ ରାସ୍ତାରୁ ହଟିଲା ବିପଦପୂର୍ଣ୍ଣ ଗଛ

ଥୁଆମୂଳ ରାମପୁର,୧୦।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର – କାଶୀପୁର ମୁଖ୍ୟ ପିଡବ୍ଲୁଡି ରାସ୍ତାର ସାହୁ ଜଙ୍ଗଲ ନିକଟରେ ଥିବା ବିପଦସଙ୍କୁଳ ଶୁଖିଲା ଗଛ ସମ୍ପର୍କରେ ‘ଧରିତ୍ରୀ’ରେ ଖବର…

କୁଲାଡ ରଥଯାତ୍ରା; ୧୨ରେ ପ୍ରସ୍ତୁତି ବୈଠକ, ରଥ ମରାମତି ପାଇଁ କାଠ ଚୟନ….

ଭଞ୍ଜନଗର,୧୦।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିକଟସ୍ଥ କୁଲାଡ ଜଗନ୍ନାଥ ମନ୍ଦିର ୧୭୬୦ ମସିହାରେ ପ୍ରତିଷ୍ଠା ହୋଇଥିଲା। କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ରାଜବଂଶ ପକ୍ଷରୁ ଉକ୍ତ ମନ୍ଦିର…

ନବୀନ ଡାକିଲେ ବଡ଼ ବୈଠକ, ଆଉ କିଛି ସମୟରେ ବଡ଼ ଘୋଷଣା!

ଭୁବନେଶ୍ୱର,୧୦।୬: ରାଜ୍ୟ ରାଜନୀତିରେ ଏବେ ହଲଚଲ ଜୋର ଧରିଛି। ବିଶେଷ କରି ସାଧାରଣ ନିର୍ୱାଚନ ପରେ ବିଜେଡି ଶିବିରରେ ତତ୍ପରତା ପ୍ରକାଶ ପାଇଛି। ଦିଲ୍ଲୀ ଗସ୍ତରୁ ଫେରିବା…

କେସିଙ୍ଗା ମେଡିକାଲ ଉପରେ ପଡ଼ିଲା ଗଛ, ଭାଙ୍ଗିଗଲା….

କେସିଙ୍ଗା,୧୦।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ବର୍ହିବିଭାଗ ସମ୍ମୁଖରେ ପଡ଼ିଗଲା ବିରାଟକାୟ ଗଛ । ଅଳ୍ପକେ ଦୁର୍ଘଟଣା ବର୍ତ୍ତିଯାଇଛି କହିଲେ ଅତ୍ୟୁକ୍ତି ହେବ ନାହିଁ…

କଂଗ୍ରେସରେ ମିଶିବେ ମମତା? ମୁହଁ ଖୋଲିଲା TMC, ରାଜନୀତିରେ ଚହଳ

କୋଲକାତା,୧୦।୬: ତୃଣମୂଳ କଂଗ୍ରେସ (ଟିଏମସି) ମୁଖ୍ୟ ମମତା ବାନାର୍ଜୀଙ୍କ ପାଇଁ ସମସ୍ୟା ବଢ଼ିବାରେ ଲାଗିଛି। ଦଳର ବିଧାୟକମାନଙ୍କ ବିଦାୟ ପରେ, ଏମପିମାନେ ମଧ୍ୟ ଦଳ ଛାଡିବାକୁ ପ୍ରସ୍ତୁତ…

ଫସର ଫାଟିଲା ପୂଜକ କନ୍ଧ ଶତପଥୀଙ୍କ ଘର ଭାଙ୍ଗିବା ପ୍ରୟାସ, ନିରାଶ ହୋଇ ଫେରିଲା ପ୍ରଶାସନ

ଗଞ୍ଜାମ,୧୦।୬(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ତ୍ରିବେଣୀ ମଠ ଛକରେ ଦୀର୍ଘ ୭୦ ବର୍ଷ ହେବ ରହି ଆସୁଛନ୍ତି ପୂଜକ କନ୍ଧ ଶତପଥୀ ଓ ତାଙ୍କ ପରିବାର…

ଉଡ଼ାଣ ଭରିବା ସମୟରେ କ୍ରାଶ ହେଲା ହେଲିକପ୍ଟର, ୨୦ ଯବାନ ମୃତ!

ଇସଲାମବାଦ,୧୦।୬: ପାକିସ୍ତାନରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି । ଏକ ପାକିସ୍ତାନ ସେନା ଆଭିଏସନ୍ Mi-17 ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି । ଯାହା ଫଳରେ ଏଥିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri