ଶେଷଥର ପାଇଁ କେବେ ହ୍ବାଟ୍‌ସଆପ୍‌ ଦେଖିଥିଲେ ସୁଶାନ୍ତ

ବହୁତ କମ ଦିନରେ ସଫଳତାର ଶୀର୍ଷରେ ପହଞ୍ଚିଥିବା ବଲିଉଡ ଷ୍ଟାର ସୁଶାନ୍ତ ସିଂହ ରାଜପୁତ ବେକରେ ଫାଶୀ ଲଗାଇ ଆତ୍ମହତ୍ୟା କରିଛନ୍ତି। ମାତ୍ର ୩୪ ବର୍ଷ ବୟସରେ ସେ କାହିଁକି ଏଭଳି ଚରମ ପଦକ୍ଷେପ ନେଲେ, ତା’ର କାରଣ ଏଯାଏ ଜଣାପଡିନାହିଁ। ତଥାପି ସେ ଦୀର୍ଘ ୬ ମାସ ହେଲା ବିଷାଦଗ୍ରସ୍ତ ଥିଲେ। ଏଥିପାଇଁ ତାଙ୍କର ଚିକିତ୍ସା ମଧ୍ୟ ଚାଲିଥିଲା। ହେଲେ ସେ କାହିଁକି ଡିପ୍ରେସନକୁ ଯାଇଥିଲେ, ସେକଥା କେହି ବି କହିପାରୁନାହାନ୍ତି। ସୁଶାନ୍ତ ସର୍ବଦା ହସହସ ମୁହଁରେ ସମସ୍ତଙ୍କୁ ଭେଟୁଥିଲେ। ମନ ଭିତରେ ଅନେକ ବ୍ୟଥା ରହିଥିଲେ ହେଁ ସେ କେବେ ହେଲେ ଏହାକୁ ନିଜ ମୁହଁରେ ଆସିବାକୁ ଦେଇ ନ ଥିଲେ। ଲକ୍ଷଲକ୍ଷ ଫ୍ୟାନ ଓ ବଲିଉଡକୁ ଏକା କରି ଚାଲିଯାଇଥିବା ସୁଶାନ୍ତଙ୍କ ସମ୍ପର୍କରେ ଏବେ ଆଉ ଏକ ତଥ୍ୟ ସାମ୍ନାକୁ ଆସିଛି। ଯେଉଁଦିନ ସେ ଆତ୍ମହତ୍ୟା କରିଥିଲେ ସେଦିନ ସେ ନିଜ ହ୍ବାଟ୍‌ସଆପ୍‌ ଦେଖିଥିଲେ। ଶେଷଥର ସେ କେତେବେଳେ ଦେଖିଥିଲେ ତା’ର ଖୁଲାସା କରିଛନ୍ତି ଫିଲ୍ମ ନିର୍ମାତା ଆନନ୍ଦ ଗାନ୍ଧୀ। ସେ କହିଛନ୍ତି, ଆତ୍ମହତ୍ୟା ଦିନ ସକାଳ ୯.୧୫ରେ ସୁଶାନ୍ତ ଶେଷଥର ପାଇଁ ହ୍ବାଟ୍‌ସଆପ୍‌ ଦେଖିଥିଲେ। ଏବେ ତାଙ୍କ ହ୍ବାଟ୍‌ସଆପ୍‌ ଲାଷ୍ଟ୍‌ ସିନ୍‌ ୯.୧୫ ଦେଖାଉଛି। ସେ ଇନ୍‌ଷ୍ଟାଗ୍ରାମରେ ଏକ ଭିଡିଓ ପୋଷ୍ଟ କରିଛନ୍ତି। ଭିଡିଓରେ ସୁଶାନ୍ତ ହସୁଥିବାର ଦେଖାଯାଇଛି। ସୁଶାନ୍ତ ସବୁବେଳେ ବିନ୍ଦାସ ଏବଂ ସଚ୍ଚୋଟ ହୃଦୟର ବ୍ୟକ୍ତି ଥିଲେ ବୋଲି ଆନନ୍ଦ କହିଛନ୍ତି।

https://www.instagram.com/p/CBgTexhp0Ic/?utm_source=ig_web_copy_link


Enter your email to get our daily news in your inbox.

All Right Reserved By Dharitri.Com

ମ୍ୟାକ୍ସ ପିକ୍‌ଅପ୍ ସହ ବାଇକ୍‌ର ମୁହାଁମୁହିଁ ଧକ୍କା: ଦୁଇ ଯୁବକ ଗୁରୁତର

ମୋହନା,୧୦।୭(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ବୁଲଡାପଙ୍କା ଗାଁ ନିକଟ ବୁଲାଣି ରାସ୍ତାରେ ଶୁକ୍ରବାର ଏକ ସଡ଼କ ଦୁର୍ଘଟଣାରେ ଦୁଇ ଜଣ ଯୁବକ ଗୁରୁତର …

କଲେଜରେ ବନ ମହୋତ୍ସବ ପାଳିତ: ୧୦୦ ଔଷଧୀୟ ବୃକ୍ଷର ଚାରାରୋପଣ, ସାମିଲ ହେଲେ ଛାତ୍ରୀଛାତ୍ର

ଗଞ୍ଜାମ , ୧୦।୭(ବିଦ୍ୟାଧର ସାହୁ): ଗଞ୍ଜାମ ମହାବିଦ୍ୟାଳୟରେ ଜାତୀୟ ସେବା ଯୋଜନା (ଏନଏସଏସ) ୟୁନିଟ୍‌ର ଆନୁକୂଲ୍ୟରେ ଶୁକ୍ରବାର ବନ ମହୋତ୍ସବ ଶୁକ୍ରବାର ପାଳିତ ହୋଇଯାଇଛିl ଏହି ଅବସରରେ…

ଟ୍ରେଲର୍‌କୁ ପଛପଟୁ ଧକ୍କା ଦେଲା ଘରୋଇ ବସ୍‌; ୫ରୁ ଅଧିକ ଯାତ୍ରୀ ଆହତ

ଚୌଦ୍ୱାର, ୮।୭:  କଟକ ଜିଲା ଟାଙ୍ଗୀ ଥାନା ଅନ୍ତର୍ଗତ ନିର୍ଗୁଣ୍ଡି ନିକଟ ଜାତୀୟ ରାଜପଥ–୧୬ରେ ମଙ୍ଗଳବାର ଏକ ସଡ଼କ ଦୁର୍ଘଟଣାରେ ଘରୋଇ ଯାତ୍ରୀବାହୀ ବସ୍‌ ଏକ ଟ୍ରେଲର୍‌କୁ…

ଅଭିଯୋଗ ପରେ ମିଳୁଛି ଧମକ, ମୋବାଇଲ ଗଲା, ଏବେ ଜୀବନ ପ୍ରତି ରହିଛି ଭୟ

ବାଲିପାଟଣା,୧୦ା୭(ଅଭିମନ୍ୟୁ ନାୟକ): ରାଜଧାନୀ ଉପକଣ୍ଠ ବାଲିଅନ୍ତା ଥାନା ଅଞ୍ଚଳରେ ଘଟିଥିବା ଏକ ମୋବାଇଲ ଛଡ଼ାଇ ନେବା ଘଟଣା ଏବେ ନୂଆମୋଡ଼ ନେଇଛି। ଅଭିଯୋଗ କରିବା ପରେ ପୀଡ଼ିତଙ୍କୁ…

‘ମୋତେ ମାରିଦେଲେ ବି ମୁଁ ବାଂଲାଦେଶ ଫେରିବି’, କାହିଁକି ଏମିତି କହିଲେ ଶେଖ ହାସିନା? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ/ଢାକା,୧୦।୭: ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣାରେ, ପୂର୍ବତନ ବାଂଲାଦେଶୀ ପ୍ରଧାନମନ୍ତ୍ରୀ ଶେଖ ହାସିନା କହିଛନ୍ତି ଯେ ସେ ଏବଂ ଆୱାମୀ ଲିଗର ଅନ୍ୟ ନିର୍ବାସିତ ନେତାମାନେ ଚଳିତ ବର୍ଷ…

ରାଜଧାନୀରେ ନକଲି ଆଡିଶନାଲ ଏସ୍‌ପି, ପୋଲିସ ଗିରଫ କରି…

ଭୁବନେଶ୍ୱର,୧୦ା୭: କୌଣସି ଉପାନ୍ତ ଅଞ୍ଚଳରେ ନୁହେଁ। ଖୋଦ୍‌ ରାଜଧାନୀ ଭୁବନେଶ୍ୱରରେ ନକଲି ଆଡିଶନାଲ ଏସ୍‌ପି ବା ନକଲି ଅତିରିକ୍ତ ଏସ୍‌ପିଙ୍କୁ ଗିରଫ କରିଛି ପୋଲିସ। ରଜନୀକାନ୍ତ ମହାନ୍ତି…

Bankipur By-Election: ବାଙ୍କିପୁରରେ BJPକୁ କାହିଁକି ହରାଇବା ଦରକାର? ୩ କାରଣ କହିଲେ ପିକେ

ପାଟନା,୧୦।୭: ଜନ ସୁରାଜ ପ୍ରାର୍ଥୀ ପ୍ରଶାନ୍ତ କିଶୋର ବାଙ୍କିପୁର ନିର୍ବାଚନମଣ୍ଡଳୀରେ ସକ୍ରିୟ ଭାବରେ ଗସ୍ତ କରୁଛନ୍ତି, ଲୋକଙ୍କୁ ବୁଝାଉଛନ୍ତି ଯେ ଉପନିର୍ବାଚନରେ ଭାଜପାକୁ କାହିଁକି ପରାସ୍ତ କରାଯିବା…

ଇଂଲଣ୍ଡ ଗସ୍ତ ସହ ଶେଷ ହେଲା ଏହି ୩ ଖେଳାଳିଙ୍କ T20 କ୍ୟାରିୟର! ଲଗାତାର ଫ୍ଲପ୍‌ ପରେ…

ନୂଆଦିଲ୍ଲୀ,୧୦।୭: ବ୍ୟାକ-ଟୁ-ବ୍ୟାକ ବିଶ୍ୱବିଜେତା ହେବା ପରେ ଟିମ ଇଣ୍ଡିଆ ଏବେ କ୍ରମାଗତ ୨ଟି ଟି-୨୦ ସିରିଜ ହାରିଛି। ପ୍ରଥମେ ଆୟରଲ୍ୟାଣ୍ଡ ଏବଂ ଏବେ ଇଂଲଣ୍ଡ, ଦୁଇ ଦେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri