ଶୃଙ୍ଖଳା ଉତ୍ତମ ଭବିଷ୍ୟତ ଗଠନର ପ୍ରଥମ ପାହାଚ

ରାଇକିଆ,୨୩ା୧୨(ଡ଼ି.ଏନ.ଏ)-ଶଙ୍ଖଳିତ ଛାତ୍ର ଜୀବନ ଉତ୍ତମ ଭବିଷ୍ୟତ ଗଠନରେ ସହାୟକ ହୋଇଥାଏ। ଏହା ହିଁ ସଫଳତାର ପ୍ରଥମ ପାହାଚ ଏବଂ ମୂଳଦୂଆ ବୋଲି ଶନିବାର ରାଇକିଆ ସରସ୍ବତୀ ଶିଶୁ ମନ୍ଦିରର ୨୪ତମ ବାର୍ଷିକ ଉତ୍ସବରେ ଯୋଗଦେଇ ଅତିଥିମାନେ ମତବ୍ୟକ୍ତ କରିଛନ୍ତି। ପରିଚାଳନା କମିଟି ସଭାପତି ରାମକଷ୍ଣ ବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଅତିଥି ଭାବେ ଜି.ଉଦୟଗିରି ବିଧାୟକ ସାଲୁଗା ପ୍ରଧାନ, ବିଡ଼ିଓ ପ୍ରବୀଣ କୁମାର ବାଣୁଆ, ଥାନା ଅଧିକାରୀ ଅଲେଖ ଗରଡ଼ିଆ, ସରପଞ୍ଚ ପଞ୍ଚୁ ପ୍ରଧାନ ଯୋଗ ଦେଇଥିଲେ । ଫୁଲବାଣୀ ସରକାରୀ ଶିକ୍ଷକ ପ୍ରଶିକ୍ଷଣ ମହାବିଦ୍ୟାଳୟର ଅଧ୍ୟକ୍ଷ ସୁଦାମ ଚରଣ ମଲ୍ଲିକ ମୁଖ୍ୟବକ୍ତା ଭାବେ ଯୋଗ ଦେଇଥିଲେ । ପ୍ରାରମ୍ଭରେ ଯୁଗ୍ମ ସମ୍ପାଦକ ତ୍ରିଲୋଚନ ପଣ୍ଡା ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ପ୍ରଧାନ ଆଚାର୍ଯ୍ୟ ହରିହର ସାହୁ ବାର୍ଷିକ ବିବରଣୀ ପାଠ କରିଥିଲେ । ଏହି ଅବସରରେ ବିଭିନ୍ନ ପ୍ରତିଯୋଗିତାର କୃତୀ ଛାତ୍ରୀଛାତ୍ରଙ୍କୁ ପୁରସ୍କତ କରାଯାଇଥିଲା । ସମ୍ପାଦକ ସତ୍ୟବାନ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ । ସମସ୍ତ ଗୁରୁମା, ଗୁରୁଜୀ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଏବେ ଶେଷ ହୋଇଯିବ ଯୁଦ୍ଧ! ଇରାନ ଆମେରିକାକୁ ପଠାଇଲା ଏଭଳି ଏକ ଜିନିଷ, ଦେଖିଲେ କ’ଣ ରାଜି ହୋଇଯିବେ ଟ୍ରମ୍ପ?

ନୂଆଦିଲ୍ଲୀ,୧୮।୫: ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧ ସମାପ୍ତ କରିବା ପାଇଁ ଇରାନ ଆମେରିକା ସହିତ ଏକ ସଂଶୋଧିତ ଶାନ୍ତି ପ୍ରସ୍ତାବ ଶେୟାର କରିଛି। ସୋମବାର ଏକ ପାକିସ୍ତାନୀ…

ପେଟ୍ରୋଲ ପମ୍ପ ଉପରେ ଅଚାନକ ଚଢାଉ କଲେ ଜିଲାପାଳ, ଏସପି: କହିଲେ ଜିଲାରେ ଆହୁରି ଏତେ ଲିଟର ତେଲ ଗଚ୍ଛିତ

ଭବାନୀପାଟଣା,୧୮।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ତୈଳ ଯୋଗାଣ ବିତରଣରେ ଅନିୟମିତତା ହେଉଥିବାର ଅଭିଯୋଗ ଆସିଛି। ଯାହାକୁ ନେଇ ସୋମବାର ଜିଲାପାଳ ପାୱାର ସଚିନ ପ୍ରକାଶ,ଏସପି ନାଗରାଜ ଦେବରକୋଣ୍ଡା…

ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ପୂର୍ବତନ ତହସିଲଦାର: ୩ ବର୍ଷ ସଶ୍ରମ କାରାଦଣ୍ଡ ସହ…

ଗୁଣପୁର,୧୮।୫(ସୁଜାତା ପାଢ଼ୀ):ରାୟଗଡ଼ା ଜିଲା ପଦ୍ମପୁରର ପୂର୍ବତନ ଅବସରପ୍ରାପ୍ତ ତହସିଲଦାର ଖୀରାବ୍ଦି ବେହେରା ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି l ତାଙ୍କ ବିରୋଧରେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା…

ମୃତ୍ୟୁର ୯ ଦିନ ପରେ ମାଟି ତଳୁ ଖୋଳି ବାହାର କରାଗଲା ଅଢ଼େଇ ବର୍ଷର ଶିଶୁର ଶବ, କାରଣ ଜାଣିଲେ ହୋଇଯିବେ ତାଜୁବ

ଧର୍ମଶାଳା,୧୮।୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ନୋସ୍ତା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବକୁ ମିଳିଛି । ଅଢ଼େଇ ବର୍ଷର ଶିଶୁର ମୃତ୍ୟୁ ହେବାର…

କୋର୍ଟଙ୍କ ଦ୍ୱାରସ୍ତ ହେଲେ ଭିନେଶ

ନୂଆଦିଲ୍ଲୀ,୧୮ା୫: ରେସଲିଂ ଫେଡେରେଶନ ଅଫ୍‌ ଇଣ୍ଡିଆ (ଡବ୍ଲ୍ୟୁଏଫ୍‌ଆଇ) ସହିତ ଚାଲିଥିବା ବିବାଦ ମଧ୍ୟରେ ଜାତୀୟ ରେସଲିଂ ଚୟନ ପ୍ରକ୍ରିୟାରୁ ବାଦ୍‌ ଦିଆଯିବାକୁ ନେଇ ଭାରତୀୟ ରେସଲର ଭିନେଶ…

ନାବାଳିକାଙ୍କୁ ଅସଦାଚରଣ: କୋର୍ଟଙ୍କ ଆସିଲା ବଡ଼ ରାୟ

ବ୍ରହ୍ମପୁର,୧୮ା୫(ସୁବାସ ଚନ୍ଦ୍ର ପାଢ଼ୀ): ୨୦୧୮ରେ ସୋରଡ଼ା ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ହୋଇଥିବା ଅସଦାଚରଣ ମାମଲାର ଶୁଣାଣି ହୋଇଛି। ଫାଷ୍ଟଟ୍ରାକ ପୋକ୍‌ସୋ କୋର୍ଟ ଜଜ୍‌ ରୋହିତ ଲାଲ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ କୀର୍ତ୍ତିମାନ: IPL ଇତିହାସରେ କେହି ଏମିତି ରେକର୍ଡ ହାସଲ କରିପାରିନାହାନ୍ତି

ନୂଆଦିଲ୍ଲୀ,୧୮।୫: ବୈଭବ ସୂର୍ଯ୍ୟବଂଶୀ ତାଙ୍କର ଛୋଟ IPL କ୍ୟାରିୟର ମଧ୍ୟରେ ଅନେକ ରେକର୍ଡ ସ୍ଥାପନ କରିସାରିଛନ୍ତି। ତାଙ୍କ କ୍ୟାରିୟରରେ ସୂର୍ଯ୍ୟବଂଶୀ ଚୌକା ଅପେକ୍ଷା ଅଧିକ ଛକା ମାରିଛନ୍ତି।…

ଅନ୍ତେବାସୀଙ୍କୁ ଘର କାମରେ ଲଗାଇବା ପଡ଼ିଲା ମହଙ୍ଗା

ଚକାପାଦ,୧୮ା୫(ପ୍ରତାପ କିଶୋର ବେହେରା): ଚକାପାଦ ବ୍ଲକ୍‌ର ବପଲମେଣ୍ଡି ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ମେଟ୍ରୋନ ସୁଜାତା ସାହୁଙ୍କୁ ଜିଲାପାଳ ବେଦଭୂଷଣ ତୁମୁଡ଼ିବନ୍ଧ ରାଙ୍ଗାପାରୁ ଏସ୍‌ଏସ୍‌ଡି ଉଚ୍ଚ ବିଦ୍ୟାଳୟକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri