ଶ୍ରମିକଙ୍କୁ ନିଜ ଅଞ୍ଚଳକୁ ପଠାଉଛି ପ୍ରଶାସନ: ୨ ଦିନରେ ଗଲେଣି ୧୩୦

ଜୟପୁର,୬ା୫(ଡି.ଏନ୍‌.ଏ.): କୋରାପୁଟ ଜିଲାରେ ବାହାର ରାଜ୍ୟର ଫସି ରହିଥିବା ୭୨ ଜଣ ଏବଂ ରାଜ୍ୟ ଭିତରର ୫୮ଜଣଙ୍କୁ ଗତ ଦୁଇଦିନ ମଧ୍ୟରେ ଜିଲା ପ୍ରଶାସନ ସେମାନଙ୍କ ଅଞ୍ଚଳକୁ ବସ୍‌ ଏବଂ ବୋଲେରୋ ଯୋଗେ ପଠାଇଛି। ପ୍ରଥମ ପର୍ଯ୍ୟାୟରେ ରାଜସ୍ଥାନକୁ ଜିଲାରୁ ୩୯, ଦ୍ୱିତୀୟ ପର୍ଯ୍ୟାୟରେ ଝାଡ଼ଖଣ୍ଡକୁ ୩୧ ଏବଂ ଛତିଶଗଡ଼କୁ ୨ଜଣ ଏପରି ମୋଟ ୭୨ଜଣଙ୍କୁ ବସ୍‌ ଯୋଗେ ପଠାଯାଇଛି। ସେହିପରି ନବରଙ୍ଗପୁର ଜିଲାକୁ ୨୭ଜଣ, କଳାହାଣ୍ଡିକୁ ୯, ଗଜପତିକୁ ୧୭ ଏବଂ ଗଞ୍ଜାମକୁ ୫ ଜଣ ଏପରି ମୋଟ ୫୮ ଜଣଙ୍କୁ ସେମାନଙ୍କ ଅଞ୍ଚଳକୁ ପଠାଯାଇଛି। ରାଜସ୍ଥାନର ବାସିନ୍ଦାମାନେ ଆନ୍ଧ୍ରପ୍ରଦେଶରେ କାର୍ଯ୍ୟରତ ଥିଲେ। ନିଜ ରାଜ୍ୟକୁ ଫେରୁଥିବା ବେଳେ ଲକ୍‌ଡାଉନ ଯୋଗୁ ପଟ୍ଟାଙ୍ଗୀ ଆଶ୍ରୟସ୍ଥଳରେ ରହିଥିଲେ। ସେହିପରି ବାହାର ଜିଲାର ବାସିନ୍ଦା ଜୟପୁର କ୍ୱାରାଣ୍ଟାଇନ କେନ୍ଦ୍ରରେ ଗତ ୨୨ ଦିନ ରହିଛନ୍ତି। ଜିଲାପାଳ ମଧୁସୂଦନ ମିଶ୍ରଙ୍କ ନିର୍ଦ୍ଦେଶରେ ଜିଲା ଶ୍ରମ ଅଧିକାରୀ ପ୍ରସନ୍ନ ପାଣିଗ୍ରାହୀଙ୍କ ସହ ଅନ୍ୟ ଅଧିକାରୀଙ୍କ ଉପସ୍ଥିତିରେ ବାହାର ରାଜ୍ୟ ଓ ବିଭିନ୍ନ ଜିଲାର ବାସିନ୍ଦାଙ୍କୁ ପଠାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶପଥ ନେଲେ ସୁପ୍ରିମକୋର୍ଟର ୫ ନୂଆ ବିଚାରପତି

ନୂଆଦିଲ୍ଲୀ,୨।୬: ସୁପ୍ରିମକୋର୍ଟରେ ମଙ୍ଗଳବାର ୫ ନୂଆ ବିଚାରପତି ଶପଥ ନେଇଛନ୍ତି। ଫଳରେ ଶୀର୍ଷ ଅଦାଲତର ମୋଟ ବିଚାରପତି ସଂଖ୍ୟା ୩୭ରେ ପହଞ୍ଚଛି। ଯାହାକି ମଞ୍ଜୁରୀପ୍ରାପ୍ତ ସଂଖ୍ୟାଠାରୁ ଗୋଟିଏ…

ଆସିଲା ଖୁସିଖବର: ମା’ ହେଲା ‘ଜିନ୍ନତ’

ଭୁବନେଶ୍ୱର,୨।୬: ମୟୁରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନରୁ ଏକ ଖୁସି ଖବର ଆସିଛି॥ ମା’ ହୋଇଛି ବାଘୁଣୀ ‘ଜିନ୍ନତ’। ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ…

ଟିମ ଇଣ୍ଡିଆ ପାଇଁ ଡେବ୍ୟୁ କରିବାକୁ ପ୍ରସ୍ତୁତ ବୈଭବ ସୂର୍ଯ୍ୟବଂଶୀ? ବଡ଼ ସଙ୍କେତ ଦେଲା BCCI

ନୂଆଦିଲ୍ଲୀ,୨।୬: ଯେତେବେଳେ ବି IPLର 19ତମ ସିଜିନ ବିଷୟରେ ଆଲୋଚନା ହୁଏ, ସମସ୍ତଙ୍କ ମୁହଁରେ ପ୍ରଥମେ ନାମ ନିଶ୍ଚିତ ଭାବରେ 15 ବର୍ଷୀୟ ଯୁବ ସେନସେସନ ବୈଭବ…

ସଂଘବଦ୍ଧ ଆକ୍ରମଣ କଲେ ସମ୍ପର୍କୀୟ, ବ୍ୟକ୍ତି ଗୁରୁତର

ସିମୁଳିଆ,୨।୬(ସନ୍ତୋଷ କୁମାର ନାୟକ): ଜମିବାଡ଼ି ସଂକ୍ରାନ୍ତିୟ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ମଙ୍ଗଳବାର ବାଲେଶ୍ୱର ଜିଲା ସିମୁଳିଆ ଥାନା କ୍ଷୀରକୋଣା ମଳିକସାହି ଅଞ୍ଚଳର ଲକ୍ଷ୍ମୀଧର ଦାସ (୪୫) ନାମକ…

୧୯ ବର୍ଷ ପରେ ଆସିଲା ରାୟ: ଗାଣ୍ଡୁ ନିର୍ଦ୍ଦୋଷରେ ଖଲାସ

ଭଞ୍ଜନଗର,୨।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଏଡିଜେ ଶେଖ ମହମ୍ମଦ କଏସ ୨୦୦୭ ମସିହାର ଏକ ବଧୂ ହତ୍ୟା ମାମଲାର ବିଚାରଣ କରି ଅଭିଯୁକ୍ତ ସ୍ବାମୀଙ୍କୁ ପ୍ରମାଣ ଅଭାବରୁ…

ବଲିଉଡ ଅଭିନେତ୍ରୀଙ୍କ ମାଆଙ୍କ ଘରୁ ଲକ୍ଷାଧିକ ଟଙ୍କାର ଗହଣା ଚୋରୀ

ନୂଆଦିଲ୍ଲୀ,୨।୭: ବଲିଉଡ ଅଭିନେତ୍ରୀ ରବୀନା ଟଣ୍ଡନଙ୍କ ପରିବାର ସହିତ ଜଡିତ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ମୁମ୍ବାଇର ଜୁହୁ ଅଞ୍ଚଳରେ ଥିବା ରବୀନା ଟଣ୍ଡନଙ୍କ ମାଆଙ୍କ…

କାହିଁକି ସବୁବେଳେ ଧଳା ଶର୍ଟ-କଳା ବ୍ଲେଜର ପିନ୍ଧୁଛନ୍ତି ଥଲାପତି ବିଜୟ: ନିଜେ କଲେ ଖୁଲାସା

ଚେନ୍ନାଇ,୨।୬: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ଏକ ‘ସିଗ୍ନେଚର’ ଲୁକ ଅଛି। ମୁଖ୍ୟମନ୍ତ୍ରୀ ହେବା ପରଠାରୁ ତାଙ୍କ ପୋଷାକ ପ୍ରାୟତଃ ଆଲୋଚନାର ବିଷୟ ହୋଇଆସିଛି। ସେ…

ଓଡ଼ିଶା ଆସିବେ ରାଷ୍ଟ୍ରପତି-ପ୍ରଧାମନ୍ତ୍ରୀ, ଏହି ଦିନ ଷ୍ଟାଡିୟମ୍ ଉଦଘାଟନ କାର୍ଯ୍ୟକ୍ରମରେ ସାମିଲ ହେବେ

ଭୁବନେଶ୍ବର, ୨ା୬: ଓଡ଼ିଶା ଆସିପାରନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଆସନ୍ତା ୧୯ରେ ରାଷ୍ଟ୍ରପତି, ୨୦ରେ ପ୍ରଧାନମନ୍ତ୍ରୀ ଆସିବେ ବୋଲି ସୂଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri