ଶୋପିଆନ୍‌ରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟର: ୩ ହିଜବୁଲ୍‌ ଆତଙ୍କବାଦୀ ନିହତ

ଶ୍ରୀନଗର,୨୮।୩: ଜମ୍ମୁ-କଶ୍ମୀର ଶୋପିଆନ୍‌ରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ଗୁରୁବାର ୩ ହିଜ୍‌ବୁଲ୍‌ ମୁଜାହିଦ୍ଦିନ୍‌ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ମୃତ ଆତଙ୍କବାଦୀମାନେ ହେଉଛନ୍ତି ଆକିବ୍‌ ଅହମ୍ମଦ, ବଶରତ୍‌ ଅହମ୍ମଦ ଏବଂ ସଞ୍ଜୟ ଖାଣ୍ଡେ। ଆକିବ୍‌ ଓ ବଶରତ୍‌ ପୁଲଓ୍ବାମାର ବାସିନ୍ଦା ଥିବାବେଳେ ସଞ୍ଜୟ ଶୋପିଆନ୍‌ର ବାସିନ୍ଦା ବୋଲି ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ଏଠାରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ମିଳିବା ପରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଘେରାବନ୍ଦୀ ଆରମ୍ଭ ହୋଇଥିଲା। ଆତଙ୍କବାଦୀଙ୍କଠାରୁ ଅସ୍ତ୍ରଶସ୍ତ୍ର ଜବତ ହୋଇଛି। ସେହିପରି ହନ୍ଦଓ୍ବାଡାରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ମିଳିବା ପରେ ସେଠାରେ ସର୍ଚ୍ଚ ଅପରେଶନ ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏପ୍ରିଲ ପହିଲାରୁ ATM ବ୍ୟବହାର ହୋଇଯିବ ମହଙ୍ଗା, ଜାଣିରଖନ୍ତୁ ନୂଆ ନିୟମ, ନଚେତ…

ନୂଆଦିଲ୍ଲୀ,୨୨।୩: ନୂତନ ଆର୍ଥିକ ବର୍ଷ ଆରମ୍ଭରୁ ସାଧାରଣ ଗ୍ରାହକଙ୍କ ପାଇଁ ବ୍ୟାଙ୍କିଙ୍ଗ ନିୟମରେ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଏପ୍ରିଲ ୧ ତାରିଖରୁ ATMରୁ ଟଙ୍କା ଉଠାଣ,…

ଏଣିକି ୨ମିନିଟ୍‌ରେ ମିଳିବ ସିଲିଣ୍ଡର, ବୁକିଂ କରିବା ପୂର୍ୱରୁ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ଏବେ ସାରା ଭାରତର ପରିବାରର ରୋଷେଇ ଘରେ ପଡ଼ିବା ଆରମ୍ଭ ହୋଇଛି। ଯେହେତୁ ଭାରତ ଏହାର ପ୍ରାୟ 60 ପ୍ରତିଶତ…

ମୋଟା ହେଲେ କଟିଯିବ ଦରମା, ଫିଟନେସ ପାଇଁ ଆସିପାରେ ନୂଆ ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୨୨।୩: ଏୟାର ଇଣ୍ଡିଆ ଏହାର କ୍ୟାବିନ କ୍ରୁ ପାଇଁ ଏକ ନୂତନ ସ୍ବାସ୍ଥ୍ୟ ଏବଂ ଫିଟନେସ ନୀତି ପ୍ରଚଳନ କରିବାକୁ ପ୍ରସ୍ତୁତ ହେଉଛି, ଯାହା କେବଳ ସେମାନଙ୍କ…

୧୩ହଜାର ଟଙ୍କା ଶସ୍ତା ହେଲା ସୁନା; ଏକ୍ସପର୍ଟ କଲେ ବଡ଼ ଭବିଷ୍ୟବାଣୀ, ଆଗକୁ…

ନୂଆଦିଲ୍ଲୀ,୨୨।୩: ଇରାନ, ଇସ୍ରାଏଲ ଏବଂ ଆମେରିକା ସହିତ ସଂଘର୍ଷ ଏବଂ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଇବା ଯୋଗୁଁ, ଏହି ସପ୍ତାହରେ ସୁନା ଏବଂ ରୂପା ମୂଲ୍ୟରେ ତୀବ୍ର…

ବିମାନ ଭଡ଼ା ସୀମା ଉଠାଇ ଦେଲା ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ; କାହିଁକି ଏହି ନିଷ୍ପତ୍ତି ନିଆଯାଇଛି ଜାଣନ୍ତୁ

ନୂଆଦିଲ୍ଲୀ,୨୨।୩: ଘରୋଇ ବିମାନ ଯାତ୍ରା ଉପରେ ଲାଗୁ ହୋଇଥିବା ଅସ୍ଥାୟୀ ସୀମା ୨୩ ମାର୍ଚ୍ଚ, ୨୦୨୬ ରୁ ପ୍ରତ୍ୟାହାର କରିବାକୁ ନିଷ୍ପତ୍ତି ନେଇଛି ବେସାମରିକ ବିମାନ ଚଳାଚଳ…

ହରମୁଜ ସଙ୍କଟ ଭିତରେ ଭାରତ ତେଲକୁ ନେଇ ନେଲା ବଡ଼ ନିଷ୍ପତ୍ତି, ମେ ମାସ ଆରମ୍ଭରୁ…

ନୂଆଦିଲ୍ଲୀ,୨୨।୩: ବଢ଼ୁଥିବା ବିଶ୍ୱ ଉତ୍ତେଜନା ଏବଂ ଯୋଗାଣ ସଙ୍କଟ ମଧ୍ୟରେ, ହିନ୍ଦୁସ୍ତାନ ପେଟ୍ରୋଲିୟମ କର୍ପୋରେସନ (HPCL) ଆଙ୍ଗୋଲାରୁ 2 ନିୟୁତ ବ୍ୟାରେଲ ଅଶୋଧିତ ତୈଳ କ୍ରୟ କରିବା…

ବାବର ଆଜମଙ୍କ ଭବିଷ୍ୟତକୁ ନେଇ ଉଠିଲା ପ୍ରଶ୍ନ, ଭିଡ଼ିଓ ଭାଇରାଲ, ୟୁଜର୍ସ କହିଲେ ଢାବା…

ଇସଲାମାବାଦ,୨୨।୩: ବାବର ଆଜମ ବର୍ତ୍ତମାନ କ୍ରିକେଟରୁ ବିରତି ନେଇଛନ୍ତି। ଆଘାତ ଯୋଗୁ ସେ ବାଂଲାଦେଶ ବିପକ୍ଷରେ ଏକଦିବସୀୟ ସିରିଜ ହରାଇଥିଲେ ଏବଂ ଜାତୀୟ ଟି-୨୦ କପ ମଧ୍ୟ…

ଗୋରକ୍ଷକ ଫାର୍ସା ବାବାଙ୍କୁ ଜାଣିଶୁଣି ଟ୍ରକ୍‌ ମଡ଼ାଇ ହତ୍ୟା ଅଭିଯୋଗ: ରାସ୍ତାରୋକୋ କରି ଲୋକେ…

ମଥୁରା,୨୨ା୩: ଉତ୍ତରପ୍ରଦେଶର ମଥୁରା ନିକଟ ଆଗ୍ରା-ଦିଲ୍ଲୀ ରାଜପଥରେ ଏକ ଟ୍ରକ୍‌ ମାଡ଼ିଯିବାରୁ ଫାର୍ସା ବାବା ଭାବେ ପରିଚିତ ଗୋରକ୍ଷକ ଚନ୍ଦ୍ରଶେଖରଙ୍କ ମୃତ୍ୟୁ ଘଟିଛି। ଶନିବାର ଭୋର ୪ଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri