ଶେୟାର ବଜାରରେ କରୋନା ପ୍ରଭାବ: ନିବେଶକଙ୍କ ୯ ଲକ୍ଷ କୋଟି ପାଣିରେ ପଡ଼ିଲା

ମୁମ୍ବାଇ,୧୨।୩: କରୋନା ସଂକ୍ରମଣର ପ୍ରଭାବ ଶେୟାର ବଜାର ଉପରେ ପଡ଼ିଛି। ଗୁରୁବାର ସେନସେକ୍ସ୍‌ ୩୧୬୪ ଅଙ୍କ ହ୍ରାସ ପାଇଥିବାବେଳେ ନିଫ୍ଟି ୯୨୪ ଅଙ୍କ ହ୍ରାସ ପାଇଛି। ଗୁରୁବାର ଅପରାହ୍ନ ୨ଟା ୪୫ ସୁଦ୍ଧା ସେନସେକ୍ସ୍‌ ୩୧୬୪.୯୯ ଅଙ୍କ ହ୍ରାସ ପାଇଥିଲା। ସେହିପରି ନିଫ୍ଟି ୯୨୪.୪୫ ଅଙ୍କ ହ୍ରାସ ପାଇ ୯,୫୩୩.୯୫ ଅଙ୍କରେ ପହଞ୍ଚିଥିଲା। ଏହାଦ୍ୱାରା ନିବେଶକଙ୍କ ୯,୧୫,୧୧୩ ଟଙ୍କା ପାଣିରେ ପଡ଼ିଥିବା କୁହାଯାଉଛି। ଜାତିସଂଘ ପକ୍ଷରୁ କରୋନାକୁ ମହାମାରୀ ଘୋଷଣା ପରେ ଶେୟାର ବଜାରରେ ଏଭଳି ସ୍ଥିତି ସୃଷ୍ଟି ହୋଇଛି। ୨୦୨୦ ଆର୍ଥିକ ବର୍ଷରେ ଏହାକୁ ମିଶାଇ ଶେୟାର ବଜାରରେ ୭ଥର ଏଭଳି ଅବସ୍ଥା ଦେଖାଦେଇଛି। ଏହା ପୂର୍ବରୁ ଜାନୁୟାରୀ ୬, ଜାନୁୟାରୀ ୨୦, ଫେବୃୟାରୀ ୧, ଫେବୃୟାରୀ ୨୮, ମାର୍ଚ୍ଚ ୬. ମାର୍ଚ୍ଚ ୯ରେ ମଧ୍ୟ ଶେୟାର ବଜାରରେ ସଙ୍କଟ ଦେଖାଦେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣା ରୋକିବାକୁ ଯୁବଗୋଷ୍ଠୀଙ୍କ ଅଭିନବ ପ୍ରୟାସ

ଗଞ୍ଜାମ,୨ା୮(ବିଦ୍ୟାଧର ସାହୁ): ପ୍ରତିଦିନ କେଉଁଠି ନା କେଉଁଠି ଛୋଟବଡ଼ ଦୁର୍ଘଟଣା ଘଟୁଛି। ବିଶେଷ କରି ରାସ୍ତାରେ ବୁଲା ଗୋରୁଙ୍କ ପାଇଁ ଅଧିକ ଦୁର୍ଘଟଣା ଘଟି ଧନଜୀବନ ନଷ୍ଟ…

ପ୍ରେମିକାଙ୍କ ସହ ନୂଆ ଲୁକରେ ନଜର ଆସିଲେ ହାର୍ଦ୍ଦିକ ପାଣ୍ଡ୍ୟା

ନୂଆଦିଲ୍ଲୀ,୨।୮: ହାର୍ଦ୍ଦିକ ପାଣ୍ଡ୍ୟା ସମ୍ପ୍ରତି ଚର୍ଚ୍ଚାର ବିଷୟ ହୋଇଛନ୍ତି, ରିପୋର୍ଟ ଅନୁସାରେ ସେ ମୁମ୍ବାଇ ଇଣ୍ଡିଆନ୍ସରୁ ଅଲଗା ହୋଇପାରନ୍ତି। IPL 2027 ନିଲାମ ପୂର୍ବରୁ ସେ ଚେନ୍ନାଇ…

ଶେଷ ହେବ ଆମେରିକା-ଇରାନ ଯୁଦ୍ଧ? ଚୁକ୍ତିନାମାରେ ହର୍ମୁଜ ସମ୍ପର୍କରେ କ’ଣ ନିଷ୍ପତ୍ତି ନିଆଯାଇଥିଲା, ଜାଣନ୍ତୁ

ଓ୍ବାଶିଂଟନ,୨।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ହର୍ମୁଜ ପ୍ରଣାଳୀ ପ୍ରସଙ୍ଗରେ ଇରାନ ଉପରେ ଆକ୍ରମଣ କରିବା କଥା କହିଛନ୍ତି। ତାଙ୍କ ସୋସିଆଲ ମିଡିଆ ପ୍ଲାଟଫର୍ମ, ଟ୍ରୁଥ…

ଗୋଟିଏ ଦିନରେ ୧୬ ପଦକ ଜିତି ଇତିହାସ ରଚିଲା ଭାରତ

ନୂଆଦିଲ୍ଲୀ,୨।୮: ରାଜ୍ୟଗୋଷ୍ଠୀ କ୍ରୀଡାରେ ଶନିବାର ଭାରତ ମୋଟ ୧୬ ଟି ପଦକ ଜିତିଥିଲା, ଯେଉଁଥିରେ ୮ ଟି ସ୍ବର୍ଣ୍ଣ ପଦକ ସାମିଲ ଥିଲା। ସବୁଠାରୁ ଚମତ୍କାର ପ୍ରଦର୍ଶନ…

ମସ୍କୋରେ ବୋମା ବିସ୍ଫୋରଣ; ୩ ମୃତ ୨୧ ଆହତ

ମସ୍କୋ,୨।୮: ଶନିବାର ସାରେ (ଅଗଷ୍ଟ ୧) ରୁଷିଆର ରାଜଧାନୀ ମସ୍କୋର ଏକ ରେଷ୍ଟୁରାଣ୍ଟ ନିକଟରେ ବିସ୍ଫୋରଣରେ ତିନି ଜଣ ପ୍ରାଣ ହରାଇଛନ୍ତି ଏବଂ ଅନ୍ୟ ୨୧ ଜଣ…

ଆଣ୍ଟାର୍କଟିକାର କୋନ୍‌କୋର୍ଡିଆରେ ୧୬ ବର୍ଷର ରେକର୍ଡ ଥଣ୍ଡା

ନୂଆଦିଲ୍ଲୀ, ୨ା୮: ଉତ୍ତର ଗୋଲାର୍ଦ୍ଧର ଦେଶଗୁଡ଼ିକ (ୟୁରୋପ, ଉତ୍ତର ଆମେରିକା, ଏସିଆ) ଗ୍ରୀଷ୍ମକାଳୀନ ପ୍ରଚଣ୍ଡ ତାପମାତ୍ରା ଓ ଗ୍ରୀଷ୍ମ ପ୍ରବାହର ସମ୍ମୁଖୀନ ହେଉଥିବା ବେଳେ ଦକ୍ଷିଣ ଗୋଲାର୍ଦ୍ଧରେ…

ସପିଂ ସେଣ୍ଟରରେ ଆଖିବୁଜା ଗୁଳି ଚାଳନା, ୩ ମୃତ

ଓ୍ବାଶିଂଟନ,୨।୮: ଆମେରିକାରେ ଗୁଳିକାଣ୍ଡ ଘଟଣା ବଢ଼ିବାରେ ଲାଗିଛି। ସଦ୍ୟତମ ଘଟଣାଟି ଆଇଡାହୋର ଟ୍ବିନ ଫଲ୍ସ ସହରରେ ଘଟିଛି, ଯେଉଁଠାରେ ଶନିବାର ଅପରାହ୍ନରେ ଜଣେ ଆକ୍ରମଣକାରୀ ଏକ ସପିଂ…

୨୦ ବର୍ଷ ପରେ କୋଲକାତା ଫେରିଲେ ତସଲିମା ନାସରିନ; ହେଲେ ପରିସ୍ଥିତି ହେଲା ଅଶାନ୍ତ, କାହିଁକି ଜାଣନ୍ତୁ

କୋଲକାତା,୨।୮: ପ୍ରାୟ ଦୁଇ ଦଶନ୍ଧି ପରେ ତସଲିମା ନାସରିନ ପୁଣି ଥରେ କୋଲକାତାରେ ପହଞ୍ଚିଛନ୍ତି। ସେ ମନ୍ତବ୍ୟ ଦେଇଥିଲେ ଯେ ତାଙ୍କର ପ୍ରତ୍ୟାବର୍ତ୍ତନ ପ୍ରମାଣ କରେ ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri