ଶୋଇବା ପୂର୍ବରୁ ପିଅନ୍ତୁ ଉଷୁମ ପାଣି, ମିଳିବ ଏହି ଫାଇଦା

ଗରମଦିନରେ ଥଣ୍ଡାପାଣି ସମସ୍ତଙ୍କର ପ୍ରିୟ ହୋଇଥାଏ। କିନ୍ତୁ ଉଷୁମ ପାଣି ଦେହକୁ ସୁସ୍ଥ ରଖିଥାଏ। ଉଷୁମ ପାଣି ପିଇଲେ ଶରୀରରୁ ବ୍ୟାକ୍ଟେରିଆ ମରି ଯାଇଥାନ୍ତି। ଅଧିକାଂଶ ଲୋକ ସୁସ୍ଥ ରହିବାକୁ ସକାଳେ ଉଷୁମ ପାଣି ପିଇଥାନ୍ତି। କିନ୍ତୁ ସକାଳ ଅପେକ୍ଷା ରାତିରେ ଶୋଇବା ପୂର୍ବରୁ ଉଷୁମ ପାଣି ପିଇଲେ ଅନେକ ଫାଇଦା ମିଳିଥାଏ। ଆସନ୍ତୁ ଜାଣିବା…

କୋଷ୍ଠକାଠିନ୍ୟ ଦୂର ହୁଏ : ରାତିରେ ଶୋଇବା ପୂର୍ବରୁ ଉଷୁମ ପାଣି ନିୟମିତ ଭାବେ ପିଇଲେ ହଜମ ପ୍ରକ୍ରିୟା ଠିକ୍‌ରେ ହୋଇଥାଏ। ଫଳରେ କୋଷ୍ଠ୍ୟ କାଠିନ୍ୟ ସହଜରେ ଦୂର ହୋଇଥାଏ।

ହୃଦୟକୁ ସୁସ୍ଥ ରଖେ : ହୃଦରୋଗୀ ସବୁଦିନ ଉଷୁମପାଣି ପିଇବା ଉଚିତ୍‌। ଏପରି କଲେ ରକ୍ତଚାପ ନିୟନ୍ତ୍ରଣରେ ରହିବା ସହିତ ହୃଦଘାତ ଆଶଙ୍କା କମ୍‌ ରହିଥାଏ।

ମେଦବହୁଳତା ଦୂର କରେ: ପ୍ରତିଦିନ ରାତିରେ ଉଷୁମ ପାଣି ପିଇବା ଦ୍ୱାରା ଚର୍ବି କମିଥାଏ।

କିଡ୍‌ନୀ ସମସ୍ୟା ଦୂର ହୁଏ : ପ୍ରତିଦିନ ରାତିରେ ଖାଇ ସାରିବା ପରେ ଅର୍ଥାତ ଶୋଇବା ପୂର୍ବରୁ ଗୋଟିଏ ଗ୍ଲାସ ଉଷୁମ ପାଣି ପିଇଲେ କିଡ୍‌ନୀ ସମସ୍ୟା ଦୂରେଇ ଯାଏ।

ଥଣ୍ଡା ଦୂର ହୁଏ : ଥଣ୍ଡା ହୋଇଥିଲେ ପ୍ରତିଦିନ ରାତିରେ ଉଷୁମ ପାଣି ପିଇଲେ ଆରାମ ଲାଗେ।

ଗଣ୍ଠିଦରଜ ଦୂର ହୁଏ: ନିୟମିତ ଉଷୁମ ପାଣିରେ ଗାଧୋଇଲେ ଗଣ୍ଠିଦରଜ କମିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ହାର୍ଟ ପାଇଁ ବିପଦ ଏସବୁ ଖାଦ୍ୟ

ବର୍ତ୍ତମାନ ଆମେ ସମ୍ମୁଖୀନ ହେଉଥିବା ପ୍ରମୁଖ ସ୍ବାସ୍ଥ୍ୟ ସମସ୍ୟାଗୁଡ଼ିକ ମଧ୍ୟରୁ ହୃଦ୍‌ଜନିତ ସମସ୍ୟା ଅନ୍ୟତମ। ତେବେ କେତେକ ଖାଦ୍ୟ ପ୍ରତି ସତର୍କ ରହିଲେ ଏଭଳି ସମସ୍ୟାଠାରୁ ଆପଣ…

ଆବେଲ ପୁରସ୍କାର-୨୦୨୬

ଆବେଲ ପୁରସ୍କାର ହେଉଛି ଗଣିତ ପାଇଁ ଏକ ଉଲ୍ଲେଖନୀୟ ସମ୍ମାନ। ଏହାକୁ ନୋବେଲ ପୁରସ୍କାର ସହ ସମାନ ମନେ କରାଯାଇଥାଏ। ନରଓ୍ବେର ବିଶିଷ୍ଟ ଗଣିତଜ୍ଞ ନିଲ୍‌ସ ହେନରିକ…

ହାଇଡ୍ରୋଜେନ ବଣ୍ଡିଂ: ଦୈନନ୍ଦିନ ଜୀବନର ଅଦୃଶ୍ୟ ସ୍ଥାପତ୍ୟ

କଥା ୧୯୧୯ ମସିହାର। ଆମେରିକାର କାଲିଫର୍ଣ୍ଣିଆ ବିଶ୍ୱବିଦ୍ୟାଳୟ, ବର୍କଲେରେ ଗ୍ରାଜୁଏଶନ ସମୟ ପାଖେଇ ଆସୁଥିଲା ଏବଂ ମୋରିସ ହଗିନ୍ସ ନାମକ ଜଣେ ଛାତ୍ର ବହୁତ ଚିନ୍ତାରେ ଥିଲେ।…

ଏପ୍ରିଲରେ ୩ରାଶିର ଖୋଲିବ ଭାଗ୍ୟ, ମିଳିବ ମୂଲ୍ୟବାନ….

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହର ସେନାପତି ମଙ୍ଗଳଙ୍କ ଗୋଚରଙ୍କୁ ଗୁରୁତ୍ବପୂର୍ଣ୍ଣ ବୋଲି ବିବେଚନା କରାଯାଇଥାଏ ।ମଙ୍ଗଳ ଗ୍ରହକୁ ସାହାସ, ପରାକ୍ରମ ଏବଂ ବିଶ୍ବାସର ପ୍ରତିକ ରୂପେ ବିବେଚନା କରାଯାଇଥାଏ…

ଧନୀ ହେବାକୁ ଛାହୁଁଥିଲେ, ଛାଡ଼ନ୍ତୁ ଏହି ୫ ଅଭ୍ୟାସ: ନଚେତ୍‌ ପଡ଼ିବ ଅଭାବ

ମଧ୍ୟବିତ୍ତ ବର୍ଗର ଲୋକମାନେ ପ୍ରାୟତଃ ଭାବନ୍ତି, ବେଳେବେଳେ ହଠାତ୍‌ ସେମାନଙ୍କର ଆର୍ଥିକ ସଙ୍କଟ ଆସିଯାଉଛି; କିନ୍ତୁ ଏହା ବାସ୍ତବରେ ନୁହେଁ। ଏହା ଏକ ପରିସ୍ଥିତି ଯାହା ଧୀରେ…

ଖରାଦିନେ ଆବଶ୍ୟକତାଠୁ ଅଧିକ ପାଣି ପିଉଛନ୍ତି କି? ହୋଇପାରେ ଗୁରୁତର ସମସ୍ୟା

ନୂଆଦିଲ୍ଲୀ,୨।୪: ପ୍ରଚୁର ପାଣି ପିଇବା ସ୍ୱାସ୍ଥ୍ୟ ପାଇଁ ଲାଭଦାୟକ । କାରଣ ଏହା ଶରୀରକୁ ହାଇଡ୍ରେଟ୍ ରଖେ, ଚର୍ମର ରଙ୍ଗକୁ ଉନ୍ନତ କରେ ଏବଂ ବିଷାକ୍ତ ପଦାର୍ଥ…

ଏପ୍ରିଲରେ ଏହି ୪ଟି ରାଶିର ବ୍ୟକ୍ତିଙ୍କ ପାଇଁ ଆସୁଛି ଭଲ ସମୟ, ମାଲାମାଲ୍ ହେବେ….

ଏପ୍ରିଲ ମାସ ଚାରୋଟି ନିର୍ଦ୍ଦିଷ୍ଟ ରାଶିର ବ୍ୟକ୍ତିବିଶେଷଙ୍କ ପାଇଁ ଅତ୍ୟନ୍ତ ଶୁଭ ସାବ୍ୟସ୍ତ ହେବାକୁ ଯାଉଛି। ଏହି ରାଶିଗୁଡ଼ିକ ପ୍ରତ୍ୟେକ ପ୍ରୟାସରେ ସଫଳତା ହାସଲ କରିବେ। ବିଶେଷକରି,…

ଖରାଦିନେ ଶରୀର ପାଇଁ ଉପକାରୀ ଆଖୁରସ

ଶରୀର ପାଇଁ ବେଶ୍‌ ଉପକାରୀ ହେଉଛି ଆଖୁରସ। ମୁଖ୍ୟତଃ ଖରାଦିନେ ଏହାର ଚାହିଦା ଅଧିକ। ଏଥିରେ ବିଭିନ୍ନ ପ୍ରକାର ଭିଟାମିନ୍‌ ଭରି ରହିଛି। ଆଖୁରସ ପିଇବା ଦ୍ୱାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri