ଶେରଗଡ଼ରେ ୧୨ ବାଇକ୍‌ ଚାଳକଙ୍କ ନାମରେ ମାମଲା, ୨ ହଜାର ଜରିମାନା ଆଦାୟ

ଶେରଗଡ଼, ୭।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ଼ ପୋଲିସ ପକ୍ଷରୁ ଲକ୍‌ଡାଉନ ସମୟରେ ଚଢ଼ାଉ ଜାରିରହିଛି। ଥାନା ଅଧିକାରୀ ରମେଶ ଚନ୍ଦ୍ର ଦାସ ଶେରଗଡ଼ ବଜାର ଛକ ଓ ଚାରି ଛକରେ ପାଟ୍ରୋଲିଂ ଜାରି ରଖିଛନ୍ତି। ଲକ୍‌ଡାଉନ୍‌ ଜାରି ରହିଥିବା ବେଳେ ରବିବାର ଓ ସୋମବାର ୧୨ ଜଣ ବାଇକ୍‌ ଚାଳକଙ୍କ ଉପରେ ମାମଲା ରୁଜୁ ହୋଇଛି। ସେମାନଙ୍କ ନିକଟରୁ ୨୦୦୦ ଟଙ୍କା ଜରିମାନା ଆଦାୟ ହୋଇଛି। ବ୍ୟାପକ ପାଟ୍ରୋଲିଂ ଜାରି ରହିଥିବା ଥାନା ଅଧିକାରୀ ଦାସ କହିଛନ୍ତି। ସେହିପରି ତହସିଲଦାର ଡ. ଦୟାସିନ୍ଧୁ ପରିଡା ଶେରଗଡ଼ କାଳିଆ ହୋଟେଲ ଛକରେ ଚଢ଼ାଉକରି କତେକ ବାଇକ ଚାଳକଙ୍କୁ ତାଗିଦ କରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଆଇ ସାହାଯ୍ୟରେ ପ୍ଲାଣ୍ଟ ଇମ୍ୟୁନିଟି ସିଷ୍ଟମ୍‌ ପ୍ରସ୍ତୁତ କଲେ ଚାଇନା ଗବେଷକ

ବେଜିଂ, ୨୪ା୮: ଫସଲକୁ ସାଂଘାତିକ ରୋଗ ଏବଂ ଜୀବାଣୁ, ଭୂତାଣୁ ଓ କବକ ଆକ୍ରମଣରୁ ରକ୍ଷା କରିବା ପାଇଁ ଚାଇନା ଗବେଷକମାନେ କୃତ୍ରିମ ପ୍ରତିରୋଧକ ବ୍ୟବସ୍ଥା ବିକଶିତ…

ବେଆଇନ ଗଛକଟା, ଲଘୁ ଖଣିଜ ସମ୍ପଦ ଲୁଟ୍‌, ମାସକ ମଧ୍ୟରେ ରିପୋର୍ଟ ଲୋଡ଼ିଲେ ଏନ୍‌ଜିଟି

ଭୁବନେଶ୍ୱର,୨୪।୮(ରବିନାରାୟଣ ଜେନା): ରାଜ୍ୟରେ ଲଘୁ ଖଣିଜ ସମ୍ପଦ ମନଇଚ୍ଛା ଖୋଳା ଚାଲିଛି। ସରକାରୀ ନୀତି ଗୋଟିଏ କଥା କହୁଥିବାବେଳେ ଲିଜ୍‌ଧାରୀମାନେ ସେସବୁକୁ ଭ୍ରୂକ୍ଷେପ ନ କରି ଯେଉଁଠି…

ସାଉଦି-ପାକ୍‌-ତୁର୍କୀ ପ୍ରତିରକ୍ଷା ମେଣ୍ଟରେ ସାମିଲ ହେବାକୁ ବାଂଲାଦେଶ ଆଗ୍ରହୀ

ନୂଆଦିଲ୍ଲୀ,୨୪ା୮: ସାଉଦି ଆରବ, ପାକିସ୍ତାନ ଏବଂ ତୁର୍କୀ ମଧ୍ୟରେ ନିକଟରେ ପ୍ରତିରକ୍ଷା ମେଣ୍ଟ ହୋଇଥିବାବେଳେ ସେଥିରେ ସାମିଲ ହେବା ଲାଗି ବାଂଲାଦେଶ ଆଗ୍ରହୀ ଥିବା ଏହାର ୨…

ସରକାରୀ ହସ୍ପିଟାଲରେ ଭୟଙ୍କର ଅଗ୍ନିକାଣ୍ଡ, ଜୀବନ୍ତ ଜଳିଗଲେ ୩ ନବଜାତ ଶିଶୁ

ଅମରାବତୀ,୨୪।୮: ସୋମବାର (୨୪ ଅଗଷ୍ଟ) ଭୋର ପ୍ରାୟ ୩ଟା ୩୦ ସମୟରେ ମହାରାଷ୍ଟ୍ରର ଅମରାବତୀ ଜିଲାରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଅମରାବତୀର ସରକାରୀ ମହିଳା…

୧୦ ଦିନ ପରେ ବି ପ୍ରୋରୋଗ ହୋଇନି ପାର୍ଲାମେଣ୍ଟ

ନୂଆଦିଲ୍ଲୀ,୨୪ା୮: ପାର୍ଲାମେଣ୍ଟର ଉଭୟ ଗୃହକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ଘୋଷଣା କରାଯିବା ଇତିମଧ୍ୟରେ ୧୦ ଦିନ ବିତିଥିଲେ ମଧ୍ୟ ଏହାକୁ ଆନୁଷ୍ଠାନିକ ଭାବେ ବନ୍ଦ କରାଯାଇନାହିଁ।…

ପଡିକଲଙ୍କ କ୍ରମାଗତ ଦ୍ୱିତୀୟ ଶତକ, ଭାରତ ୩୦୦/୫

କଲମ୍ବୋ, ୨୩ା୮- ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରବିବାରଠାରୁ ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ ପ୍ରଥମ ଦିନ…

ସମବାୟ ସମିତିରୁ ରାତିରେ ସାର ଚାଲାଣ ଅଭିଯୋଗ, ବଢ଼ିଲା ଚାଷୀ ଅସନ୍ତୋଷ

ହାଟଡିହୀ/ଛେନାପଦୀ,୨୩।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସମଣା ସେବା ସମବାୟ ସମିତିରେ ଚାଷୀଙ୍କ ପାଇଁ ମହଜୁଦ ଥିବା ସାରକୁ ବିକ୍ରି ଉଦ୍ଦେଶ୍ୟରେ ରାତିରେ ଅନ୍ୟତ୍ର…

ସମ୍ଭାଗ ସ୍ତରୀୟ ସଂସ୍କୃତି ମହୋତ୍ସବ, ଭଞ୍ଜନଗର ବିଧାୟକ….

ଭଞ୍ଜନଗର,୨୩।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ଡିହପଢାଳ ଠାରେ ସମ୍ଭାଗ ସ୍ତରୀୟ ସଂସ୍କୃତି ମହୋତ୍ସବ ଶନିବାର ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri