ଶେରଗଡ଼ର ଦେବାଶିଷଙ୍କୁ ରୌପ୍ୟ ପଦକ

ଶେରଗଡ଼,୭ା୧୦(ଡି.ଏନ.ଏ.)- କେରଳରେ ଅନୁଷ୍ଠିତ ଜାତୀୟ ଭାରୋତ୍ତୋଳନ ପ୍ରତିଯୋଗିତାରେ ଗଞ୍ଜାମ ଜିଲା ଶେରଗଡ ବ୍ଲକ ଶେରଗଡ଼ ଗ୍ରାମର ଦେବାଶିଷ ମହାନ୍ତି ରୌପ୍ୟ ପଦକ ହାସଲ କରିଛନ୍ତି। ପ୍ରତିଯୋଗିତାରେ ୨୧୦ କି.ଗ୍ରା-୨୧୭ କି.ଗ୍ରା. ଡେଡ ଲିପ୍ଟ ଉଠାଇ ଦ୍ୱିତୀୟ ସ୍ଥାନରେ ରହି ସେ ଏହି ଗୌରବ ଅର୍ଜନ କରିଛନ୍ତି। ରବିବାର ସକାଳେ ଦେବାଶିଷ ଶେରଗଡରେ ପହଞ୍ଚିବା ପରେ ତାଙ୍କୁ ସମ୍ବର୍ଦ୍ଧିତ କରାଯାଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ଇନଷ୍ଟାଗ୍ରାମ ଆଇଡି ହ୍ୟାକ୍ କରି ଯୁବତୀଙ୍କ ଆପତ୍ତିଜନକ ଫଟୋ ଭାଇରାଲ, ଧରାପଡିବା ପରେ…..

ଆନନ୍ଦପୁର,୬ା୧୦(ସୁଶାନ୍ତ କୁମାର ସାହୁ ): ଇନଷ୍ଟାଗ୍ରାମ ଆଇଡି ହ୍ୟାକ କରି ଜଣେ ଯୁବତୀଙ୍କ ଆପତ୍ତିଜନକ ଫଟୋ ଭାଇରାଲ କରିବା ଅଭିଯୋଗରେ ଘଷିପୁରା ପୋଲିସ ଜଣେ ଯୁବକକୁ ଗିରଫ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ଛୁଇବନ୍ଧରେ ଟ୍ରକକୁ ପିଟିଲା ପିକଅପ୍, ଦୁଇ ମୃତ

ବଲାଙ୍ଗୀର,୬।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ସମ୍ବଲପୁର ଏନ୍‌ଏଚ୍‌-୨୬ର ଛୁଇଁବନ୍ଧ ନିକଟରେ ମଙ୍ଗଳବାର ସକାଳୁ ଭୟଙ୍କର ଦୁର୍ଘଟଣା ହୋଇଛି । ପିକଅପ୍ ଗାଡ଼ି ଟ୍ରକକୁ ପଛରୁ ଧକ୍କା ଦେବା…

ଦଶହରା ପୂର୍ବରୁ କଫ ସିରପ୍‌ କାରବାର ଠାବ: ୩୧୫୬ ବୋତଲ କଫ୍‌ ସିରପ ସହ ଜଣଙ୍କୁ ମାଡ଼ିବସିଲା ପୋଲିସ

ବରଗଡ଼,୬।୧୦(ପ୍ରେମାନନ୍ଦ ଖମାରୀ):ବରଗଡ଼ ଗ୍ରାମାଞ୍ଚଳ ଥାନା ପୋଲିସ ସୋମବାର ସହର ଉପକଣ୍ଠ ତୋରା-ନାଗେନପାଲି ରାସ୍ତାରେ ବିପୁଳ ପରିମାଣରେ କଫ୍‌ ସିରପ୍‌ ଜବତ କରିଛି। କଫ୍‌ ସିରପ୍‌ ବୋଝେଇ ଏକ…

ଖୋଲିଲା ମା’ ତାରାତାରିଣୀଙ୍କ ଦାନହୁଣ୍ଡି; ସୁନା-ରୁପା ଅଳଙ୍କାର ସହ ମିଳିଲା…

ପୁରୁଷୋତ୍ତମପୁର,୬।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ଦାନହୁଣ୍ଡି ସୋମବାର ଖୋଲାଯାଇଛି । ମନ୍ଦିର ନିର୍ବାହୀ ଅଧିକାରୀ ତଥା ପୁରୁଷୋତ୍ତମପୁର ତହସିଲଦାର ବିନୋଦ…

SCB ମେଡିକାଲ୍‌ କ୍ୟାମ୍ପସ୍‌ରେ ଯୁବକଙ୍କ ହାଇଡ୍ରାମା, ୫୦ ଫୁଟ ପାଣିଟାଙ୍କି ଉପରୁ ଡେଇଁ…

କଟକ,୬।୧୦(ପ୍ରଭୁକଲ୍ୟାଣ ପାଲ୍): କଟକ ବଡ ମେଡିକାଲରେ ଅଘଟଣ। ପାଣି ଟାଙ୍କି ଉପରୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ। ଦୀର୍ଘ ସମୟଧରି ହାଇଡ୍ରାମା ପରେ ସେ ଟାଙ୍କି…

୫୩ ବର୍ଷ ପରେ ଏକାଠି ହେଲେ ୫ ଶିକ୍ଷକ ବନ୍ଧୁ: ମିଶିକି କଲେ ଏମିତି କାମ

ତାଳଚେର,୬ା୧୦(ମନୋଜ ନନ୍ଦ): ଶିକ୍ଷକତା ଜୀବନର ପ୍ରାରମ୍ଭରେ ପରସ୍ପର ସଂସ୍ପର୍ଶରେ ଆସିଥିଲେ। ତାଲିମ କେନ୍ଦ୍ରରେ ଚିହ୍ନା ପରିଚୟ ପରେ ସେମାନଙ୍କ ଭିତରେ ଗଢ଼ି ଉଠିଥିଲା ବନ୍ଧୁତା। ହେଲେ ସ୍କୁଲକୁ…

ହାଇଜମ୍ପରେ ସ୍ବର୍ଣ୍ଣପଦକ ଜିତିଲେ ରୁକ୍ମିଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଭଞ୍ଜନଗର,୬।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ବାହାଡ଼ାପଦର ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ରୁକ୍ମିଣୀ ବିଷୋୟୀ ରାଜ୍ୟସ୍ତରୀୟ ହାଇଜମ୍ପ ପ୍ରତିଯୋଗିତାରେ ସ୍ବର୍ଣ୍ଣପଦକ…

ହୋଟେଲରୁ ଫିଲ୍ମ ନିର୍ଦ୍ଦେଶକଙ୍କ ମୃତଦେହ ଜବତ, ପୋଲିସର ତଦନ୍ତ ଜାରି

ଭୁବନେଶ୍ୱର,୫।୧୦(ତ୍ରିନାଥ ମହାନ୍ତି): ଭରତପୁର ଥାନା ଅଧୀନ କଳିଙ୍ଗ ବିହାର ଅଞ୍ଚଳରେ ଥିବା ଏକ ହୋଟେଲ୍‌ରୁ ଫିଲ୍ମ ନିର୍ଦ୍ଦେଶକ ଏସ୍‌.କେ. ମୂରଲୀଧରନଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଛି। ଖବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?