ଶୁଣ୍ଢରେ ଟେକି କଚାଡ଼ି ଦେଲା ହାତୀ, ଜଣେ ଗୁରୁତର

ପବିତ୍ରନଗର,୯ା୪(ଡି.ଏନ୍‌.ଏ.) : ଅନୁଗୋଳ ଜିଲା ତାଳଚେର ବନାଞ୍ଚଳ କଣିହାଁ ବ୍ଲକ ବିରୁ ଗ୍ରାମର ଭାଗବତ ଦେହୁରୀଙ୍କୁ ଗୁରୁବାର ହାତୀ ଆକ୍ରମଣ କରିବାରୁ ସେ ଗୁରୁତର ହୋଇଛନ୍ତି। ତାଙ୍କୁ ପ୍ରଥମେ ତାଳଚେର ଉପଖଣ୍ଡସ୍ତରୀୟ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ପରେ ଜିଲା ସ୍ବାସ୍ଥ୍ୟକେନ୍ଦ୍ରକୁ ସ୍ଥାନାନ୍ତର କରାଯାଇଛି। ତାଙ୍କର ମୁଣ୍ଡ, ଛାତି ସହିତ ବିଭିନ୍ନ ସ୍ଥାନରେ ଗଭୀର କ୍ଷତ ସୃଷ୍ଟି ହୋଇଥିବା ଜଣାପଡ଼ିଛି । ଭାଗବତ ଭୋର୍‌ ସମୟରୁ ମହୁଲ ସଂଗ୍ରହ ନିମନ୍ତେ ତାଙ୍କ ସ୍ତ୍ରୀଙ୍କ ସହିତ ଜମି ନିକଟରେ ଥିବା ମହୁଲ ଗଛ ନିକଟକୁ ଯାଇଥିଲେ।ସେଠାରେ ହାତୀ ତାଙ୍କୁ ଶୁଣ୍ଢରେ ଟେକି କଚାଡ଼ି ଦେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କାମରେ ଲାଗୁନି ‘ଆମ ଶୌଚାଳୟ’, ଅସୁବିଧା ଭୋଗୁଛନ୍ତି ଯାତ୍ରୀ

ଧର୍ମଶାଳା,୪।୩(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଜାରକା ବସ୍‌ ରହଣି ସ୍ଥାନରେ ଯାତ୍ରୀମାନଙ୍କ ସୁବିଧା ନିମନ୍ତେ ରହିଥିବା ଶୌଚାଳୟ କାମରେ ଲାଗୁନି। ଏହା ଅପରିଷ୍କାର ଭାବେ ଅଳିଆ ଆବର୍ଜନା…

କ୍ରମାଗତ ହ୍ରାସ ପୁଣି ବଢ଼ିଲା ସୁନା-ରୁପା ଦର: ଜାଣନ୍ତୁ କେତେ ହେଲା

ନୂଆଦିଲ୍ଲୀ,୪।୨: କ୍ରମାଗତ ହ୍ରାସ ପରେ ବୁଧବାର ପୁଣି ବଢ଼ିଛି ସୁନା, ରୁପା ଦର। ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପିଛା ୬ ହଜାର ୬୬୦…

ସ୍କୁଲରୁ ଶୌଚ ପାଇଁ ଯାଇ ଆଉ ଫେରିନଥିଲେ, ଆଜି କୂଅରୁ ମିଳିଲା ମୃତଦେହ

ନୟାଗଡ଼, ୪।୨( ଲୋକନାଥ ମିଶ୍ର/ ସନ୍ତୋଷ ପ୍ରଧାନ): ନୟାଗଡ଼ ଜିଲା ଗଣିଆ ଥାନା ବିଜୟନଗର ଗ୍ରାମର ନିଖୋଜ ଜଣେ ସ୍କୁଲ ଛାତ୍ରଙ୍କ ମୃତଦେହ ବୁଧବାର କୂଅରୁ ଉଦ୍ଧାର…

ପୁଅର ମୃତ୍ୟୁ ପାଇଁ ହଷ୍ଟେଲ କର୍ତ୍ତୃପକ୍ଷଙ୍କ ଅବହେଳାରୁ ଦାୟୀ କଲେ ମା’

ତୁମୁଡିବନ୍ଧ,୪ା୨ (ଦୀପକ କୁମାର ପରାସେଠ): ହଷ୍ଟେଲ କର୍ତ୍ତୃପକ୍ଷଙ୍କ ଅବହେଳା ଯୋଗୁ ଜଣେ ନବମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ ହୋଇଥିବା ମଙ୍ଗଳବାର ମୃତ ଛାତ୍ରଙ୍କ ମା’ ଅଭିଯୋଗ ଆଣିଛନ୍ତି।…

ଡକାୟତି ପାଇଁ କରୁଥିଲେ ଯୋଜନା, ଅତର୍କିତ ଚଢାଉ କଲା ପୋଲିସ, ତା’ପରେ…

ବଲାଙ୍ଗୀର, ୪।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଟାଉନ ଥାନା ପୋଲିସ ଟିମ ମଙ୍ଗଳବାର ପାଟ୍ରୋଲିଂ କରିବାବେଳେ ହାଇୱେ ଏବଂ ଆଖପାଖରେ ଡକାୟତି ଯୋଜନା କରୁଥିବା ୪ ଜଣ…

ମୃତ୍ୟୁ ପୂର୍ବରୁ ଏହି ବ୍ୟକ୍ତିଙ୍କୁ କଲ୍‌ କରିଥିଲେ ଅଜିତ ପାୱାର: ଜାଣନ୍ତୁ କ’ଣ ହୋଇଥିଲେ କଥା

ପୁଣେ,୪।୨: ମହାରାଷ୍ଟ୍ରର ବାରାମତୀରେ ଘଟିଥିବା ବିମାନ ଦୁର୍ଘଟଣାରେ ଅଜିତ ପାୱାରଙ୍କ ଜୀବନ ଯାଇଥିଲା। ସେ ରାଜ୍ୟର ଉପମୁଖ୍ୟମନ୍ତ୍ରୀ ଏବଂ ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟି (ଏନସିପି)ର ମୁଖ୍ୟ ଥିଲେ।…

ଭାଜପା ନେତା ଶିବରାମଙ୍କ ଘର ଉପରେ ଆକ୍ରମଣ, ୮ ଗିରଫ

ମୋହନା,୪।୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଚାନ୍ଦିପୁଟ ଗ୍ରାମର ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଶିବରାମ ସୁଆରଙ୍କ ଘର ଉପରେ ସୋମବାର ସନ୍ଧ୍ୟାରେ ଆକ୍ରମଣ…

ବିଦ୍ୟାଳୟରେ ଜଣ୍ଡିସ ବ୍ୟାପିବା ଘଟଣା: ନିଲମ୍ବିତ ହେଲେ ଅଧ୍ୟକ୍ଷା

ଖୋର୍ଦ୍ଧା , ୪।୨(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ପିଏମ୍‌ଶ୍ରୀ ଜବାହାର ନବୋଦୟ ବିଦ୍ୟାଳୟରେ ଦୂଷିତ ପାଣି ବ୍ୟବହାର କରି ଜଣ୍ଡିସ ଆକ୍ରାନ୍ତ ଘଟଣାରେ ପ୍ରିନ୍ସିପଲ ଡ. କବିତା କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri