Posted inଜାତୀୟ

ଶୋଭାଯାତ୍ରା ବେଳେ ବାଣ ବିସ୍ଫୋରଣ

ଚଣ୍ଡିଗଡ଼,୯ା୨; ପଞ୍ଜାବର ତରନ୍‌ ତାରନ୍‌ ଜିଲା ଅନ୍ତର୍ଗତ ପହଓ୍ବିନ୍ଦ୍‌ ଗ୍ରାମରେ ଶନିବାର ଅନୁଷ୍ଠିତ ଏକ ଧାର୍ମିକ ଶୋଭାଯାତ୍ରା ବେଳେ ବାଣ ବିସ୍ଫୋରଣ ହୋଇ ୨ ଜଣ ମୃତ୍ୟୁବରଣ କରିଥିବାବେଳେ ୯ ବ୍ୟକ୍ତି ଆହତ ହୋଇଛନ୍ତି। ନଗର ସଂକୀର୍ତ୍ତନ ବେଳେ ବାଣ ଫୁଟାଯିବାରୁ ଟ୍ରାକ୍ଟର ଟ୍ରଲିରେ ଥିବା ସବୁ ବାଣରେ ନିଆଁ ଲାଗି ଭୟଙ୍କର ବିସ୍ଫୋରଣ ହୋଇଥିଲା। ପ୍ରାଣ ହରାଇଥିବା ଦୁଇ ଯୁବକ ମନପ୍ରୀତ୍‌ ସିଂ(୧୭) ଓ ଗୁର୍‌ପ୍ରୀତ୍‌ ସିଂ(୧୨) ବୋଲି ଏସ୍‌ଏସ୍‌ପି ଧ୍ରୁବ ଦହ୍ୟା ପ୍ରକାଶ କରିଛନ୍ତି। ଆହତମାନଙ୍କୁ ନିକଟସ୍ଥ ହସ୍ପିଟାଲରେ ଚିକିତ୍ସା ଲାଗି ଭର୍ତ୍ତି କରାଯାଇଛି। ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂ ଏହି ଦୁର୍ଘଟଣାର ବିଚାର ବିଭାଗୀୟ ତଦନ୍ତ ଲାଗି ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ୫ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ରାଶି ପ୍ରଦାନ କରିବା ଲାଗି ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାଷଜମିରେ କାଳ ସାଜିଲା ବଜ୍ରପାତ, ନାବାଳକଙ୍କ ଜୀବନ ଗଲା,୨ ଗୁରୁତର ହୋଇ…

ଅମରପାଲି,୧୫ା୬(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କମିରା ଗ୍ରାମରେ ରବିବାର ଅପରାହ୍ନରେ ଘଟିଥିବା ବଜ୍ରପାତରେ ଜଣେ ନାବାଳକଙ୍କ ମୃତ୍ୟୁ ଘଟିଥିବାବେଳେ ଆଉ ଦୁଇଜଣ ଯୁବକ…

ହଜାର ହଜାର ଟଙ୍କା ବଢିଲା ସୁନା-ରୁପା ଦର: ୧୦ ଗ୍ରାମ ପିଛା ଅଛି…

ନୂଆଦିଲ୍ଲୀ,୧୫।୬: ବିଶ୍ୱ ସ୍ତରରେ ଘଟୁଥିବା ଭୂରାଜନୈତିକ ପରିବର୍ତ୍ତନର ସିଧାସଳଖ ପ୍ରଭାବ ଆଜି ଘରୋଇ ଅଳଙ୍କାର ବଜାର ଉପରେ ପଡ଼ିଛି। ଆମେରିକା ଏବଂ ଇରାନ ମଧ୍ୟରେ ଏକ ଶାନ୍ତି…

ବଜ୍ରପାତରେ ଚାଲିଗଲା ଯୁବକଙ୍କ ଜୀବନ

କଳାହାଣ୍ଡି,୧୫ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଗୋକୁଳେଶ୍ୱର ଗ୍ରାମର ଜଣେ ଯୁବକଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ମୃତ ଯୁବକ ଜଣଙ୍କ ହେଲେ ଗୋଲକ ଗଉଡ଼(୧୮)। ରବିବାର…

ଭାରସାମ୍ୟ ହରାଇ ଟ୍ୟାଙ୍କର୍‌ ଦୁର୍ଘଟଣା: ଗାଡି ଭିତରେ ଚାପି ହୋଇଗଲେ

ଲାଞ୍ଜିଗଡ,୧୫।୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣା ଓ ରାୟଗଡ଼ାକୁ ସଂଯୋଗ କରୁଥିବା ୬ନମ୍ବର ରାଜ୍ୟ ରାଜପଥ ଢ଼େପଗୁଡାଠାରେ ଏକ ଆଲୁମିନା ପାଉଡର ବୋଝେଇ ବଲକର ରବିବାର…

ମଦ ଦୋକାନକୁ ତୀବ୍ର ବିରୋଧ: ହଜାରରୁ ଅଧିକ ଲୋକଙ୍କ ଜନଆନ୍ଦୋଳନ

ତିହିଡ଼ି,୧୫।୬ (କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧାମନଗର ବ୍ଲକ ଅଧୀନସ୍ଥ ଧୂଷୁରୀ ହରିହଂସ କୀର୍ତ୍ତନ ମଣ୍ଡପ ପରିସରରେ ଆଜି ହଜାରରୁ ଅଧିକ ମହିଳା ଓ ପୁରୁଷ ଏକତ୍ରିତ…

ବ୍ୟବସାୟୀଙ୍କ ଘରେ କଳାକନା ବୁଲାଇଲେ ଦୁର୍ବୃତ୍ତ: ଲୁଟି ନେଲେ ଟଙ୍କା ସହ ଲକ୍ଷାଧିକ ସୁନା ଅଳଙ୍କାର

ନୀଳଗିରି, ୧୫/୦୬,(ପ୍ରଶାନ୍ତ କୁମାର ବିଶ୍ବାଳ):କଳାକନା ବୁଲାଇଲେ ଦୁର୍ବୃତ୍ତ। ରବିବାର ରାତି ପ୍ରାୟ ୮ଟା ୩୦ ରୁ ୯ ଟା ୩୦ ମିନିଟ ସମୟରେ ଚୋରି ହୋଇଥିବାର ଅନୁମାନ।…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ନିର୍ମାଣାଧିନ ପୋଲ ତଳକୁ ଖସି ୨ ମୃତ

ନୀଳଗିରି,୧୫।୬,(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ବର ଜିଲା ବରହମପୁର ଥାନା ଶେରଗଡ଼ ନୀଳଗିରି ଝରଣଘାଟି ରାସ୍ତା ୧୯ ନମ୍ବର ରାଜ୍ୟ ରାଜପଥର ତେଲିପାଳ ନିକଟରେ ପହିଲି ରଜ ରବିବାର…

ଆଦାୟ ହେଉଛି ରାଜସ୍ବ, ହେଉନି ପଙ୍କୋଦ୍ଧାର, ଶୁଖିଲା ପଡ଼ିଛି ପୋଖରୀ

ଅମରପାଲି,୧୫ା୬(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଳପଦର ପଞ୍ଚାୟତର ଅମରପାଲି ଗ୍ରାମରେ ଥିବା ପୋଖରୀଗୁଡ଼ିକର ଦୁରବସ୍ଥାକୁ ନେଇ ଅସନ୍ତୋଷ ଦେଖାଦେଇଛି। ଗ୍ରାମରେ ମୋଟ୍‌ ୭ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri