ଶେରଗଡ଼ ତହସିଲ କାର୍ଯ୍ୟର ସମୀକ୍ଷା କଲେ ଆର୍‌ଡିସି

ଶେରଗଡ଼,୨ା୮(ଡି.ଏନ.ଏ.)- ଦକ୍ଷିଣାଞ୍ଚଳ ରାଜସ୍ବ କମିଶନର ଟି. ଆପନ୍ନା ଆଓ ଶୁକ୍ରବାର ଶେରଗଡ଼ ତହସିଲ କାର୍ଯ୍ୟର ସମୀକ୍ଷା କରିଛନ୍ତି। ପୂର୍ବାହ୍ନ ପ୍ରାୟ ୧୧ଟାବେଳେ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚତ୍ଥିଲେ। ଶେରଗଡ଼, ଧନନ୍ତର, ଗୋବିନ୍ଦପୁର ରାଜସ୍ବ ସର୍କଲର ବହୁ ଲୋକଙ୍କୁ ଆର୍‌ଡିସି ପଟ୍ଟା ବଣ୍ଟନ କରିଥିଲେ। ଏହାପରେ ଆର୍‌ଡିସି ତହସିଲଦାରଙ୍କ ପ୍ରକୋଷ୍ଠରେ ତହସିଲ କାର୍ଯ୍ୟର ସମୀକ୍ଷା କରିଥିଲେ। ଲୋକମାନଙ୍କୁ ଉପଯୁକ୍ତ ସେବା ଯୋଗାଇ ଦେବାକୁ ତହସିଲଦାରଙ୍କୁ ନିର୍ଦ୍ଦେଶ ଦେଇଥିଲେ। ନିୟମିତ ଜନସେବା କେନ୍ଦ୍ରଗୁଡିକ ଯାଞ୍ଚ କରି ଲୋକଙ୍କୁ ଦିଆଯାଉଥିବା ସେବା ଉପରେ ନଜର ରଖିବାକୁ କହିଥିଲେ। ସମୀକ୍ଷା ସମୟରେ ସବ୍‌ରେଜଷ୍ଟ୍ରାର କାର୍ଯ୍ୟାଳୟର ବିଭିନ୍ନ ଜମିଜମା ରେଜିଷ୍ଟ୍ରେସନ ଉପରେ ପଚାରି ବୁଝିଥିଲେ। ଉକ୍ତ ସମୀକ୍ଷା ସମୟରେ ତହସିଲଦାର ଡ. ଦୟାସିନ୍ଧୁ ପରିଡା, ଅତିରିକ୍ତ ତହସିଲଦାର ଆଶୋକ କୁମାର ମଲ୍ଲିକଙ୍କ ସମେତ ତହସିଲର ସମସ୍ତ କର୍ମଚାରୀ, ସବ୍‌ରେଜଷ୍ଟ୍ରାର କାର୍ଯ୍ୟାଳୟର ସମସ୍ତ କର୍ମଚାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଉଜଙ୍କୁ ଶାରୀରିକ ସମ୍ପର୍କ ରଖିବାକୁ ବାଧ୍ୟ କରୁଥିଲେ ଦିଅର: ଆଉ ତା’ପରେ ଘଟିଲା…

ଭୁବନେଶ୍ୱର,୬।୧୦ (ପ୍ରସନଜିତ୍‌ ସାହୁ):ରାଜଧାନୀରେ ମହିଳାଙ୍କୁ ନିର୍ଯାତନା ଘଟଣା ସାମନାକୁ ଆସିଛି। ଭାଉଜଙ୍କୁ ଦିଅର ମାନସିକ ନିର୍ଯାତନା ଦେବା ସହ ତାଙ୍କ ଫଟୋ ଭିଡିଓ ଶୁଟ୍‌ କରି ଭାଇରାଲ…

SCB ମେଡିକାଲ୍‌ କ୍ୟାମ୍ପସ୍‌ରେ ଯୁବକଙ୍କ ହାଇଡ୍ରାମା, ୫୦ ଫୁଟ ପାଣିଟାଙ୍କି ଉପରୁ ଡେଇଁ…

କଟକ,୬।୧୦(ପ୍ରଭୁକଲ୍ୟାଣ ପାଲ୍): କଟକ ବଡ ମେଡିକାଲରେ ଅଘଟଣ। ପାଣି ଟାଙ୍କି ଉପରୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ। ଦୀର୍ଘ ସମୟଧରି ହାଇଡ୍ରାମା ପରେ ସେ ଟାଙ୍କି…

ସୂର୍ଯ୍ୟକୁମାରଙ୍କୁ ଲାଗିଲା ଝଟକା: ସବୁଠୁ ବିଦା, ଅନ୍ଧାରରେ କ୍ୟାରିୟର

ମୁମ୍ବାଇ,୬।୧୦: ଭାରତର ଟି-୨୦ ବିଶ୍ୱକପ ବିଜୟୀ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ପାଇଁ ଏବେ ଚିନ୍ତା ବଢ଼ିଛି। ଟିମ ଇଣ୍ଡିଆରୁ ବାଦ ପଡ଼ିବା ପରେ ଏବେ ମୁମ୍ବାଇର ରଣଜୀ…

ୱାଇଡ ବଲ୍‌ରେ ସିଧା ଛକା! କ୍ରିକେଟ୍‌ରେ ଘଟିଲା ଅଜବ ଘଟଣା, ଦେଖନ୍ତୁ Video

ନୂଆଦିଲ୍ଲୀ,୫।୧୦: କ୍ରିକେଟ୍‌ରେ ୱାଇଡ ବଲ ବାଉଣ୍ଡାରୀ ପାର କରିବା ଦୃଶ୍ୟ ଦର୍ଶକମାନେ ଅନେକ ଥର ଦେଖିଛନ୍ତି। ବିଶେଷକରି ଉଇକେଟକିପରଙ୍କ ପହଞ୍ଚରୁ ଦୂରକୁ ଯାଇଥିବା ୱାଇଡ ବଲ ବାଉଣ୍ଡାରୀ…

ପାଣ୍ଡିଆନ୍‌ଙ୍କ ବୟାନ୍‌ ରେକର୍ଡ: ଫାଇଲ୍‌ ରିସିଭ୍‌ ହୋଇଛି, କୁଆଡ଼େ ଗଲା ଜାଣିନାହାନ୍ତି

ଭୁବନେଶ୍ୱର,୬।୧୦(ତ୍ରିନାଥ ମହାନ୍ତି):ସିଏମ୍‌ଓରୁ ସ୍ବାମୀ ଲକ୍ଷ୍ମଣାନନ୍ଦ ହତ୍ୟାକାଣ୍ଡ ଏବଂ କନ୍ଧମାଳ ଦଙ୍ଗା ସମ୍ପର୍କିତ ନାଇଡୁ କମିଶନ ଫାଇଲ ହଜିବା ଘଟଣାରେ ୩ ଜଣଙ୍କ ବୟାନ ରେକର୍ଡ କରାଯାଇଛି। ଭି.କେ.…

୫୩ ବର୍ଷ ପରେ ଏକାଠି ହେଲେ ୫ ଶିକ୍ଷକ ବନ୍ଧୁ: ମିଶିକି କଲେ ଏମିତି କାମ

ତାଳଚେର,୬ା୧୦(ମନୋଜ ନନ୍ଦ): ଶିକ୍ଷକତା ଜୀବନର ପ୍ରାରମ୍ଭରେ ପରସ୍ପର ସଂସ୍ପର୍ଶରେ ଆସିଥିଲେ। ତାଲିମ କେନ୍ଦ୍ରରେ ଚିହ୍ନା ପରିଚୟ ପରେ ସେମାନଙ୍କ ଭିତରେ ଗଢ଼ି ଉଠିଥିଲା ବନ୍ଧୁତା। ହେଲେ ସ୍କୁଲକୁ…

ହାଇଜମ୍ପରେ ସ୍ବର୍ଣ୍ଣପଦକ ଜିତିଲେ ରୁକ୍ମିଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଭଞ୍ଜନଗର,୬।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ବାହାଡ଼ାପଦର ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ରୁକ୍ମିଣୀ ବିଷୋୟୀ ରାଜ୍ୟସ୍ତରୀୟ ହାଇଜମ୍ପ ପ୍ରତିଯୋଗିତାରେ ସ୍ବର୍ଣ୍ଣପଦକ…

ସେଣ୍ଟ୍ରାଲ ମୁମ୍ବାଇର ବସ୍‌ ଡିପୋରେ ଭୟଙ୍କର ଅଗ୍ନିକାଣ୍ଡ

ମୁମ୍ବାଇ,୧୦।୫: ସେଣ୍ଟ୍ରାଲ ମୁମ୍ବାଇର ଏକ ବସ୍‌ ଡିପୋରେ ସୋମବାର ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡlରେ ଗୋଟିଏ କି ଦୁଇଟି ନୁହେଁ, ୧୦ଟି ବସ୍‌ ପୋଡ଼ି ପାଉଁଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?