ଶ୍ରମ ମନ୍ତ୍ରଣାଳୟ, ନିର୍ବାଚନ କମିଶନଙ୍କ କାର୍ଯ୍ୟାଳୟରେ କରୋନା

ନୂଆଦିଲ୍ଲୀ,୮।୬: ଦେଶରେ କରୋନା ସଂକ୍ରମଣ କାୟା ବିସ୍ତାର କରି ଚାଲିଛି। ସ୍ବାସ୍ଥ ଓ ପ୍ରତିରକ୍ଷା ମନ୍ତ୍ରଣାଳୟ ପରେ ଏବେ ଶ୍ରମ ମନ୍ତ୍ରଣାଳୟ ଓ ନିର୍ବାଚନ କମିଶନଙ୍କ କାର୍ଯ୍ୟାଳୟରେ କରୋନା ପଜିଟିଭ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି। ଶ୍ରମ ମନ୍ତ୍ରଣାଳୟର ୧୧ କର୍ମଚାରୀ କରୋନାରେ ପୀଡ଼ିତ ଥିବା ସୂଚନା ମିଳିଛି। ଏହା ପୂର୍ବରୁ ଏହି କାର୍ଯ୍ୟାଳୟର ୨ କର୍ମଚାରୀଙ୍କ କରୋନା ପଜିଟିଭ ରିପୋର୍ଟ ଆସିବା ପରେ ଶ୍ରମ ଶକ୍ତି ଭବନକୁ ୨ଦିନ ପାଇଁ ବନ୍ଦ କରି ଦିଆଯାଇଥିଲା। ଏହି ୨ ଜଣ କରୋନାରେ ପୀଡ଼ିତ ହେବା ଜଣାପଡିବା ପରେ ଅନ୍ୟମାନଙ୍କର କରୋନା ଟେଷ୍ଟ କରାଯାଇଥିଲା। ଯାହାର ରିପୋର୍ଟ ଆସିବା ପରେ ଅନ୍ୟ ୧୧ କର୍ମଚାରୀ ମଧ୍ୟ କରୋନାରେ ପୀଡିତ ହୋଇଥିବା ଜଣାପଡିଛି। ସେହିପରି ନିର୍ବାଚନ କମିଶନଙ୍କ କାର୍ଯ୍ୟାଳୟର ଜଣେ କର୍ମଚାରୀ କରୋନାରେ ପୀଡ଼ିତ ଥିବା ଜଣାପଡିବା ପରେ ଏବେ ତାଙ୍କ ସମ୍ପର୍କରେ ଆସିଥିବା ଲୋକଙ୍କୁ କ୍ୱାରାଣ୍ଟାଇନରେ ରଖାଯାଇଛି। ଏହାସହ କାର୍ଯ୍ୟାଳୟକୁ ସାନିଟାଇଜ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ପରିବାରରେ ୨୮ ଡାକ୍ତର; ୩ IAS-IPS ଓ IRS, CEC ଜ୍ଞାନେଶ କୁମାରଙ୍କ ପରିବାର ବିଷୟରେ ଜାଣିଲେ ତାଜୁବ ହେବେ

ନୂଆଦିଲ୍ଲୀ,୨୬।୯: ଦେଶର ସବୁଠାରୁ ଶିକ୍ଷିତ ତଥା ପ୍ରତିଷ୍ଠିତ ପରିବାରଗୁଡ଼ିକ କଥା ବିଚାର କଲେ ମୁଖ୍ୟ ନିର୍ୱାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ପରିବାର ଏହି ତାଲିକାର ଶୀର୍ଷରେ…

ମୁରବୀ ବିହୀନ ହୋଇପଡ଼ିଛି କର୍ଲାମୁଣ୍ଡା ବ୍ଲକ ଶିକ୍ଷା ବିଭାଗ, ନିଯୁକ୍ତିର ୪ ମାସ ପରେ ବଦଳି

କର୍ଲାମୁଣ୍ଡା,୨୬ା୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଶିକ୍ଷା ବିଭାଗରେ ବ୍ଲକ ଶିକ୍ଷା ଅଧିକାରୀଙ୍କ ବଦଳି ପରେ ଏବେ ଶିକ୍ଷା ବିଭାଗ ମୁରବୀ ବିହୀନ ହୋଇପଡ଼ିଛି।…

ଶ୍ରୀଜିଉଙ୍କ ସୁନାବେଶ ପାଇଁ ତିଆରି ହେବ ନୂଆ ଅଳଙ୍କାର ସେଟ୍‌

ପୁରୀ, ୨୬।୫: ଶ୍ରୀଜିଉଙ୍କ ସୁନାବେଶ ପାଇଁ ନୂଆ ଅଳଙ୍କାର ସେଟ୍‌ ତିଆରି କରାଯିବ। ଏ ନେଇ ଶ୍ରୀମନ୍ଦିର ପରିଚାଳନା କମିଟିର ଅନୁମୋଦନ ମିଳିଥିବା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ…

କଳିଙ୍ଗା ଘାଟିରେ ପରିବହନ ମନ୍ତ୍ରୀ: ବିକଳ୍ପ ରାସ୍ତା ନିର୍ମାଣ ଓ ଘାଟି ରାସ୍ତା ମରାମତି ନେଇ ଅନୁଧ୍ୟାନ

ଭଞ୍ଜନଗର, ୨୬/୯ (ବାବୁଲା ପ୍ରଧାନ): ଲଗାଣ ବର୍ଷା ଯୋଗୁଁ ଗଞ୍ଜାମ-କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟିର ଦୁଇଟି ସ୍ଥାନରେ ଭୂସ୍ଖଳନ ହେବାରୁ ବିଗତ ୫ ଦିନ…

ସୁନିତା ଆହୁଜାଙ୍କୁ ନେଇ କୋମଲ ରାଣୀଙ୍କ ଚାଞ୍ଚଲ୍ୟକର ଦାବି; ‘ଯିଏ ତାଙ୍କ ସ୍ବାମୀଙ୍କ ହତ୍ୟା ପଛରେ ଥିଲେ…’: ଗୋବିନ୍ଦାଙ୍କ ସହ ଡେଟିଂକୁ ନେଇ…

ମୁମ୍ବାଇ,୨୬।୯: ବଲିଉଡ ଅଭିନେତା ଗୋବିନ୍ଦା ଦୀର୍ଘ ଦିନ ଧରି ନିଜ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ରହିଆସିଛନ୍ତି। ତାଙ୍କ ପତ୍ନୀ ସୁନିତା ଆହୁଜା ବାରମ୍ବାର ଗୋବିନ୍ଦାଙ୍କ ଅନ୍ୟ…

ଭୟଙ୍କର ଭୂସ୍ଖଳନ: ହଠାତ୍‌ ଧସିଲା ବଡ଼ବଡ଼ ପଥର ଖଣ୍ଡ, ମାଟି ଅତଡ଼ା

ବଞ୍ଚୋ,୨୬ା୯(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅଧୀନ ତରତରା ପଂଚାୟତ ବାହିଆବାରଦଣ୍ଡା ଅଞ୍ଚଳର ବାରହାଗାଡ଼ିଆ ନିକଟରେ ଶନିବାର ଏକ ଭୟାନକ ଭୂସ୍କଳନ ଘଟିଥିବା ଜଣାପଡ଼ିଛି। ହଠାତ୍‌ ମାଟି ଓ…

ସୂର୍ଯ୍ୟଙ୍କ ସବୁଠୁ ବଡ଼ ଗୋଚର: ତୁଳା ସମେତ ଏହି ୪ ରାଶିଙ୍କୁ ଅପାର ଧନଲାଭ, ଚାକିରିରେ ବଡ଼ ଅଫର୍‌

ବୈଦିକ ଜ୍ୟୋତିଷରେ ସୂର୍ଯ୍ୟଙ୍କୁ ଆତ୍ମବଳ, ପ୍ରତିଷ୍ଠା, ଅଧିକାର, ନେତୃତ୍ୱ ଏବଂ କ୍ୟାରିୟର ସମ୍ୱନ୍ଧିତ ଗ୍ରହ ଭାବେ ବିବେଚନା କରାଯାଏ। ୧୭ ଅକ୍ଟୋବର ୨୦୨୬ରେ ସୂର୍ଯ୍ୟ ରାଶି ପରିବର୍ତ୍ତନ…

ସଡ଼କ ଦୁର୍ଘଟଣାରେ ୨ ସ୍ବାସ୍ଥ୍ୟ ଅଧିକାରିଣୀ ଆହତ, ଡାକ୍ତରଖାନାରେ ପହଞ୍ଚି ସ୍ବାସ୍ଥ୍ୟାବସ୍ଥା ପଚାରିଲେ ଅଧୀକ୍ଷକ

ଛତ୍ରପୁର,୨୬ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଅଗସ୍ତି ନୂଆଗାଁ ନିକଟରେ ଶନିବାର ସଡ଼କ ଦୁର୍ଘଟଣାରେ ଦୁଇ ଜଣ ଗୋଷ୍ଠୀ ସ୍ବାସ୍ଥ୍ୟ ଅଧିକାରିଣୀ ଆହତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?