ଶେଷରେ ଗଡ଼ିଲା ପ୍ରଭୁ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥ

ପୁରୀ ଅଫିସ, ୨୩।୬: ବହୁ ପ୍ରତୀକ୍ଷାର ଅବସାନ ଘଟାଇ ଶେଷରେ ଶ୍ରୀଗୁଣ୍ଡିଚା ମନ୍ଦିର ଅଭିମୁଖେ ଗଡ଼ିଛି ତିନି ରଥ। ପ୍ରଥମେ ବଡ଼ଠାକୁର ବଳଭଦ୍ରଙ୍କ ତାଳଧ୍ୱଜ, ପଛକୁ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ ଗଡିଥିଲା। ଶେଷରେ ୧ଟା ୫୫ ମିନିଟରେ ଗଡ଼ିଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥ। ସେବାୟତ ଏବଂ ପୋଲିସମାନେ ଶ୍ରୀଗୁଣ୍ଡିଚା ମନ୍ଦିର ଅଭିମୁଖେ ନନ୍ଦିଘୋଷ ରଥକୁ ଟାଣି ନେଉଛନ୍ତି।
କରୋନା କଟକଣା ପାଇଁ ଏଥର ଭକ୍ତଙ୍କୁ ବଡ଼ଦାଣ୍ଡକୁ ଯିବାକୁ ବାରଣ କରାଯାଇଛି । କେବଳ ନିର୍ଦ୍ଧାରିତ ସଂଖ୍ୟକ ସେବାୟତଙ୍କୁ ନେଇ ଅନୁଷ୍ଠିତ ହେଉଛି ରଥଯାତ୍ରା। ତଥାପି ପରମ୍ପରା ଅନୁସାରେ ଚାଲିଛି ମହାପ୍ରଭୁଙ୍କ ଘୋଷଯାତ୍ରା ନୀତି ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ପାଇଁ ଡେବ୍ୟୁ କଲେ ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ: ପ୍ରଥମ ମ୍ୟାଚ୍‌ରେ କଲେ ଏମିତି କାରନାମା

ରାଜକୋଟ,୧୯।୯: ବାପାଙ୍କ ଭଳି କ୍ରିକେଟ ମଇଦାନରେ ପାଦ ଥାପିବାର ଆର୍ଯ୍ୟବୀର ସେହ୍ବାଗଙ୍କ ଅପେକ୍ଷା ଶେଷ ହୋଇଛି। ଅଷ୍ଟ୍ରେଲିଆ ଅଣ୍ଡର-୧୯ ବିପକ୍ଷରେ ରାଜକୋଟରେ ଖେଳାଯାଇଥିବା ମ୍ୟାଚ୍‌ରେ ସେ ପ୍ରଥମଥର…

ଗଞ୍ଜାମ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଉପରେ ଶହ ଶହ ରୋଗୀ ନିର୍ଭରଶୀଳ: ମାତ୍ର ୨ଟି ବେଡ୍‌ରେ ଚାଲିଛି ଚିକିତ୍ସା

ଗଞ୍ଜାମ,୧୯।୯(ବିଦ୍ୟାଧର ସାହୁ): ଗଞ୍ଜାମ ସହର ବଡ଼ବଜାରସ୍ଥିତ ବହୁ ପୁରାତନ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପରିଣତ କରିବା ଦାବି ଜୋର ଧରିଛି। ରାଜପଥ ପାର୍ଶ୍ୱରେ ଅବସ୍ଥିତ ଏହି…

୬ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର କଲେ କାକା: ଘର ପଛପଟକୁ ନେଇ…

ପାଟଣା,୧୯ା୯(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ସମ୍ପର୍କୀୟ କାକା ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଏନେଇ ପୋଲିସ…

ଇଣ୍ଡୋନେସିଆକୁ ମିଳିଲା ପ୍ରଥମ ଏୟାରକ୍ରାଫ୍ଟ କ୍ୟାରିୟର

ଜାକର୍ତ୍ତା, ୧୯।୯: ଇଣ୍ଡୋନେସିଆକୁ ଶୁକ୍ରବାର ଏହାର ପ୍ରଥମ ଏୟାରକ୍ରାଫ୍ଟ କ୍ୟାରିୟର ମିଳିଛି । ରାଷ୍ଟ୍ରପତି ପ୍ରଭୋବୋ ସୁବିଆଣ୍ଟୋଙ୍କ ସରକାର ଦେଶର ପୁରୁଣା ସେନାକୁ ଆଧୁନିକୀକରଣ କରିବା ଏବଂ…

ଦୋକାନରୁ ଚୋରି,ଜାଲ ନୋଟ କାରବାର ଅଭିଯୋଗ: ୨ ଅଟକ

ଦେବଗଡ଼, ୧୯।୯: ଦୋକାନରୁ ଚୋରି ଏବଂ ସନ୍ଦିଗ୍ଧ ଜାଲ ନୋଟ ବ୍ୟବହାର ଅଭିଯୋଗରେ ଦେବଗଡ଼ ଜିଲା ବାରକୋଟ ଥାନା ପୋଲିସ ୨ ଜଣଙ୍କୁ ଅଟକ ରଖି ପଚରାଉଚରା…

ସରିଲା ନୂଆଁଖାଇ, ରହିଗଲା ଆବର୍ଜନା: ସହର ସାରା ପରିବେଶ ପ୍ରଦୂଷଣର ବିକଳ ଚିତ୍ର

ବରଗଡ଼,୧୯।୯(ପ୍ରେମାନନ୍ଦ ଖମାରୀ): ଗଣେଶ ପୂଜା ଓ ନୂଆଁଖାଇ ସରି ଯାଇଛି। ଉତ୍ସାହ, ଉଦ୍ଦୀପନା ସହିତ ଲୋକେ ଏହାକୁ ପାଳନ କରିଛନ୍ତି। ହେଲେ ଏହି ପର୍ବ ସରିବା ପରେ…

ନିକିତାଙ୍କୁ ଗ୍ଲୋବାଲ ପାଥ୍‌ଫାଇଣ୍ଡର୍ସ ଆୱାର୍ଡ: ଛୁଟୁଛି ଶୁଭେଚ୍ଛାର ସୁଅ

ପଦ୍ମପୁର,୧୯ା୯(ପ୍ରଦୀପ୍ତ ଦାଶ):ସ୍ଥାନୀୟ ଅଞ୍ଚଳ ମହାବିଦ୍ୟାଳୟର ଛାତ୍ରୀ ନିକିତା ସାହୁ ଗ୍ଲୋବାଲ ଫାଇନାନ୍ସ ଆଣ୍ଡ ଟେକ୍ନୋଲୋଜି ନେଟୱାର୍କ ପକ୍ଷରୁ ପ୍ରଦତ୍ତ ପ୍ରତିଷ୍ଠିତ ‘ଗ୍ଲୋବାଲ ପାଥଫାଇଣ୍ଡର୍ସ ଆୱାର୍ଡ’ ଲାଭ କରି…

କଟକରେ ନନ୍ଦିନୀ ଶତପଥୀଙ୍କ ପୂର୍ଣ୍ଣାବୟବ ପ୍ରତିମୂର୍ତ୍ତି ଉନ୍ମୋଚିତ

କଟକ,୧୯ା୯(କାର୍ତ୍ତିକ ସାହୁ): ସାମାଜିକ, ରାଜନୈତିକ ଓ ପ୍ରଶାସନିକ ଇତିହାସରେ ନନ୍ଦିନୀ ଶତପଥୀଙ୍କ ଅବଦାନ ଅତ୍ୟନ୍ତ ସ୍ବତନ୍ତ୍ର। ରାଜ୍ୟର ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ ଭାବେ ସେ ଓଡ଼ିଶା ରାଜନୀତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?