ଶୋକାକୂଳ ପରିବେଶରେ ଯବାନଙ୍କ ଶେଷକୃତ୍ୟ ସମ୍ପର୍ଣ୍ଣ

ରତ୍ନଗିରି,୯।୬(ଡି.ଏନ୍‌.ଏ.): ଯାଜପୁର ଜିଲା ବରୀ ବ୍ଲକ ଅଧିନସ୍ଥ ନାଥପୁର ଗ୍ରାମର ଯବାନ ବିକାଶ ଚନ୍ଦ୍ର ପଣ୍ଡା(୩୬)ଙ୍କ ଶେଷକୃତ୍ୟ ଶୋକାକୂଳ ପରିବେଶ ମଧ୍ୟରେ ମଙ୍ଗଳବାର ସମ୍ପର୍ଣ୍ଣ ହୋଇଛି। ବରୀ ବିଧାୟିକା ସୁନନ୍ଦା ଦାସ, ଭାଜପା ନେତା ବିଶ୍ୱ ରଞ୍ଜନ ମଲ୍ଲିକ ସେଠାରେ ପହଞ୍ଚି ଗଭୀର ଦୁଃଖ ପ୍ରକାଶ କରିବା ସହିତ ଯବାନଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି l
ବିକାଶଙ୍କ ଜଣେ ଯବାନ ଭାବେ ନୁହେଁ ବରଂ ଜଣେ ଦରଦୀ ମଣିଷ ଭାବେ ଅଞ୍ଚଳରେ ଲୋକପ୍ରିୟ ଥିଲେ। ତାଙ୍କର ଏକ ସ୍ବତନ୍ତ୍ର ପରିଚୟ ଥିଲା l ସେ ସୋମବାର ନଦୀରେ ବୁଡି ଯାଇଥିଲେ। ତାଙ୍କର ମୃତଦେହ ମିଳିବା ପରେ ବରୀ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତାଙ୍କୁ ବରୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣଥିଲା। ପରେ ଦାୟିତ୍ୱ ରେ ଥିବା ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ମଙ୍ଗଳବାର ତାଙ୍କ ମୃତଦେହ ଜିଲା ମୁଖ୍ୟ ଚିକିତ୍ସାଳୟରୁ ବ୍ୟବଚ୍ଛେଦ ହୋଇ ନିଜ ଜନ୍ମ ମାଟିରେ ପହଞ୍ଚିବା ପରେ ସେଠାରେ ଶୋକାକୂଳ ପରିବେଶ ସୃଷ୍ଟି ହୋଇଥିଲା। ତାଙ୍କ ଅନ୍ତିମ ସତ୍କାର ବେଳେ ବରୀ ବ୍ଲକ ଅଧକ୍ଷା ଶୁଭାସିନୀ ଶର୍ମା,ଜିଲ୍ଲା ପରିଷଦ ଅଶୋକ ସାମଲ, ଚନ୍ଦନପୁର ସରପଞ୍ଚ କେଦାର ସାମଲ, ଧାରପୁର ପଞ୍ଚାୟତ ସରପଞ୍ଚ ରୋଜାଲୀନ ଶ୍ୟାନ୍ତିଙ୍କ ସମେତ ବିଭିନ୍ନ ରାଜନୈତିକ ଦଳର ଲୋକମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜୟପୁର ସହରରେ ଭୟାବହ ଅଗ୍ନିକାଣ୍ଡ: ହୁତୁହୁତୁ ହୋଇ ବ୍ୟାପୁଛି ନିଆଁ

ଜୟପୁର,୧୬ା୨(ପବନ ପାଣିଗ୍ରାହୀ): ଜୟପୁର ସହରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ହୁତୁହୁତୁ ହୋଇ ଚାରିଆଡ଼େ ନିଆଁ ବ୍ୟାପିଚାଲିଛି। ଏପରି ଅଭାବନୀୟ ଘଟଣା ଘଟିଛି ଜୟପୁର ସହରର ବିକ୍ରମଦେବ ବିଶବିଦ୍ୟାଳୟ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାତୀୟ ସମ୍ମିଳନୀରେ ଯୋଗ ଦେବେ ଆଇନଜୀବୀ ହରପ୍ରସାଦ

ଦିଗପହଣ୍ଡି,୧୫ା୨(ଅଶେଷ ନାଥ ମିଶ୍ର): ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସକଫ)ର ଜାତୀୟ ସମ୍ମିଳନୀରେ ଯୋଗଦେବାକୁ ଆଇନଜୀବୀ ହରପ୍ରସାଦ ରଥ ତାମିଲନାଡୁ ଗସ୍ତ କରିବେ ବୋଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri