ଶ୍ରଦ୍ଧାଳୁଙ୍କଠାରୁ ୧୪୦୦ ଟଙ୍କା ସେବା ଶୁଳ୍କ ଆଦାୟ ପାଇଁ ଅଡି ବସିଲା ପାକିସ୍ତାନ

ଇସଲାମାବାଦ,୨୦।୧୦: ଶିଖଧର୍ମକ୍ଷେତ୍ର କର୍ତ୍ତାରପୁର ସାହିବକୁ ଦର୍ଶନ କରିବା ପାଇଁ ଆସୁଥିବା ଶ୍ରଦ୍ଧାଳୁଙ୍କଠାରୁ ପାକିସ୍ତାନ ୧୪୦୦ଟଙ୍କା ସେବା ଶୁଳ୍କ ଆଦାୟ କରିବ ବୋଲି ଜଣାପଡିଛି। ଭକ୍ତଙ୍କ ହିତରେ ଭାରତ ଏହି ପ୍ରସ୍ତାବ ପ୍ରତି ଅନାଗ୍ରହ ପ୍ରକାଶ କରିଛି। ରବିବାର ଅନଲାଇନ ରେଜିଷ୍ଟ୍ରେଶନ ଆରମ୍ଭ ହେବାକୁ ଥିବାବେଳେ ଏହାକୁ ରଦ୍ଦ କରିଦିଆଯାଇଛି। ସୂଚନାଯୋଗ୍ୟ, ଆସନ୍ତା ନଭେମ୍ବର ୮ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେରା ବାବା ନାନକସ୍ଥିତ ଦରବାର ସାହିବ ଗୁରୁଦ୍ବାରକୁ ପାକିସ୍ତାନର କରତାରପୁର ସାହିବକୁ ସଂଯୋଗ କରୁଥିବା ୪.୫ କିମି ଦୂରତା ବିଶିଷ୍ଟ କରତାରପୁର କରିଡରକୁ ଉଦଘାଟନ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ହଜିଯାଉଛି ଭୋଟବ୍ୟାଙ୍କ

ଦିଲ୍ଲୀର ଯନ୍ତରମନ୍ତରରେ ହୋଇଥିବା ଛାତ୍ର ପ୍ରତିବାଦଜନିତ ଅସ୍ବାଭାବିକତା ବିଷୟ ଦେଶବାସୀଙ୍କ ମନରେ ତାଜା ଥିବା ବେଳେ ଅନୁରୂପ ଘଟଣା ଝାଡ଼ଖଣ୍ଡରେ ଦେଖାଯାଇଛି। ଯନ୍ତରମନ୍ତର ଆନ୍ଦୋଳନକାରୀମାନେ ‘ଚଲୋ ସଂସଦ’…

ଯେଉଁ ଟିମକୁ ଦିନେ କରିଥିଲେ ମନା, ଏବେ ସେଇ ଟିମକୁ ଫେରିବାକୁ ଚାହୁଁଛନ୍ତି ପାଣ୍ଡ୍ୟା! ରଖିଲେ ଏମିତି ସର୍ତ୍ତ, ଟିମ କହିଲା-ଆସ ନାହିଁ…

ମୁମ୍ବାଇ,୧୨,୮: ଇଣ୍ଡିଆନ ପ୍ରିମିୟର୍‌ ଲିଗ (ଆଇପିଏଲ) ୨୦୨୭ ପାଇଁ ଟ୍ରେଡ ଲିଷ୍ଟ ଆସିବା ପୂର୍ବରୁ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ନେଇ ଚର୍ଚ୍ଚା ଜୋର୍‌ ଧରିଛି। ହାର୍ଦ୍ଦିକ ବର୍ତ୍ତମାନ ପାଞ୍ଚ…

ଗଞ୍ଜେଇ ଖାଇଥିଲେ ପାଇଲଟ: ଏୟାର ଇଣ୍ଡିଆ ବିମାନ ୩୦୦ ଫୁଟ୍‌ ଖସିବା ଘଟଣାରେ ଚାଞ୍ଚଲ୍ୟକର ଖୁଲାସା

ନୂଆଦିଲ୍ଲୀ,୧୨ା୮:ଏୟାର ଟର୍ବୁଲାନ୍ସ ଯୋଗୁ ଗତ ୪ ତାରିଖରେ ଫୁକେଟ୍‌ରୁ ଦିଲ୍ଲୀ ଯାଉଥିବା ଏୟାର ଇଣ୍ଡିଆ ବିମାନ ହଠାତ୍‌ ୩୦୦ ଫୁଟ୍‌ ତଳକୁ ଖସିବାରୁ ୧୭ ଜଣ ଯାତ୍ରୀ…

ଦିନ ଦ୍ୱିପ୍ରହରରେ ପ୍ରଧାନଶିକ୍ଷକଙ୍କ ଘରୁ ଚୋରି ଉଦ୍ୟମ: ଗାଡ଼ି ଗ୍ଲାସ ଭାଙ୍ଗିଲା ମାତ୍ରେ ବାଜିଲା ସାଇରନ୍‌, ଆଉ ତା’ପରେ…

ମୋହନା,୧୨।୮( ମନ୍ମଥ ମିଶ୍ର ): ଦ୍ୱିପ୍ରହରରେ ଚୋରି ଉଦ୍ୟମ। ଘରେ କେହି ନଥିବାର ସୁଯୋଗ ନେଇ ଚୋରି ପାଇଁ ଘରେ ପଶିବାକୁ ଉଦ୍ୟମ କରିଥିଲେ ଚୋର। ହେଲେ…

ସମ୍ଭାବନାର ଉପପାଦ୍ୟ

ବହୁତ ଦିନ ତଳର କଥା। ଥରେ ହରିଣଟିଏ ବାଣୁଆଠାରୁ ନିଜକୁ ରକ୍ଷା କରିବାକୁ ପ୍ରାଣ ବିକଳରେ ଖୁବ୍‌ ଜୋର୍‌ରେ ଦୌଡୁଥାଏ। ବାଣୁଆ ମଧ୍ୟ ହରିଣକୁ ଶିକାର କରିବାକୁ…

ହାତୀ ବଞ୍ଚିଲେ ଜଙ୍ଗଲ ରହିବ: ଘାତକ ସାଜୁଛି ବିଦ୍ୟୁତ୍‌ ତାର

ପରିବେଶ ସନ୍ତୁଳନ ରକ୍ଷା ଏବଂ ଜଙ୍ଗଲ ସୃଷ୍ଟିରେ ହାତୀଙ୍କର ରହିଛି ପ୍ରମୁଖ ଭୂମିକା। କିନ୍ତୁ ହାତୀ-ମଣିଷ ସଂଘର୍ଷ, ଆବାସସ୍ଥଳୀର କ୍ଷୟ ଏବଂ ହାତୀଙ୍କର ସୁରକ୍ଷିତ ଚଳପ୍ରଚଳ ଏବେ…

ଧବଳେଶ୍ୱରଙ୍କୁ ଖୋଜୁଛନ୍ତି ମା’ବାପା: ପୋଲିସ କହୁଛି କିନ୍ନରଙ୍କ ସହ ରହୁଛନ୍ତି…

ଭୁବନେଶ୍ୱର, ୧୨ା୮(ପ୍ରସନଜିତ୍‌ ସାହୁ):ବରମୁଣ୍ଡାର ଦଶମ ଶ୍ରେଣୀ ଛାତ୍ର ପ୍ରିୟାଂଶୁ ବେହେରାଙ୍କ ନିଖୋଜ ଘଟଣାକୁ ଏକ ମାସରୁ ଅଧିକ ଦିନ ବିତିଥିବା ବେଳେ ପୁଣି ଜଣେ ନାବାଳକ ନିଖୋଜ…

ଝଡ଼ବର୍ଷା ପ୍ରଭାବିତଙ୍କୁ ମିଳିନି କ୍ଷତିପୂରଣ: ଜିଲାପାଳଙ୍କୁ ପଡ଼ାବାସୀ ଫେରାଦ

ବରଗଡ଼,୧୨।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଗତ ଜୁଲାଇ ୨୮ତାରିଖରେ ହୋଇଥିବା ଝଡ଼ବର୍ଷା ଜିଲାବାସୀଙ୍କ ନିଦ ହଜାଇ ଦେଇଥିଲା। ଏଥିରେ ବରଗଡ଼ ବ୍ଲକ ଅନ୍ତର୍ଗତ ଚକରକେନ୍ଦ ସର୍ବାଧିକ ପ୍ରଭାବିତ ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri