Posted inଜାତୀୟ

ଶୁଷ୍କ ହେଉଛି ହିମାଳୟ ସହରାଞ୍ଚଳ

ନୂଆଦିଲ୍ଲୀ,୨ା୩: ଭାରତର ହିମାଳୟ ପାର୍ବତ୍ୟାଞ୍ଚଳର ୫ ସହର ସମେତ ୪ ଦେଶର ୧୩ଟି ସହର କ୍ରମାଗତ ଭାବେ ଶୁଷ୍କ ହେବାରେ ଲାଗିଛି। ଏହି ଅଞ୍ଚଳରେ ପର୍ଯ୍ୟାପ୍ତ ଜଳ ରହିଥିଲେ ହେଁ ସହରାଞ୍ଚଳରେ ଜଳ ଦ୍ରୁତଗତିରେ କମିବାରେ ଲାଗିଛି। ହିନ୍ଦୁକୁଶ ହିମାଳୟ (ଏଚ୍‌କେଏଚ୍‌) ଅଞ୍ଚଳରେ ଥିବା ଏହି ସହରଗୁଡ଼ିକ ହେଲେ ମସୁରୀ, ଦେବପ୍ରୟାଗ, ସିଙ୍ଗଟାମ୍‌, କଲିମପୋଙ୍ଗ ଏବଂ ଦାର୍ଜିଲିଂ। ଅନ୍ୟ ୮ଟି ସହର ମଧ୍ୟରେ ରହିଛି ନେପାଳର କାଠମାଣ୍ଡୁ, ଭରତପୁର, ତାନସେନ, ଡାମୌଲି, ପାକିସ୍ତାନର ମୁରି ଓ ହାଭେଲିଆନ, ବାଂଲାଦେଶର ସିଲହେଟ ଏବଂ ଚିଟ୍ଟାଗଙ୍ଗ। ଉପଯୁକ୍ତ ଜଳପରିଚାଳନା ନ ହେବା, ସହରାଞ୍ଚଳରେ ପ୍ଲାନିଂର ଅଭାବ ଏବଂ ଜଳବାୟୁ ଜନିତ କାରଣରୁ ଏଭଳି ସଙ୍କଟ ଦେଖାଯାଉଛି। ଉପଲବ୍ଧ ଜଳ ଉତ୍ସର ଆନ୍ତଃସଂଯୋଗ, ଜଳଯୋଗାଣ ବ୍ୟବସ୍ଥା, ଦ୍ରୁତ ସହରୀକରଣ, ଚାହିଦା ବୃଦ୍ଧି ଜଳସଙ୍କଟର ଅନ୍ୟତମ ମୁଖ୍ୟ କାରଣ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କବାଡ଼ିରେ ଭାରତକୁ ଦ୍ୱିତୀୟ ସ୍ବର୍ଣ୍ଣ

ନାଗୋୟା,୨୬।୯: ମହିଳା ପରେ ଭାରତୀୟ ପୁରୁଷ କବାଡ଼ି ଦଳ ୨୦୨୬ ଏସୀୟ କ୍ରୀଡ଼ା ଫାଇନାଲରେ ଇରାନକୁ ପରାସ୍ତ କରି ସ୍ବର୍ଣ୍ଣ ପଦକ ହାସଲ କରିଛି। ଏକ କଡ଼ା…

ଗୋଟିଏ ପରିବାରରେ ୨୮ ଡାକ୍ତର; ୩ IAS-IPS ଓ IRS, CEC ଜ୍ଞାନେଶ କୁମାରଙ୍କ ପରିବାର ବିଷୟରେ ଜାଣିଲେ ତାଜୁବ ହେବେ

ନୂଆଦିଲ୍ଲୀ,୨୬।୯: ଦେଶର ସବୁଠାରୁ ଶିକ୍ଷିତ ତଥା ପ୍ରତିଷ୍ଠିତ ପରିବାରଗୁଡ଼ିକ କଥା ବିଚାର କଲେ ମୁଖ୍ୟ ନିର୍ୱାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ପରିବାର ଏହି ତାଲିକାର ଶୀର୍ଷରେ…

ମୁରବୀ ବିହୀନ ହୋଇପଡ଼ିଛି କର୍ଲାମୁଣ୍ଡା ବ୍ଲକ ଶିକ୍ଷା ବିଭାଗ, ନିଯୁକ୍ତିର ୪ ମାସ ପରେ ବଦଳି

କର୍ଲାମୁଣ୍ଡା,୨୬ା୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଶିକ୍ଷା ବିଭାଗରେ ବ୍ଲକ ଶିକ୍ଷା ଅଧିକାରୀଙ୍କ ବଦଳି ପରେ ଏବେ ଶିକ୍ଷା ବିଭାଗ ମୁରବୀ ବିହୀନ ହୋଇପଡ଼ିଛି।…

ଶ୍ରୀଜିଉଙ୍କ ସୁନାବେଶ ପାଇଁ ତିଆରି ହେବ ନୂଆ ଅଳଙ୍କାର ସେଟ୍‌

ପୁରୀ, ୨୬।୫: ଶ୍ରୀଜିଉଙ୍କ ସୁନାବେଶ ପାଇଁ ନୂଆ ଅଳଙ୍କାର ସେଟ୍‌ ତିଆରି କରାଯିବ। ଏ ନେଇ ଶ୍ରୀମନ୍ଦିର ପରିଚାଳନା କମିଟିର ଅନୁମୋଦନ ମିଳିଥିବା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ…

କଳିଙ୍ଗା ଘାଟିରେ ପରିବହନ ମନ୍ତ୍ରୀ: ବିକଳ୍ପ ରାସ୍ତା ନିର୍ମାଣ ଓ ଘାଟି ରାସ୍ତା ମରାମତି ନେଇ ଅନୁଧ୍ୟାନ

ଭଞ୍ଜନଗର, ୨୬/୯ (ବାବୁଲା ପ୍ରଧାନ): ଲଗାଣ ବର୍ଷା ଯୋଗୁଁ ଗଞ୍ଜାମ-କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟିର ଦୁଇଟି ସ୍ଥାନରେ ଭୂସ୍ଖଳନ ହେବାରୁ ବିଗତ ୫ ଦିନ…

ସୁନିତା ଆହୁଜାଙ୍କୁ ନେଇ କୋମଲ ରାଣୀଙ୍କ ଚାଞ୍ଚଲ୍ୟକର ଦାବି; ‘ଯିଏ ତାଙ୍କ ସ୍ବାମୀଙ୍କ ହତ୍ୟା ପଛରେ ଥିଲେ…’: ଗୋବିନ୍ଦାଙ୍କ ସହ ଡେଟିଂକୁ ନେଇ…

ମୁମ୍ବାଇ,୨୬।୯: ବଲିଉଡ ଅଭିନେତା ଗୋବିନ୍ଦା ଦୀର୍ଘ ଦିନ ଧରି ନିଜ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ରହିଆସିଛନ୍ତି। ତାଙ୍କ ପତ୍ନୀ ସୁନିତା ଆହୁଜା ବାରମ୍ବାର ଗୋବିନ୍ଦାଙ୍କ ଅନ୍ୟ…

ଭୟଙ୍କର ଭୂସ୍ଖଳନ: ହଠାତ୍‌ ଧସିଲା ବଡ଼ବଡ଼ ପଥର ଖଣ୍ଡ, ମାଟି ଅତଡ଼ା

ବଞ୍ଚୋ,୨୬ା୯(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅଧୀନ ତରତରା ପଂଚାୟତ ବାହିଆବାରଦଣ୍ଡା ଅଞ୍ଚଳର ବାରହାଗାଡ଼ିଆ ନିକଟରେ ଶନିବାର ଏକ ଭୟାନକ ଭୂସ୍କଳନ ଘଟିଥିବା ଜଣାପଡ଼ିଛି। ହଠାତ୍‌ ମାଟି ଓ…

ସୂର୍ଯ୍ୟଙ୍କ ସବୁଠୁ ବଡ଼ ଗୋଚର: ତୁଳା ସମେତ ଏହି ୪ ରାଶିଙ୍କୁ ଅପାର ଧନଲାଭ, ଚାକିରିରେ ବଡ଼ ଅଫର୍‌

ବୈଦିକ ଜ୍ୟୋତିଷରେ ସୂର୍ଯ୍ୟଙ୍କୁ ଆତ୍ମବଳ, ପ୍ରତିଷ୍ଠା, ଅଧିକାର, ନେତୃତ୍ୱ ଏବଂ କ୍ୟାରିୟର ସମ୍ୱନ୍ଧିତ ଗ୍ରହ ଭାବେ ବିବେଚନା କରାଯାଏ। ୧୭ ଅକ୍ଟୋବର ୨୦୨୬ରେ ସୂର୍ଯ୍ୟ ରାଶି ପରିବର୍ତ୍ତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?