Posted inଜାତୀୟ

ଶୋପିଆନ ଏନ୍‌କାଉଣ୍ଟର: ୩ ଆତଙ୍କବାଦୀ ମୃତ

ଶ୍ରୀନଗର,୨୦।୧: ଜମ୍ମୁ-କଶ୍ମୀରର ଶୋପିଆନରେ ସୋମବାର ସକାଳେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ମୁହାଁମୁହିଁ ହୋଇଛି। ଏଥିରେ ୩ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଥିବା କହିଛି କଶ୍ମୀର ଜୋନ୍‌ ପୋଲିସ। ଏପର୍ଯ୍ୟନ୍ତ ଏମାନଙ୍କର ପରିଚୟ ମିଳିନାହିଁ। ଶୋପିଆନର ଏକ ଘରେ ଆତଙ୍କବାଦୀମାନେ ଲୁଚି ରହିଥିବା ଖବର ମିଳିବା ପରେ ସୁରକ୍ଷାକର୍ମୀଙ୍କ ଦ୍ୱାରା ଉକ୍ତ ଅଞ୍ଚଳରେ ସର୍ଚ୍ଚ ଅପରେଶନ ଜାରି କରାଯାଇଥିଲା। ଏହି ସମୟରେ ଆତଙ୍କବାଦୀମାନେ ସୁରକ୍ଷାକର୍ମୀଙ୍କ ଉପରକୁ ପାଲଟା ଆକ୍ରମଣ କରିଥିଲେ। ଏହାର କଡା ଜବାବ ଦେବା ସମୟରେ ସେନା ଦ୍ୱାରା ୩ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ଏମାନଙ୍କ ନିକଟରୁ ବହୁ ପରିମାଣରେ ଅସ୍ତ୍ରଶସ୍ତ୍ର ଜବତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କକ୍ରୋଚ ଜନତା ପାର୍ଟିକୁ ନେଇ ଆସିଲା RSSର ପ୍ରଥମ ପ୍ରତିକ୍ରିୟା: ‘ଜେନ Z’ ଆଶାବାଦୀ..

ନାଗପୁର,୩୦।୫: ‘କକ୍ରୋଚ ଜନତା ପାର୍ଟି’ ସମ୍ପର୍କରେ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (RSS)ର ପ୍ରଥମ ପ୍ରତିକ୍ରିୟା ପ୍ରକାଶ ପାଇଛି। ଭାରତୀୟ ଗଣତନ୍ତ୍ର ସମସ୍ତ ସ୍ବର ଏବଂ ଭାବନାକୁ ଗ୍ରହଣ…

ଲୋପ ପାଇବାରେ ଲାଗିଛି ତାଳଗଛ: ବଢ଼ି ଚାଲିଛି ପ୍ରାକୃତିକ ବିପର୍ଯ୍ୟୟ

ପଦ୍ମପୁର,୩୦ା୫(ପ୍ରଦୀପ୍ତ ଦାଶ):କାହିଁ କେଉଁ କାଳରୁ ପ୍ରାକୃତିକ ବିପର୍ଯ୍ୟୟ ରୋକିବାରେ ତାଳଗଛର ଗୁରୁତ୍ୱ ଭୂମିକା ବହନ କରିଆସୁଛି। ବାତ୍ୟା ସମୟରେ ତାଳଗଛ ଭୟଙ୍କର ପବନ ଓ ବଜ୍ରପାତକୁ ବହୁ…

ଟାଣ ଖରାରେ ପିକଅପ ଭ୍ୟାନରେ ବୁହା ହେଉଛନ୍ତି ଲୋକେ: ଶୋଇଛି ପରିବହନ ବିଭାଗ

ଦାରିଙ୍ଗବାଡି,୩୦।୫(ଅରୁଣ ସାହୁ): ଏବେ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଦିନ ୧୦ଟାଠାରୁ ବାହାରକୁ ବାହାରିବା ମୁସ୍କିଲ ହୋଇପଡୁଛି। ଜରୁରୀ କାମଧନ୍ଦା ନ ଥିଲେ ଲୋକ ଘରୁ…

ପୋଲିସ ଏନକାଉଣ୍ଟର: ଦୁର୍ଦ୍ଦାନ୍ତ ଅପରାଧୀ ଆହତ, ସହଯୋଗୀ ଫେରାର

ଝାରସୁଗୁଡ଼ା, ୩୦।୫(ଆଶିଷ ରଞ୍ଜନ ଦାଶ):ଝାରସୁଗୁଡ଼ା ଜିଲା ରେଙ୍ଗାଲି ଥାନା ଅଞ୍ଚଳରେ ଝାରସୁଗୁଡା ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ। ରେଙ୍ଗାଲି ଥାନା ଅନ୍ତର୍ଗତ କଦମଘାଟ ମା’ ଘଣ୍ଟେଶ୍ୱରୀ ମନ୍ଦିର ନିକଟରେ…

ଇତିହାସ ରଚିଲେ ବୈଭବ ସୂର୍ଯ୍ୟବଂଶୀ: ହାସଲ କଲେ IPLରେ ସବୁଠୁ ବଡ଼ ରେକର୍ଡ

ନୂଆଦିଲ୍ଲୀ,୩୦।୫:ବୈଭବ ସୂର୍ଯ୍ୟବଂଶୀ ଗୁଜରାଟ ଟାଇଟାନ୍ସ ବିପକ୍ଷରେ କ୍ୱାଲିଫାୟର ୨ରେ ଇତିହାସ ରଚିଛନ୍ତି। IPLରେ ଦ୍ରୁତତମ ୧,୦୦୦ ରନ ସ୍କୋର କରିବାରେ ପ୍ରଥମ ଭାରତୀୟ ବ୍ୟାଟସମ୍ୟାନ ହୋଇଛନ୍ତି। ସେ…

ବୁର୍ଡାରେ ପାଳିକରି ଜଳଯୋଗାଣ: ବଢୁଛି ଅସନ୍ତୋଷ

ଲୋଇସିଂହା,୩୦।୫(ସୁଶାନ୍ତ ବାରିକ):ନବଗଠିତ ଲୋଇସିଂହା ଏନଏସି ଅଧୀନ ବୁର୍ଡା ଗ୍ରାମରେ ଜଳଯୋଗାଣ କ୍ଷେତ୍ରରେ ଅନିୟମିତତା ଅଭିଯୋଗ ହୋଇଛି ା ତେବ ଗ୍ରାମର ବିଭିନ୍ନ ପଡ଼ାକୁ ପାଳି କରି ପାଇପ…

ଖୋଲୁଛି ପୂର୍ତ୍ତ ବିଭାଗର ଦୁର୍ନୀତି ପୋଲ: ପି.ସି କାରବାର କଥା ଉଠାଇଲେ ଏମ୍‌ପି

ବରଗଡ଼,୩୦।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ଥାନାଛକ ଆଗରେ ରହିଥିବା ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣାକୁ ନେଇ ଏବେ ସହର ଉଠୁଛି ଓ ପଡୁଛି। ଘଟଣାକୁ ଶୁକ୍ରବାର ୪ଦିନ ବିତିଯାଇଛି। ହେଲେ…

ପୁଣି ବୃଦ୍ଧି ପାଇଲା CNG ମୂଲ୍ୟ, କିଲୋ ପିଛା ବଢିଲା…

ନୂଆଦିଲ୍ଲୀ,୩୦।୫: ମୁମ୍ବାଇ ଏବଂ ଆଖପାଖ ଅଞ୍ଚଳର CNG ଗ୍ରାହକମାନଙ୍କୁ ଏବେ ଅଧିକ ଦେୟ ଦେବାକୁ ପଡିବ। CNGର ଖୁଚୁରା ବିକ୍ରୟ ମୂଲ୍ୟ (RSP) ପ୍ରତି କିଲୋଗ୍ରାମ ୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri