ଶେଷରେ କପିଳାସ ଗଲା ନରହନ୍ତା ହାତୀ

ବନ୍ତଳା/ତାଳଚେର,୨୨।୧(ନି.ପ୍ର.): ଅନୁଗୋଳ ଜିଲା ତାଳଚେର ରେଞ୍ଜ ଅଞ୍ଚଳରେ ଦୀର୍ଘଦିନ ଧରି ଉପଦ୍ରବ ଚଳାଇଥିବା ନରହନ୍ତା ଦନ୍ତା ହାତୀକୁ ଶେଷରେ କପିଳାସ ପଠାଯାଇଛି। ସୋମବାର ବନ ବିଭାଗ ଟ୍ରାଙ୍କୁଲାଇଜ କରିବାରେ ସଫଳ ହୋଇଥିଲେ ବି ରାତିରେ ସ୍ଥାନାନ୍ତର କରିବାରେ ବିଫଳ ହୋଇଛି। ଢେଙ୍କାନାଳ କପିଳାସସ୍ଥିତି ଚିଡ଼ିଆଖାନାର ଏଲିଫ୍ୟାଣ୍ଟ ରେସ୍କ୍ୟୁ ସେଣ୍ଟରକୁ ନିଆଯିବା ପାଇଁ ନରହନ୍ତା ଦନ୍ତାକୁ ସୁରକ୍ଷିତ ଭାବରେ ଏକ ହାଇଆ ହେବି ଟ୍ରକରେ ବୁଧବାର ସକାଳେ ଲୋଡ୍‌ କରାଯାଇ ପଠାଯାଇଛି। ସକାଳ ୭ରୁ ଆରମ୍ବ ହୋଇ ୯.୩୦ରେ ଏହି ପ୍ରକ୍ରିୟା ସରିଥିଲା। ସୂଚନା ଅନୁଯାୟୀ, ଉକ୍ତ ନରହନ୍ତା ଦନ୍ତାକୁ କାବୁ କରିବାକୁ ଶୁକ୍ରବାରଠାରୁ ବନ ବିଭାଗ ଅକ୍ଳାନ୍ତ ପରିଶ୍ରମ ଜାରି ରଖିଥିଲା। ଟ୍ରାଙ୍କୁଲାଇଜ ପରେ ରାତିରେ ହାତୀକୁ ଚେନରେ ବାନ୍ଧି ଏମସିଏଲ୍‌ର କ୍ରେନ ସାହାଯ୍ୟରେ ଟ୍ରକ ଉପରକୁ ଚଢ଼ାଯାଇଥିଲା। ତେବେ ଗୋଡ଼ରେ ବନ୍ଧା ହୋଇଥିବା ଚେନ ଦନ୍ତା ଛିଣ୍ଡାଇଦେବା ସହ ଟ୍ରକ ଡାଲାକୁ ଭାଙ୍ଗି ଦେଇଥିଲା। ଫଳରେ ବିଭାଗୀୟ ଅଧିକାରୀ ହାତୀକୁ ଟ୍ରକ୍‌କୁ ତଳକୁ ଓହ୍ଲାଇ ଦେବାକୁ ବାଧ୍ୟ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ: ନାଟକ ‘ପଲ୍ଲୀରୁ ଦିଲ୍ଲୀ ’ ମଞ୍ଚସ୍ଥ…

ଦିଗପହଣ୍ଡି,୨୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ନିମଖଣ୍ଡି ପେଣ୍ଠ ପଞ୍ଚାୟତ ଅନ୍ତର୍ଗତ ମେଘଝୋଳି ଗ୍ରାମ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ଅନୁଷ୍ଠିତ ହେଇଯାଇଛି…

ମା’ କନକ ଦୁର୍ଗାଙ୍କ ଚନ୍ଦ୍ରଘଣ୍ଟା ବେଶ: ଭକ୍ତଙ୍କ ଭିଡ଼

ଦେବଗଡ,୨୧।୩(ଶଶାଙ୍କ ଶେଖର ଝାଙ୍କର): ମଠ ସାହିସ୍ଥିତ ମା’ କନକ ଦୁର୍ଗା ମନ୍ଦିରରେ ବାସନ୍ତୀକ ନବରାତ୍ର ପୂଜା ତୃତୀୟ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ଚାଲିଛି। ଶନିବାର ମା’ କନକ…

ରାଶନ କାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ଖବର: ଏମାନଙ୍କୁ ଏପ୍ରିଲରେ ମିଳିବ ୩ ମାସର…

ନୂଆଦିଲ୍ଲୀ,୨୧।୩: ଦେଶରେ ଲକ୍ଷ ଲକ୍ଷ ରାଶନ କାର୍ଡଧାରୀ ଅଛନ୍ତି। ଯେଉଁମାନେ ପ୍ରତି ମାସରେ ରାଶନ କାର୍ଡ ମାଧ୍ୟମରେ ରାଶନ ପାଆନ୍ତି। କିନ୍ତୁ ଏହି ଏପ୍ରିଲ ମାସରେ ରାଶନ…

ବର୍ଷେ ହେଲା ପ୍ରେମିକାଙ୍କ ସହ ରଖୁଥିଲେ ଶାରିରୀକ ସମ୍ପର୍କ: ଗର୍ଭବତୀ ହେବାରୁ…

ନୀଳଗିରି,୨୧।୩(ପ୍ରଶାନ୍ତ ବିଶ୍ୱାଳ):ପ୍ରେମିକାଙ୍କୁ ଗର୍ଭବତୀ ପରେ ପ୍ରତାରଣା। ବିବାହର ମିଛ ପ୍ରତିଶ୍ରୁତି ଦେଇ ବର୍ଷେ ହେଲା ପ୍ରେମିକାଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ। ପ୍ରେମିକା ଗର୍ଭବତୀ ହେବା ପରେ…

ଘରେ ପଶି ମହିଳାଙ୍କୁ ଗୁଳି ମାରିଲେ ମୁଖା ପିନ୍ଧା ଯୁବକ: ସ୍ବାମୀଙ୍କୁ ଲାତ ମାରି…

ଝାରସୁଗୁଡା,୨୧।୩(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ଜିଲା ସରବାହାଲ ତଳିପଡାଠାରେ ଭଡା ରହୁଥିବା ଧୀରେନ୍ଦ୍ର ମହାରଣାଙ୍କ ଘରକୁ ଶୁକ୍ରବାର ରାତିରେ ଜଣେ ଯୁବକ ମୁଖା ପିନ୍ଧି ଏକ ବାଇକରେ…

Gold Rate: ଲକ୍ଷେ ତଳକୁ ଖସିଆସିବ ସୁନା ଦର? ବିଶେଷଜ୍ଞ କହିଦେଲେ ତାରିଖ!

ସୁନା ଦର ଲକ୍ଷେ ଟଙ୍କା ତଳକୁ ଖସିବ? ବିଶେଷଜ୍ଞମାନେ କହିଛନ୍ତି ଯେ ଯଦି ବଜାରରେ ଅସ୍ଥିରତା ରହିଥାଏ, ତେବେ ଆହୁରି ଟିକିଏ ହ୍ରାସ ହୋଇପାରେ। ତଥାପି, ହଠାତ୍…

ଦଶମ ପାସ ଯୁବବର୍ଗଙ୍କ ପାଇଁ ସୁବର୍ଣ୍ଣ ସୁଯୋଗ: ରେଳବାଇରେ ଆସିଲା ବମ୍ପର ନିଯୁକ୍ତି

ନୂଆଦିଲ୍ଲୀ,୨୧।୩: ଦକ୍ଷିଣ କେନ୍ଦ୍ରୀୟ ରେଳବାଇ ହଜାର ହଜାର ଶିକ୍ଷାର୍ଥୀ ପଦବୀ ପାଇଁ ନିଯୁକ୍ତି ଘୋଷଣା କରିଛି। ଏହି ସୁଯୋଗ ବିଶେଷ ଭାବରେ ଦଶମ ଶ୍ରେଣୀ ପାସ କରିଥିବା…

ପ୍ଲାଷ୍ଟିକ ବ୍ୟବହାରକୁ ନା: ଦାରିଙ୍ଗବାଡିକୁ ସବୁଜ ସୁନ୍ଦର କରିବାକୁ ଅଣ୍ଟା ଭିଡ଼ିଲା ପ୍ରଶାସନ

ଦାରିଙ୍ଗବାଡ଼ି,୨୧।୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ପ୍ରଶାସନ ପକ୍ଷରୁ ପ୍ଲାଷ୍ଟିକ ବ୍ୟବହାରକୁ ନା କହିବା ଓ ହୋଟେଲ ରେଷ୍ଟୁରାଣ୍ଟରେ ପ୍ଲାଷ୍ଟିକ ବଦଳରେ ଶିଆଳି ଖଲିପତ୍ର ବ୍ୟବହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri