ଶେରଗଡ଼ ତହସିଲଦାରଙ୍କ ହୋଟେଲ ଫାଷ୍ଟଫୁଡ଼ ଦୋକାନରେ ଚଢ଼ାଉ: ନିତ୍ୟ ବ୍ୟବହାର୍ଯ୍ୟ ଜିନିଷକୁ ଚଢ଼ା ଦରରେ ବିକିଲେ ନିଆଯିବ କଡ଼ା କାର୍ଯ୍ୟାନୁଷ୍ଠାନ

ଶେରଗଡ଼,୧୭।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ଼ ତହସିଲଦାର ଡ.ଦୟାସିନ୍ଧୁ ପରିଡା ଶେରଗଡ଼ ବଜାରରେ ଥିବା ଫାଷ୍ଟଫୁଡ଼ ଦୋକାନ, ହୋଟେଲ, ମଦ ଦୋକାନରେ ଚଢ଼ାଉ କରିଛନ୍ତି। ଶେରଗଡ଼ ଚାରିଛକ, ତିନିଛକ, ବଜାର ଛକ, କାଳିଆ ହୋଟେଲ ଛକରେ ରହି ଲୋକମାନଙ୍କୁ ସଚେତନ କରିବା ସହ ୧୪୪ଧାରା ସଂପର୍କରେ ବୁଝାଇଛନ୍ତି। ଗହଳି ନ କରିବାକୁ ପରାମର୍ଶ ଦେଇଛନ୍ତି । ମଙ୍ଗଳବାର ସକାଳେ ତହସିଲଦାର ପରିଡା ତେଜରାତି ଦୋକାନ, ନିତ୍ୟ ବ୍ୟବହାର୍ଯ୍ୟ ଜିନିଷ ଦୋକାନକୁ ଛାଡି ଆଉ ସମସ୍ତ ଦୋକାନଗୁଡିକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେବା ସହ ବନ୍ଦ ହେଲା ନା ନାହିଁ ଦେଖୁଛନ୍ତି। ନିତ୍ୟ ବ୍ୟବହାର୍ଯ୍ୟ ଜିନିଷକୁ ଚଢ଼ା ଦରରେ ବିକିଲେ ବ୍ୟବସାୟୀଙ୍କ ବିରୋଧରେ କଡ଼ା କାର୍ଯ୍ୟନୁଷ୍ଠାନ ନିଆଯିବ ବୋଲି ବ୍ୟବସାୟୀଙ୍କୁ ଚେତାଇ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତୁ, ଆମ ନାରୀ ଶକ୍ତିକୁ ସଶକ୍ତ କରିବା

ଉ କିଛିଦିନ ପରେ, ସମଗ୍ର ଭାରତବର୍ଷ ଉତ୍ସବମୁଖର ହୋଇଉଠିବ ଏବଂ ଦେଶର କୋଣ ଅନୁକୋଣରେ ହର୍ଷୋଲ୍ଲାସର ସହ ପାର୍ୱଣର ପରିବେଶ ଦେଖିବାକୁ ମିଳିବ। ଆସାମର ଲୋକମାନେ ରଙ୍ଗାଲି…

ବନ୍ଧାହେଲେ କୁଖ୍ୟାତ ଗଞ୍ଜେଇ ମାଫିଆ: ବିଦେଶୀ ମଦ ସହ ଗଞ୍ଜେଇ ଜବତ

ପରଜଙ୍ଗ,୯/୪(ନିଗମାନନ୍ଦ ଦଳବେହେରା)ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ବାରିହାପୁର ପଇଁନ୍ତିରିଆ ସାହିରେ ଗୁରୁବାର ଭୋର କୁଖ୍ୟାତ ଗଞ୍ଜେଇ ମାଫିଆଙ୍କୁ ଗିରଫ କରିଛି ଅବକାରୀ ଟିମ। ଗିରଫ ଅଭିଯୁକ୍ତ ହେଲେ…

ଉତ୍ପାଦର ଗୁଣବତ୍ତା ସହ ବୁଝାମଣା କରନ୍ତୁ ନାହିଁ: ଇଂ. ସମ୍ୱିତ ରଞ୍ଜନ ସାହୁ

ପ୍ର- ଅର୍ଗାନିକ୍‌ ମା’ ପ୍ରତିଷ୍ଠା ଚିନ୍ତାଧାରା କିପରି ମନକୁ ଆସିଥିଲା ଏବଂ ବର୍ତ୍ତମାନ ପର୍ଯ୍ୟନ୍ତ ଯାତ୍ରା କିପରି ରହିଛି? ଉ- ବ୍ୟକ୍ତି ଜୀବନର କିଛି ଘଟଣାକୁ ନେଇ…

ଗାଁ ଗାଁରେ ଚୋରାମଦ, ତାତିଲେ ଲୋକେ: ହାତ ବାନ୍ଧି ବସିଛନ୍ତି ଅବକାରୀ, ପୋଲିସ

ବରଗଡ଼,୯।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ନିଶା କାରବାର ବଢ଼ିଚାଲିଛି। ଗାଁଠୁ ସହର ସବୁଆଡ଼େ ଚୋରାମଦ ସହିତ ଗଞ୍ଜେଇ, କଫ ସିରପ୍‌ ଅବାଧରେ ବିକ୍ରି ହେଉଛି। ସେହିପରି କେତେକ ସ୍ଥାନରେ…

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri