Posted inଜାତୀୟ

ଶୋପିଆନ୍‌ରେ ଏନ୍‌କାଉଣ୍ଟର: ୨ ଆତଙ୍କବାଦୀ ନିହତ

ଶ୍ରୀନଗର,୩।୬: ଦକ୍ଷିଣ କଶ୍ମୀରର ଶୋପିଆନ୍‌ରେ ଅପରେଶନ୍‌ ଅଲଆଉଟ୍‌ ଅନ୍ତର୍ଗତ ମିଳିତ ସୁରକ୍ଷାକର୍ମୀଙ୍କୁ ସୋମବାର ବଡ଼ ସଫଳତା ମିଳିଛି। ଏଠାରେ ଏନ୍‌କାଉଣ୍ଟରରେ ୨ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ସ୍ଥାନୀୟ ମୌଲା-ଚିତ୍ରାଗ୍ରାମ୍‌ରେ କିଛି ଆତଙ୍କବାଦୀ ସୁରକ୍ଷାକର୍ମୀଙ୍କ ଉପରକୁ ପ୍ରଥମେ ଗୁଳିଚାଳନା କରିବା ସହିତ ସେନାର ୪୪ ଆର୍‌ଆର୍‌ ଯବାନଙ୍କ ଏକ ଗାଡ଼ିକୁ ଗୁଳିମାଡ଼ କରିଥିଲେ। ଏହାର ଜବାବ୍‌ରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ପାଲଟା ଆକ୍ରମଣ କରାଯାଇଥିଲା। ଏଠାରେ ସର୍ଚ୍ଚ ଅପରେଶନ ଜାରି ରହିଛି। ସୁରକ୍ଷା ଦୃଷ୍ଟିରୁ ସ୍ଥାନୀୟ ଅଞ୍ଚଳରେ ମୋବାଇଲ୍‌ ଓ ଇଣ୍ଟରନେଟ୍‌ ସେବା ସାମୟିକ ଭାବେ ବନ୍ଦ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମମତାଙ୍କ ବିରୋଧରେ FIR; ବଢ଼ିଲା ଅଡୁଆ!

କୋଲକାତା,୨୬।୫: ବିଧାନସଭା ନିର୍ୱାଚନରେ ଶୋଚନୀୟ ପରାଜୟ ପରେ ପଶ୍ଚିମବଙ୍ଗର ପୂର୍ୱତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୁଣି ଥରେ ବିବାଦରେ ଫସିଛନ୍ତି। ତାଙ୍କ ବିରୋଧରେ ସିଲିଗୁଡ଼ି ସାଇବର ପୋଲିସ…

ଡ୍ୟୁଟି ସାରି ଘରକୁ ଫେରୁଥିବା ବେଳେ ଡାଟା ଏଣ୍ଟ୍ରି ଅପରେଟରଙ୍କୁ ଅପହରଣ: ୮୦ ହଜାର ଟଙ୍କା ନେଇଗଲେ…

ବଲାଙ୍ଗୀର, ୨୬।୫ (ସୁନିଲ କୁମାର ମହାନ୍ତି): ଜଣେ ଡାଟା ଏଣ୍ଟ୍ରି ଅପରେଟରଙ୍କୁ ଅପହରଣ କରି ତାଙ୍କ ଠାରୁ ସ୍କୁଟି ସହ ୮୦ ହଜାର ଟଙ୍କା ଲୁଟିନେଇଥିବା ଅଭିଯୋଗ…

ବରଗଡ଼ ଏମ୍‌ପିଙ୍କ ବଡ଼ ଘୋଷଣା: ଲିପସିତ୍ , ପ୍ରୀତମଙ୍କୁ ଗୁରୁଦାୟିତ୍ବ

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଲୋକସଭା ସାଂସଦ (MP) ପ୍ରଦୀପ କୁମାର ପୁରୋହିତ ସୋମବାର ବରଗଡ଼ ଜିଲାର ବରଗଡ଼ ଓ ପଦ୍ମପୁର ଉପଖଣ୍ଡ ପାଇଁ ତାଙ୍କ ପ୍ରତିନିଧି (NOMINEE)…

ଏହି ବଡ଼ ସହରରେ ଆଜିଠୁ ୧୪ ଦିନିଆ ‘କର୍ଫ୍ୟୁ’: କଣ ଖୋଲା, କଣ ବନ୍ଦ? ଲାଗିଲା କଡ଼ା କଟକଣା

ନୂଆଦିଲ୍ଲୀ,୨୬।୫: ମହାରାଷ୍ଟ୍ରର ପୁଣେ ସହରରେ ୧୪ ଦିନ ପାଇଁ କର୍ଫ୍ୟୁ ଲାଗୁ କରାଯାଉଛି। ଏହି ସମୟ ମଧ୍ୟରେ ଅନେକ କଟକଣା ବଳବତ୍ତର ରହିବ। ମେ ୨୬ ତାରିଖ…

ମାତ୍ର ୫ ଟଙ୍କାରେ ମିଳିବ ମାଛ-ଭାତ, ପଶ୍ଚିମବଙ୍ଗ ସରକାରଙ୍କ ବଡ଼ ଘୋଷଣା

କୋଲକାତା,୨୬।୫: ପଶ୍ଚିମବଙ୍ଗର ସାଧାରଣ ଜନତା ଏବଂ ଗରିବ ଶ୍ରେଣୀର ଲୋକଙ୍କ ପାଇଁ ଏକ ବଡ଼ ଖୁସି ଖବର। ରାଜ୍ୟ ସରକାର ଜନସାଧାରଣଙ୍କୁ ଶସ୍ତାରେ ପୁଷ୍ଟିକର ଖାଦ୍ୟ ଯୋଗାଇଦେବା…

ଖାଇବା ତେଲ ଉପରେ ସରକାରଙ୍କ ନଜର; ଜାଣନ୍ତୁ କ’ଣ ହେବ ନୂଆ ନିୟମ?

ନୂଆଦିଲ୍‌ଲୀ,୨୬।୫: ବଜାରରେ ବର୍ତ୍ତମାନ ଖାଦ୍ୟ ତେଲ ପ୍ୟାକେଟଗୁଡ଼ିକ ବିଭିନ୍ନ ଆକାରରେ ବିକ୍ରି ହେଉଛି ଯେପରିକି 650 ଗ୍ରାମ, 700 ଗ୍ରାମ, 810 ଗ୍ରାମ ଏବଂ 850 ଗ୍ରାମ।…

ଟ୍ରମ୍ପଙ୍କୁ ଆଖି ଦେଖାଇଲା ପାକିସ୍ତାନ: ଚୁକ୍ତି ସ୍ବାକ୍ଷର କରିବାକୁ ସିଧା ସିଧା କଲା ମନା

ଇସଲାମାବାଦ୍‌,୨୬।୫: ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ ଏବଂ ସେନା ଅଧ୍ୟକ୍ଷ ଅସୀମ ମୁନିର ଆମେରିକା ପ୍ରତି ଯେତେ ପ୍ରେମ ଦେଖାଉଥିଲେ ମଧ୍ୟ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାହାକୁ…

ଆଶ୍ଚର୍ଯ୍ୟ! ବାହାଘର ରିଟର୍ନ ଗିଫ୍ଟ ଦେଖି ଛାନିଆ ହେଲେ ଗାଁ ଲୋକେ, ଯିଏ ଶୁଣିଲା…

ମୁମ୍ବାଇ,୨୬।୫: ବିବାହରେ ଅତିଥିମାନଙ୍କୁ ପ୍ରତିଦାନ(ରିଟର୍ନ) ଉପହାର ଦେବାର ପ୍ରଥା ଏକ ବହୁ ପୁରୁଣା ପରମ୍ପରା । ତେବେ ମହାରାଷ୍ଟ୍ରର ନାନ୍ଦେଡ଼ ଜିଲାରେ ସମ୍ପ୍ରତି ଅନୁଷ୍ଠିତ ଏକ ବିବାହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri